Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଅମିତ ଶାହଙ୍କୁ ବିମାନ ବନ୍ଦରରେ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ
ଜାତୀୟ ଖବର

ଅମିତ ଶାହଙ୍କୁ ବିମାନ ବନ୍ଦରରେ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

March 6, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅମିତ ଶାହ
ଅମିତ ଶାହଙ୍କୁ ବିମାନ ବନ୍ଦରରେ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

ଭୁବନେଶ୍ବର: ଗୃହ ଓ ସମବାୟ ମନ୍ତ୍ରୀ ଅମିତ ଶାହ ଆଜି ଦିନିକିଆ ଓଡିଶା ଗସ୍ତରେ ଆସି ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି। ବିମାନ ବନ୍ଦରରେ ତାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଦୁଇ ଉପମୁଖ୍ୟମନ୍ତ୍ରୀ ସହ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ସ୍ବାଗତ କରିଛନ୍ତି। ସମସ୍ତେ ଫୁଲ ତୋଡା ସହିତ ଉତ୍ତରୀୟ ପିନ୍ଧାଇ ଓଡିଶା ମାଟିକୁ ତାଙ୍କୁ ସ୍ବାଗତ କରିଛନ୍ତି।

ଏଥିସହିତ ସଭାପତି ମନମୋହନ ସାମଲ, ସାଂସଦ ଅପରାଜିତା ଷଡଙ୍ଗୀ, ବିଧାୟକ ବାବୁ ସିଂ, ରାଜ୍ୟସଭା ସାଂସଦ ସୁଜିତ କୁମାର ପ୍ରମୁଖ ବହୁ ସାଂସଦ ଓ ନେତା ବିମାନ ବନ୍ଦରରେ ସ୍ବାଗତ କରିଥିଲେ। ଶାହ ବିମାନ ବନ୍ଦରରୁ ସିଧା କଟକ ମୁଣ୍ଡୁଳି ଗସ୍ତରେ ଯାଇଥିଲେ। ସେଠାରେ ସେ ସିଆଇଏସଏଫ ଦିବସରେ ଯୋଗଦେଇଛନ୍ତି।

ଏଥିସହିତ ସେ ପାରାଦ୍ବୀପ ଯାଇ ସେଠାରେ ଇଫକୋ ସଲଫ୍ୟୁରିକ ଏସିଡ ପ୍ଲାଣ୍ଟକୁ ଉଦଘାଟନ କରିବେ। ଅପରାହ୍‌ଣରେ ଜଟଣୀରେ ଜାତୀୟ ଫରେନ୍‌ସିକ ବିଜ୍ଞାନ ବିଶ୍ବବିଦ୍ୟାଳୟ(ଏନ୍‌ଏଫ୍‌ଏସ୍‌ୟୁ) ଓ କେନ୍ଦ୍ରୀୟ ଫରେନ୍‌ସିକ୍‌ ବିଜ୍ଞାନ ବିଶ୍ବବିଦ୍ୟାଳୟ(ସିଏଫ୍‌ଏସ୍‌ଏଲ୍‌)ର ଶିଳାନ୍ୟାସ କରିବେ। ସେଠାରୁ ଫେରି ଭୁବନେଶ୍ବରସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ନ୍ୟାୟ ସଂହିତା ପ୍ରଦର୍ଶନୀ ଉଦଘାଟନ କରି ଦିଲ୍ଲୀ ଫେରିଯିବେ।

Prithiraj Harichandan ଅମିତ ଶାହ ପୃଥୀରାଜ ହରିଚନ୍ଦନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ
Share. Facebook Twitter LinkedIn Email WhatsApp Copy Link

Related Posts

ଦିଲ୍ଲୀରେ ରହି ବିହାରକୁ ‘ନିୟନ୍ତ୍ରଣ’ କରିବେ କି ନୀତିଶ କୁମାର?: ବିଜେପି ସମ୍ମୁଖରେ ରଖିଲେ ଏହି ବଡ ସର୍ତ୍ତ!

March 6, 2026

ଭୁବନେଶ୍ବରରେ ପହଞ୍ଚିଲେ ଗୃହ ମନ୍ତ୍ରୀ ଅମିତ ଶାହ, ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

March 6, 2026

ଶ୍ରଦ୍ଧାଳୁମାନଙ୍କ ପାଇଁ ଖୁସି ଖବର: ଚାରିଧାମ ଯାତ୍ରା ପାଇଁ ଆଜିଠାରୁ ଆରମ୍ଭ ହେଲା ପଞ୍ଜୀକରଣ

March 6, 2026

କ୍ରମାଗତ ଚତୁର୍ଥ ଦିନ ପାଇଁ ହ୍ରାସ ପାଇଲା ସୁନାର ମୂଲ୍ୟ: ଜାଣନ୍ତୁ ଆଜିର ଦର

March 6, 2026
Latest News

ଅମିତ ଶାହଙ୍କୁ ବିମାନ ବନ୍ଦରରେ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

March 6, 2026

ଦିଲ୍ଲୀରେ ରହି ବିହାରକୁ ‘ନିୟନ୍ତ୍ରଣ’ କରିବେ କି ନୀତିଶ କୁମାର?: ବିଜେପି ସମ୍ମୁଖରେ ରଖିଲେ ଏହି ବଡ ସର୍ତ୍ତ!

March 6, 2026

ଭୁବନେଶ୍ବରରେ ପହଞ୍ଚିଲେ ଗୃହ ମନ୍ତ୍ରୀ ଅମିତ ଶାହ, ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

March 6, 2026

ଶ୍ରଦ୍ଧାଳୁମାନଙ୍କ ପାଇଁ ଖୁସି ଖବର: ଚାରିଧାମ ଯାତ୍ରା ପାଇଁ ଆଜିଠାରୁ ଆରମ୍ଭ ହେଲା ପଞ୍ଜୀକରଣ

March 6, 2026

କ୍ରମାଗତ ଚତୁର୍ଥ ଦିନ ପାଇଁ ହ୍ରାସ ପାଇଲା ସୁନାର ମୂଲ୍ୟ: ଜାଣନ୍ତୁ ଆଜିର ଦର

March 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.