Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ରାଜ୍ୟସଭା ନିର୍ବାଚନ: ମିଳୁ ନାହାଁନ୍ତି କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, କାରଣ ଦର୍ଶା ନୋଟିସ ଜାରୀ କଲା ଦଳ
ଜାତୀୟ ଖବର

ରାଜ୍ୟସଭା ନିର୍ବାଚନ: ମିଳୁ ନାହାଁନ୍ତି କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, କାରଣ ଦର୍ଶା ନୋଟିସ ଜାରୀ କଲା ଦଳ

March 15, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟସଭା ନିର୍ବାଚନ
ରାଜ୍ୟସଭା ନିର୍ବାଚନ: ମିଳୁ ନାହାଁନ୍ତି କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, କାରଣ ଦର୍ଶା ନୋଟିସ ଜାରୀ କଲା ଦଳ

ଭୁବନେଶ୍ବର: ଓଡିଶାର ରାଜ୍ୟସଭା ନିର୍ବାଚନ ଦିନକୁ ଦିନ ରୋଚକ ମୋଡ ନେବାରେ ଲାଗିଛି। କିଏ ବିକ୍ରି ହେବ ସେ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏପଟେ କଂଗ୍ରେସର ମୋହନା ବିଧାୟକ ଦାଶରଥି ଗମାଙ୍ଗଙ୍କ ପତ୍ତା ମିଳୁ ନାହିଁ। ଦୁଇଦିନ ଧରି ଦଳ ତରଫରୁ ଫୋନ କରାଯାଇଥିଲେ ମଧ୍ୟ ଯୋଗାଯୋଗ ସମ୍ଭବ ହୋଇପାରୁ ନାହିଁ। ଫଳରେ ତାଙ୍କୁ ନେଇ ଦଳ ବଡ ଚିନ୍ତାରେ ପଡିଯାଇଛି। ବାରମ୍ବାର ଯୋଗାଯୋଗ ପରେ କୌଣସି ଖୋଜ ଖବର ନ ମିଳିବା ପରେ ଆଜି ଦଳ କାରଣ ଦର୍ଶା ନୋଟିସ ଜାରୀ କରିଛି।

ଏଥିରେ କୁହାଯାଇଛି ଯେ, ଭୁବନେଶ୍ବରରେ ରହିବା ପାଇଁ ଦଳ ତରଫରୁ ହ୍ବଇପ୍ ଜାରୀ କରାଯାଇଛି। ହେଲେ ଆପଣ ଦୀର୍ଘ ଦିନ ଧରି ଭୁବନେଶ୍ବରରେ ନାହାଁନ୍ତି କି କୌଣସି ଯୋଗାଯୋଗ କରୁ ନାହାଁନ୍ତି। ଏପରିକି ଦଳର ପ୍ରଭାରୀ ଓ ସଭାପତି ଆପଣଙ୍କୁ ବାରମ୍ବାର ଯୋଗାଯୋଗ କରି ବିଫଳ ହୋଇଛନ୍ତି। ଆପଣ ଦଳିୟ ହ୍ବଇପ ଅବମାନନା କରିଥିବାରୁ ଆପଣଙ୍କ ବିରୋଧରେ ଦଳ କାହିଁକି କାର୍ଯ୍ୟାନୁଷ୍ଠାନ ନ ନେବ ବୋଲି ଚିଠିରେ ଉଲ୍ଲେଖ କରାଯାଇଛି।

ବିଧାୟକ ଦାଶରଥି ଗମାଙ୍ଗ ମୋହନା ବିଧାୟକ ରାଜ୍ୟସଭା ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ଇନିଂସ୍ ଓପନ କରିବେ ଗିଲ୍ ଏବଂ ଜୟସ୍ଵାଲ୍?: ଆଜି ଏହି ୧୧ ଖେଳାଳିଙ୍କୁ ମିଳିପାରେ ସୁଯୋଗ

September 27, 2026

ଆତଙ୍କବାଦ ପ୍ରସଙ୍ଗ: UNGA ରେ ପାକିସ୍ତାନ ଉପରେ ଆକ୍ରମଣ କଲେ ଜୟଶଙ୍କର

September 27, 2026

୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ଆତ୍ମସାତ୍: ଭିଜିଲାନ୍ସ ପଞ୍ଝାରେ ୨ କର୍ମଚାରୀ

September 27, 2026

ଆଇଏଲ୍‍ଏସ୍‍ ବାୟୋ ଇନକ୍ୟୁବେଟର ପକ୍ଷରୁ ଷ୍ଟାର୍ଟଅପ୍ କ୍ୟାରିୟର ମେଳା:  ଏକାଠି ହେଲେ ୧୭ ଷ୍ଟାର୍ଟଅପ୍

September 27, 2026
Latest News

ଇନିଂସ୍ ଓପନ କରିବେ ଗିଲ୍ ଏବଂ ଜୟସ୍ଵାଲ୍?: ଆଜି ଏହି ୧୧ ଖେଳାଳିଙ୍କୁ ମିଳିପାରେ ସୁଯୋଗ

September 27, 2026

ଆତଙ୍କବାଦ ପ୍ରସଙ୍ଗ: UNGA ରେ ପାକିସ୍ତାନ ଉପରେ ଆକ୍ରମଣ କଲେ ଜୟଶଙ୍କର

September 27, 2026

୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ଆତ୍ମସାତ୍: ଭିଜିଲାନ୍ସ ପଞ୍ଝାରେ ୨ କର୍ମଚାରୀ

September 27, 2026

କମର୍ସିଆଲ୍ ବିମାନରେ ଯାତ୍ରୀଙ୍କୁ କାହିଁକି ଦିଆଯାଏନି ପାରାଚ୍ୟୁଟ୍? ଜାଣନ୍ତୁ ଏହା ପଛର ୫ଟି ବଡ଼ କାରଣ

September 27, 2026

ଆଇଏଲ୍‍ଏସ୍‍ ବାୟୋ ଇନକ୍ୟୁବେଟର ପକ୍ଷରୁ ଷ୍ଟାର୍ଟଅପ୍ କ୍ୟାରିୟର ମେଳା:  ଏକାଠି ହେଲେ ୧୭ ଷ୍ଟାର୍ଟଅପ୍

September 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.