Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ସହକାରୀ ଯନ୍ତ୍ରୀଙ୍କୁ ଭିଜିଲାନ୍ସ ଚାବୁକ: ୫ ଟି ସ୍ଥାନରେ ଚଢାଉ ଜାରି
ଅପରାଧ

ସହକାରୀ ଯନ୍ତ୍ରୀଙ୍କୁ ଭିଜିଲାନ୍ସ ଚାବୁକ: ୫ ଟି ସ୍ଥାନରେ ଚଢାଉ ଜାରି

March 26, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ସହକାରୀ ଯନ୍ତ୍ରୀଙ୍କୁ ଭିଜିଲାନ୍ସ ଚାବୁକ: ୫ ଟି ସ୍ଥାନରେ ଚଢାଉ ଜାରି
ସହକାରୀ ଯନ୍ତ୍ରୀଙ୍କୁ ଭିଜିଲାନ୍ସ ଚାବୁକ: ୫ ଟି ସ୍ଥାନରେ ଚଢାଉ ଜାରି

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଭଞ୍ଜନଗର ଜଳସେଚନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ କର୍ତ୍ତବ୍ୟରତ ସହକାରୀ ଯନ୍ତ୍ରୀ ପଞ୍ଚୁ ବେହେରାଙ୍କୁ ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଅଟକ ଓ ଜେରା ଚାଲିଛି। ବ୍ରହ୍ମପୁର ସ୍ୱତନ୍ତ୍ର ଭିଜିଲାନ୍ସ ଜଜଙ୍କ ଅନୁମତି କ୍ରମେ ବ୍ରହ୍ମପୁର ଭିଜିଲାନ୍ସ ବିଭାଗର ୩ ଜଣ ଡିଏସପି ଓ ୭ ଜଣ ନୀରିକ୍ଷକ ସମେତ ଅନ୍ୟାନ୍ୟ ସହଯୋଗୀ କର୍ମଚାରୀମାନେ ଏକକାଳୀନ ୫ ଟି ସ୍ଥାନରେ ଚଢାଉ ଜାରି ରଖିଛନ୍ତି।

ଏହି ଚଢାଉ ସମୟରେ ଯନ୍ତ୍ରୀ ବେହେରାଙ୍କ ପୋଲସରା ବାସଭବନ, ବ୍ରହ୍ମପୁର ଆମ୍ବପୁଆ ସ୍ଥିତ ବିରାଟ ଅଟ୍ଟାଳିକା, ଭଞ୍ଜନଗର ସରକାରୀ ଘର ଓ କାର୍ଯ୍ୟାଳୟ ସମେତ ଅନ୍ୟାନ୍ୟ ସ୍ଥାନରେ ଚଢାଉ ଜାରି ରହିଛି।

ଚଢାଉ ଜାରି ଭଞ୍ଜନଗର ଜଳସେଚନ ବିଭାଗ ଭିଜିଲାନ୍ସ ସହକାରୀ ଯନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ସେପ୍ଟେମ୍ବର ୧୧ ରାଶିଫଳ: ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

September 11, 2026

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026
Latest News

ସେପ୍ଟେମ୍ବର ୧୧ ରାଶିଫଳ: ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

September 11, 2026

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026

ଓରାଙ୍ଗଉଟାନ ଉଦ୍ଧାର ଘଟଣା: ସବିଶେଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.