Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚଳନ୍ତା ବସରୁ ଖସି ଯୁବକଙ୍କ ମୃତ୍ୟୁ
ଆଜିର ଖବର

ଚଳନ୍ତା ବସରୁ ଖସି ଯୁବକଙ୍କ ମୃତ୍ୟୁ

March 10, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚଳନ୍ତା ବସରୁ ଖସି ଯୁବକଙ୍କ ମୃତ୍ୟୁ
ଚଳନ୍ତା ବସରୁ ଖସି ଯୁବକଙ୍କ ମୃତ୍ୟୁ

(କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର): ଶେରଗଡ ଥାନା ଅର୍ନ୍ତଗତ ହାଡିଚିରା ଗ୍ରାମର ହାଡୁବନ୍ଧୁ ସେଠୀ ନାମକ ଜଣେ ଯୁବକଙ୍କ ଆକସ୍ମିକ ମୃତ୍ୟୁ ଘଟିଛି। ମୃତ ହାଡ଼ୁ ନିଜ ଗ୍ରାମକୁ ଯିବା ପାଇଁ ଲକ୍ଷ୍ମୀ ବସରେ ଚଢୁଥିବା ବେଳେ ଶେରଗଡ ନିକଟସ୍ଥ ଶଙ୍ଖ ନିକଟରେ ଖସି ପଡ଼ିଥିଲେ। ଯାହା ଫଳରେ ଉକ୍ତ ଲକ୍ଷ୍ମୀ ବସ୍ ତାଙ୍କ ଉପରେ ଚଢ଼ି ଯାଇଥିଲା।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ହାଡ଼ୁଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଶେରଗଡ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। କିନ୍ତୁ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ପୋଲିସ ଗୋଟିଏ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି। ଆଜି ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ଥାନା ଅଧିକାରୀ ସୂଚନା ଦେଇଛନ୍ତି।

ଯୁବକଙ୍କ ମୃତ୍ୟୁ ଶେରଗଡ଼ ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ବିବାଦୀୟ ଅଧ୍ୟାୟ ପାଇଁ ସାର୍ବଜନୀନ ଭାବରେ କ୍ଷମା ମାଗିଲା NCERT

March 10, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ କୀର୍ତ୍ତି ଆଜାଦଙ୍କ ଟିମ୍ ଇଣ୍ଡିଆକୁ କଟାକ୍ଷ: ଜୟ ଶାହଙ୍କୁ କଲେ ଟାର୍ଗେଟ

March 10, 2026

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026
Latest News

ଚଳନ୍ତା ବସରୁ ଖସି ଯୁବକଙ୍କ ମୃତ୍ୟୁ

March 10, 2026

ବିବାଦୀୟ ଅଧ୍ୟାୟ ପାଇଁ ସାର୍ବଜନୀନ ଭାବରେ କ୍ଷମା ମାଗିଲା NCERT

March 10, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ କୀର୍ତ୍ତି ଆଜାଦଙ୍କ ଟିମ୍ ଇଣ୍ଡିଆକୁ କଟାକ୍ଷ: ଜୟ ଶାହଙ୍କୁ କଲେ ଟାର୍ଗେଟ

March 10, 2026

ଗ୍ୟାସ୍ ଅଭାବ ହେଲେ କାହାକୁ ପ୍ରାଥମିକତା ଦେବେ ସରକାର?: ଦେଖନ୍ତୁ ତାଲିକା

March 10, 2026

ପରିବର୍ତ୍ତନଶୀଳ ବିଶ୍ୱ ବ୍ୟବସ୍ଥା: ଆନ୍ତର୍ଜାତୀୟ ରାଜନୀତିର ନୂଆ ପରିଦୃଶ୍ୟ

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.