Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା ରବିବାର ଦିନ ଜୀ ସାର୍ଥକରେ ମେଗା ୱାର୍ଲ୍ଡ ପ୍ରିମିୟର ‘ଲାଗେ ପ୍ରେମ ନଜର’ 
ଆଜିର ଖବର

ଆସନ୍ତା ରବିବାର ଦିନ ଜୀ ସାର୍ଥକରେ ମେଗା ୱାର୍ଲ୍ଡ ପ୍ରିମିୟର ‘ଲାଗେ ପ୍ରେମ ନଜର’ 

April 1, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆସନ୍ତା ରବିବାର ଦିନ ଜୀ ସାର୍ଥକରେ ମେଗା ୱାର୍ଲ୍ଡ ପ୍ରିମିୟର 'ଲାଗେ ପ୍ରେମ ନଜର' 
ଆସନ୍ତା ରବିବାର ଦିନ ଜୀ ସାର୍ଥକରେ ମେଗା ୱାର୍ଲ୍ଡ ପ୍ରିମିୟର 'ଲାଗେ ପ୍ରେମ ନଜର' 

ଓଡ଼ିଆ ମନୋରଞ୍ଜନ ଜଗତର ଅଗ୍ରଣୀ ଚ୍ୟାନେଲ ଜୀ ସାର୍ଥକ ପକ୍ଷରୁ ଦର୍ଶକଙ୍କ ପାଇଁ ଭେଟି ଦିଆଯାଉଛି ଏକ ହୃଦୟସ୍ପର୍ଶୀ ପାରିବାରିକ ଚଳଚ୍ଚିତ୍ର ‘ଲାଗେ ପ୍ରେମ ନଜର’। ଏପ୍ରିଲ୍ ୫ ତାରିଖ ରବିବାର ଦିନ ଦିପହର ୨ଟା ଏବଂ ପୁନର୍ବାର ସନ୍ଧ୍ୟା ୬ଟା ୩୦ ମିନିଟରେ ଏହାର ମେଗା ୱାର୍ଲ୍ଡ ପ୍ରିମିୟର ହେବ।

ଚଳଚ୍ଚିତ୍ରର କାହାଣୀ ଜଣେ ସଫଳ ନିର୍ଦ୍ଦେଶକ ଆକାଶ ଏବଂ ତାଙ୍କ ପତ୍ନୀ ନନ୍ଦିନୀଙ୍କ ସୁନ୍ଦର ସଂସାରକୁ ନେଇ ଗତିଶୀଳ। ମାତ୍ର ସନ୍ଦେହ, ଭୁଲ୍ ବୁଝାମଣା ଏବଂ ଅପ୍ରତ୍ୟାଶିତ ଘଟଣାକ୍ରମ କିପରି ଏକ ହସଖୁସିର ସଂସାରକୁ ଛିନ୍‌ଭିନ୍ କରିଦିଏ, ତାହା ଏଥିରେ ଦର୍ଶାଯାଇଛି। ମେଘାର ନିଃସ୍ୱାର୍ଥପର ବଳିଦାନ ଏବଂ ନନ୍ଦିନୀ-ଆକାଶଙ୍କ ପୁନର୍ମିଳନ ମଧ୍ୟରେ ଥିବା ସଂଘର୍ଷ ଦର୍ଶକଙ୍କୁ ଶେଷ ପର୍ଯ୍ୟନ୍ତ ବାନ୍ଧି ରଖିବ। ପ୍ରେମ, ପ୍ରତାରଣା ଏବଂ ପରିଶେଷରେ କୃତଜ୍ଞତାର ଏକ ନିଆରା ସମନ୍ୱୟ ହେଉଛି ‘ଲାଗେ ପ୍ରେମ ନଜର’।

ଦିଲୀପ ପଣ୍ଡାଙ୍କ ନିର୍ଦ୍ଦେଶୀତ ଏହି ଚଳଚ୍ଚିତ୍ରରେ ଓଲିଉଡ଼ର ଲୋକପ୍ରିୟ ଅଭିନେତା ଅମ୍ଳାନ, ଅଭିନେତ୍ରୀ ପ୍ରିୟା ଚୌଧୁରୀ, ରିୟା ଦେ, ରାଗିଣୀ ସୁତ୍ରଧର ଏବଂ ବିଶେଷ ଭୂମିକାରେ ରାକେଶ ଦେଓ ନଜର ଆସିବେ। ପୂର୍ବରୁ ଓଡ଼ିଶାର ବିଭିନ୍ନ ପ୍ରେକ୍ଷାଳୟରେ ଦର୍ଶକଙ୍କ ମନ ଜିତିଥିବା ଚଳଚ୍ଚିତ୍ରକୁ ଛୋଟ ପରଦାରେ ପ୍ରଥମ ଥର ପାଇଁ ଦେଖିବେ ଜୀ ସାର୍ଥକର ସମସ୍ତ ଦର୍ଶକ।

ଏହି ଅବସରରେ ସାରା ଭାରତରେ ଥିବା ଓଡ଼ିଆ ଦର୍ଶକଙ୍କୁ ଶୁଭେଚ୍ଛା ଜଣାଇ ଜୀ ସାର୍ଥକର ବିଜିନେସ ହେଡ୍ ରାହୁଲ ରାଓ କହିଛନ୍ତି. “ଜୀ ସାର୍ଥକ ସଦାସର୍ବଦା ଓଡ଼ିଶାର କଳା ଓ ସଂସ୍କୃତି ସହ ଯୋଡ଼ି ହୋଇ ରହିଛି। ‘ଲାଗେ ପ୍ରେମ ନଜର’ କେବଳ ଏକ ସିନେମା ନୁହେଁ, ବରଂ ଏହା ସମ୍ପର୍କର ଏକ ଗଭୀର ପରୀକ୍ଷା। ଓଡ଼ିଶା ଓ ସାରା ଭାରତରେ ରହୁଥିବା ଆମର ପ୍ରିୟ ଓଡ଼ିଆ ଦର୍ଶକମାନେ ନିଜ ପରିବାର ସହ ଏହି ଭାବପୂର୍ଣ୍ଣ ଚଳଚ୍ଚିତ୍ରର ଆନନ୍ଦ ନେବେ ବୋଲି ମୋର ବିଶ୍ୱାସ।”

ଜୀ ସାର୍ଥକ ଡବଲ ମହା ପ୍ରିମିୟର ଲାଗେ ପ୍ରେମ ନଜର
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଆଇଏମ୍‌ସିରେ ‘ସ୍ୱଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କଲେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ

October 2, 2026

ଜଳ ଯୋଦ୍ଧାମାନଙ୍କୁ ଆତିଥ୍ୟ ପ୍ରଦାନ କଲେ କେନ୍ଦ୍ର ଜଳ ଶକ୍ତି

October 2, 2026

୫୭ତମ ଆନ୍ତର୍ଜାତିକ ଫିଲ୍ମ ଫେଷ୍ଟିଭାଲ: ମିଡିଆ ପ୍ରତିନିଧିଙ୍କ ପାଇଁ ଆକ୍ରିଡିଟେସନ୍‍ ଆବେଦନ ଉନ୍ମୁକ୍ତ

October 2, 2026

ଡିଜିଟାଲ୍ ସଂଯୋଗୀକରଣ ଏବଂ ଗ୍ରାହକ ସେବା ପ୍ରତି ବିଏସଏନଏଲ ଓଡ଼ିଶା ରହିଛି ସଂକଳ୍ପବଦ୍ଧ

October 2, 2026
Latest News

ଆଇଆଇଏମ୍‌ସିରେ ‘ସ୍ୱଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କଲେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ

October 2, 2026

ଦେଶର ଅର୍ଥନୀତିରେ ନୂଆ ରେକର୍ଡ: ସେପ୍ଟେମ୍ବରରେ ୨ ଲକ୍ଷ କୋଟି ଟପିଲା ଜିଏସ୍‌ଟି ସଂଗ୍ରହ

October 2, 2026

୨୦୦୮ ଅହମଦାବାଦ ବିସ୍ଫୋରଣ ମାମଲା: ମୁଜାହିଦିନ୍ ଆତଙ୍କୀର ମୃତ୍ୟୁଦଣ୍ଡ ଉପରେ ସୁପ୍ରିମକୋର୍ଟଙ୍କ ସ୍ଥଗିତାଦେଶ

October 2, 2026

ଜଳ ଯୋଦ୍ଧାମାନଙ୍କୁ ଆତିଥ୍ୟ ପ୍ରଦାନ କଲେ କେନ୍ଦ୍ର ଜଳ ଶକ୍ତି

October 2, 2026

ହୱାଲା ଜରିଆରେ ଆସିଥିଲା ୯ କୋଟି: ୟାସିନ୍ ମଲିକଙ୍କ ସମେତ ୭ ଜଣଙ୍କ ବିରୋଧରେ ଚାର୍ଜଫ୍ରେମ୍ ନିର୍ଦ୍ଦେଶ

October 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.