Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୮ଟି ଜିଲ୍ଲାରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଛି : ଏସ୍‌ଆରସି ବିଷ୍ଣୁପଦ ସେଠୀ
ଆଜିର ଖବର

୮ଟି ଜିଲ୍ଲାରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଛି : ଏସ୍‌ଆରସି ବିଷ୍ଣୁପଦ ସେଠୀ

August 14, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଉତ୍ତର -ପଶ୍ଚିମ ବଙ୍ଗୋପସାଗରେ ସୃଷ୍ଟି ଲଘୁଚାପ ଫଳରେ ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ୩.୪ପ୍ରତିଶତ ବର୍ଷା ରେକର୍ଡ଼ ହୋଇଥିବା ବେଳେ ୧୭ଟି ବ୍ଲକରେ ୧୦୦ରୁ ୨୦୦ମିମି ବର୍ଷା ରେକର୍ଡ଼ ହୋଇଛି । ୧୯ଟି ବ୍ଲକର ୧୪୨ଟି ଗାଁର ୨ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି  ବୋଲି ଏସ୍‌ଆରସି ବିଷ୍ଣୁପଦ ସେଠୀ ସୂଚନା ଦେଇଛନ୍ତି ।  ରାଜ୍ୟରେ ଲଗାଣ ବର୍ଷା ହେବା କାରଣରୁ ସମ୍ଭାବ୍ୟ ମରୁଡ଼ି ସ୍ଥିତି ଟଳିଯାଇଛି ବୋଲି କହିଛନ୍ତି ବିଷ୍ଣୁପଦ ସେଠୀ । ୮ଟି ଜିଲ୍ଲାରେ ସ୍ବାଭାବିକ ଠାରୁ ଅଧିକ ବର୍ଷା ହୋଇଥିବା ବେଳେ ୧୫ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଛି । ବନ୍ୟା ପ୍ରଭାବିତ ଅଂଚଳରେ ୧୫ଟି ଓଡ୍ରାଫ ଟିମ ,୩ଟି ଏନଡିଆରଏଫ ଟିମ, ଅଗ୍ନିଶମ ବାହିନୀ ମୁତୟନ ଅଛଝନ୍ତି । ଚଳିତ ଥର ବଲାଙ୍ଗୀରରେ ପ୍ରବଳ ବର୍ଷା ହୋଇଛି । ଆଗରୁ ସେଠାରେ ଏପରି ବର୍ଷା କେବେ ହୋଇ ନଥିଲା । ଗତ ୨୪ଘଣ୍ଟାରେ ବଲାଙ୍ଗୀରରେ ୫୫୫ ମିମି ବର୍ଷା ରେକର୍ଡ଼ କରାଯାଇଛି ବୋଲି ବିଷ୍ଣୁପଦ ସେଠୀ ସୂଚନା ଦେଇଛନ୍ତି । ବନ୍ୟାପରିସ୍ଥିତିରୁ ୫୦ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇ୧୨୪ଟି ରିଲିଫ କେନ୍ଦ୍ରରେ ରଖାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଜୁଲାଇ ୩୧ ତାରିଖରେ କ’ଣ ରହିଛି ଆପଣଙ୍କର ରାଶିଫଳ?, ଜାଣନ୍ତୁ ବିସ୍ତୃତ ଭାଗ୍ୟଫଳ

July 31, 2026

ବିରିଘାଟରେ ଛାତ ଉପରେ ଫସିଥିବା ଲୋକଙ୍କ ନିକଟରେ ପହଞ୍ଚିଲା ଉଦ୍ଧାରକାରୀ ଦଳ

July 30, 2026

ସମ୍ ହସ୍ପିଟାଲ୍ ପକ୍ଷରୁ ଭୁବନେଶ୍ୱର କୋର୍ଟ ପରିସରରେ ବିଶାଳ ସ୍ୱାସ୍ଥ୍ୟ ଶିବିର ଆୟୋଜିତ

July 30, 2026

ରାଜ୍ୟସ୍ତରୀୟ କବିତା ଆବୃତ୍ତି ପ୍ରତିଯୋଗିତାରେ ରଣପୁରର ସମୀକ୍ଷାଙ୍କ ସଫଳତା

July 30, 2026
Latest News

ସଂସଦରେ ପାସ୍ ହେଲା ପ୍ରଶ୍ନ ପତ୍ର ପ୍ରଘଟ ବିରୋଧୀ ବିଲ୍: ଭିଡିଓ ଜାରି କଲେ ପ୍ରଧାନମନ୍ତ୍ରୀ

July 31, 2026

ପଶ୍ଚିମ ଏସିଆ ପରିସ୍ଥିତିର ସମୀକ୍ଷା କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସିସିଏସ୍ ବୈଠକ

July 31, 2026

ଆଜି ଜୁଲାଇ ୩୧ ତାରିଖରେ କ’ଣ ରହିଛି ଆପଣଙ୍କର ରାଶିଫଳ?, ଜାଣନ୍ତୁ ବିସ୍ତୃତ ଭାଗ୍ୟଫଳ

July 31, 2026

ବିରିଘାଟରେ ଛାତ ଉପରେ ଫସିଥିବା ଲୋକଙ୍କ ନିକଟରେ ପହଞ୍ଚିଲା ଉଦ୍ଧାରକାରୀ ଦଳ

July 30, 2026

ସମ୍ ହସ୍ପିଟାଲ୍ ପକ୍ଷରୁ ଭୁବନେଶ୍ୱର କୋର୍ଟ ପରିସରରେ ବିଶାଳ ସ୍ୱାସ୍ଥ୍ୟ ଶିବିର ଆୟୋଜିତ

July 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.