Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆଜି ଖୋଲିବ ରତ୍ନ ଭଣ୍ଡାରର ସିନ୍ଧୁକ, ହେବ ଗଣତିମଣତି
ବିଶେଷ ଖବର

ଆଜି ଖୋଲିବ ରତ୍ନ ଭଣ୍ଡାରର ସିନ୍ଧୁକ, ହେବ ଗଣତିମଣତି

March 25, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜି ଖୋଲିବ ରତ୍ନ ଭଣ୍ଡାର
ଆଜି ଖୋଲିବ ରତ୍ନ ଭଣ୍ଡାରର ସିନ୍ଧୁକ, ହେବ ଗଣତିମଣତି

ଭୁବନେଶ୍ବର: ଆଜି ପ୍ରଭୃ ଶ୍ରୀ ଜଗନ୍ନାଥଙ୍କ ରତ୍ନଭଣ୍ଡାରର ଗଣତିମଣତି କରାଯିବ। ଏ ନେଇ ପୂର୍ବରୁ ସମସ୍ତ ପ୍ରସ୍ତୁତି ଶେଷ କରାଯାଇଛି। ଆଜି ଚୈତ୍ର ଶୁକ୍ଳ ସପ୍ତମୀ ତିଥି ହୋଇଥିବାରୁ ଏହି ରତ୍ନଭଣ୍ଡାରର ଅଳଙ୍କାର ଗଣତି ହେବ କରଯିବ ବୋଲି ନିଷ୍ପତି କରାଯାଇଛି। ସେହି ଅନୁସାରେ ଏହି ଶୁଭ କାର୍ଯ୍ୟ ପାଇଁ ଆଜି ମଧ୍ୟାହ୍ନ ୧୨ଟା ୦୯ରୁ ଅପରାହ୍ନ ୧ଟା ୪୫ ପର୍ଯ୍ୟନ୍ତ ମାହେନ୍ଦ୍ର ବେଳା ରହିଥିବାରୁ ଏହି ସମୟରେ ଗଣତିମଣତି କରାଯିବ।

ଏଥିପାଇଁ ୩ଡି ମ୍ୟାପିଂ, ଭିଡିଓଗ୍ରାଫି ଓ ଫଟୋଗ୍ରାଫିର ମଧ୍ୟ ସହାୟତା ନିଆଯିବ। ଗଣତି ପାଇଁ ଦୁଇଟି ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇଛି । ପ୍ରଥମଟି ହେଉଛି ସୁପରଭାଇଜିଂ ଟିମ୍ ଏବଂ ଦ୍ୱିତୀୟଟି ହ୍ୟାଣ୍ଡେଲିଂ ଟିମ୍। ଏହି ଟିମ୍‌ରେ ରହିବେ ଶ୍ରୀମନ୍ଦିର ପ୍ରଶାସକଙ୍କ ସମେତ ପାଟ୍ଟଯୋଶୀ ମହାପାତ୍ର, ଭଣ୍ଡାର ମେକାପ, ତଢ଼ଉକରଣ, ଦେଉଳକରଣ, ସ୍ୱର୍ଣ୍ଣକାର ଓ ରତ୍ନବିଜ୍ଞାନୀ। ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆର ଜଣେ ଅଧିକାରୀ ମଧ୍ୟ ରହିବେ ଉପସ୍ଥିତ। ୪୮ ବର୍ଷ ପରେ ଏହି ଗଣତିମଣତି କରାଯାଉଛି। ଶେଷ ଥର ପାଇଁ ୧୯୭୮ ମସିହାରେ ଏହି ଗଣତିମଣତି କରାଯାଇଥିଲା।

ଆଜି ଖୋଲିବ ରତ୍ନ ଭଣ୍ଡାର ରତ୍ନଭଣ୍ଡାର ରତ୍ନଭଣ୍ଡାର ଗଣତିମଣତି ଶ୍ରୀମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

୩ ନିଲମ୍ବିତ କଂଗ୍ରେସ ବିଧାୟକଙ୍କ କୁଶପୁତ୍ତଳିକା ଦାହ କଲା ଯୁବ କଂଗ୍ରେସ

March 25, 2026

ସିପିଗ୍ରାମ୍ସ ପୋର୍ଟାଲ ଦ୍ଵାରା ଢେଙ୍କାନାଳରେ ପାନୀୟ ଜଳ ସମସ୍ୟାର ହେଲା ସମାଧାନ

March 25, 2026

ଓଡ଼ିଶା ରାଜ୍ୟପାଳଙ୍କୁ ଭେଟିଲେ ଉତ୍ତରାଖଣ୍ଡର ଗଣମାଧ୍ୟମ ପ୍ରତିନିଧି ଦଳ

March 25, 2026

ରାଜ୍ୟଗୁଡ଼ିକୁ ବାଣିଜ୍ୟିକ ଏଲପିଜିର ୫୦% ଆବଣ୍ଟନ: ପ୍ରବାସୀ ଶ୍ରମିକଙ୍କୁ ପ୍ରାଥମିକତା

March 25, 2026
Latest News

ଆଜି ଖୋଲିବ ରତ୍ନ ଭଣ୍ଡାରର ସିନ୍ଧୁକ, ହେବ ଗଣତିମଣତି

March 25, 2026

୩ ନିଲମ୍ବିତ କଂଗ୍ରେସ ବିଧାୟକଙ୍କ କୁଶପୁତ୍ତଳିକା ଦାହ କଲା ଯୁବ କଂଗ୍ରେସ

March 25, 2026

ସିପିଗ୍ରାମ୍ସ ପୋର୍ଟାଲ ଦ୍ଵାରା ଢେଙ୍କାନାଳରେ ପାନୀୟ ଜଳ ସମସ୍ୟାର ହେଲା ସମାଧାନ

March 25, 2026

ଓଡ଼ିଶା ରାଜ୍ୟପାଳଙ୍କୁ ଭେଟିଲେ ଉତ୍ତରାଖଣ୍ଡର ଗଣମାଧ୍ୟମ ପ୍ରତିନିଧି ଦଳ

March 25, 2026

ରାଜ୍ୟଗୁଡ଼ିକୁ ବାଣିଜ୍ୟିକ ଏଲପିଜିର ୫୦% ଆବଣ୍ଟନ: ପ୍ରବାସୀ ଶ୍ରମିକଙ୍କୁ ପ୍ରାଥମିକତା

March 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.