Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା ୮ ରୁ ପୁଣିଥରେ ରତ୍ନଭଣ୍ଡାର ଅଳଙ୍କାରର ଗଣତିମଣତି
ଆଜିର ଖବର

ଆସନ୍ତା ୮ ରୁ ପୁଣିଥରେ ରତ୍ନଭଣ୍ଡାର ଅଳଙ୍କାରର ଗଣତିମଣତି

April 6, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Prithviraj Harichandan on Ratnabhandar enumeration
Prithviraj Harichandan on Ratnabhandar enumeration

ଭୁବନେଶ୍ଵର: ଆସନ୍ତା ୮ ତାରିଖରୁ ପୁଣିଥରେ ରତ୍ନଭଣ୍ଡାର ଅଳଙ୍କାରର ଗଣତିମଣତି ଆରମ୍ଭ ହେବ। ଆସନ୍ତା ୮,୯ ଏବଂ ୧୦ ତାରିଖରେ ଗଣତି ପାଇଁ କାର୍ଯ୍ୟସୂଚୀ ଧାର୍ଯ୍ୟ କରାଯାଇଥିବା ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ଏହି ତିନିଦିନ ମଧ୍ୟରେ ରତ୍ନଭଣ୍ଡାରର ସମସ୍ତ ଅଳଙ୍କାରର ଗଣତି ମଣତି ଶେଷ ହେବ ବୋଲି ମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି।

ଶ୍ରୀ ହରିଚନ୍ଦନ ଆହୁରି କହିଛନ୍ତି ଯେ, ମହାପ୍ରଭୁ ଜଗନ୍ନାଥଙ୍କ କୃପାରୁ ଗଣତି ଶେଷ ହେବା ପରେ ଅଳଙ୍କାରର ତାଲିକା ପ୍ରସ୍ତୁତ କରାଯିବ। ଗଣତି ସମୟରେ ଡିଜିଟାଲ ଫଟୋ ନିଆଯାଉଛି। ଥ୍ରୀଡି ଫଟୋଗ୍ରାଫି ମଧ୍ୟ କରାଯାଉଛି। ଫଳରେ ଅଳଙ୍କାରର ନାମକୁ ଚିହ୍ନଟ କରାଯିବ ଏବଂ ସେଗୁଡ଼ିକୁ ଆଗାମୀ ବର୍ଷପାଇଁ ଠିକ୍ଭାବେ ସୁରକ୍ଷିତ ରଖାଯିବ ବୋଲି ସେ କହିଛନ୍ତି।

prithviraj harichandan Ratnabhandar enumeration ପୃଥ୍ବୀରାଜ ହରିଚନ୍ଦନ
Share. Facebook Twitter LinkedIn Email WhatsApp Copy Link

Related Posts

ନୂତନ ଭାବେ ଗଠିତ ଦକ୍ଷିଣ ତଟ ରେଳପଥ ଜୋନ୍‌ ସମ୍ବନ୍ଧରେ ପ୍ରକୃତ ସ୍ଥିତି

April 6, 2026

ଓଡ଼ିଶାର ଶିକ୍ଷା କ୍ଷେତ୍ରରେ ରାଜ୍ୟ କ୍ୟାବିନେଟ୍‌ର ନିଷ୍ପତ୍ତିକୁ କେନ୍ଦ୍ର ମନ୍ତ୍ରୀଙ୍କ ସ୍ଵାଗତ

April 6, 2026

ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ: ବିପୁଳ ପରିମାଣର ଗଞ୍ଜେଇ ସହ କାର୍ ଜବତ

April 6, 2026

ମା’ ତାରାତାରିଣୀ ମନ୍ଦିରରେ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀଙ୍କ ଦ୍ୱିତୀୟ ପ୍ରମୁଖ ସଚିବ

April 6, 2026
Latest News

ଆସନ୍ତା ୮ ରୁ ପୁଣିଥରେ ରତ୍ନଭଣ୍ଡାର ଅଳଙ୍କାରର ଗଣତିମଣତି

April 6, 2026

ନୂତନ ଭାବେ ଗଠିତ ଦକ୍ଷିଣ ତଟ ରେଳପଥ ଜୋନ୍‌ ସମ୍ବନ୍ଧରେ ପ୍ରକୃତ ସ୍ଥିତି

April 6, 2026

ଓଡ଼ିଶାର ଶିକ୍ଷା କ୍ଷେତ୍ରରେ ରାଜ୍ୟ କ୍ୟାବିନେଟ୍‌ର ନିଷ୍ପତ୍ତିକୁ କେନ୍ଦ୍ର ମନ୍ତ୍ରୀଙ୍କ ସ୍ଵାଗତ

April 6, 2026

ବଙ୍ଗୋପସାଗର ଓ ପଶ୍ଚିମ ଏସିଆର ପରିସ୍ଥିତି ଉପରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର କଡ଼ା ନଜର

April 6, 2026

ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ: ବିପୁଳ ପରିମାଣର ଗଞ୍ଜେଇ ସହ କାର୍ ଜବତ

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.