Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କାଳବୈଶାଖୀ ସତର୍କତା: ୨୦ ଜିଲ୍ଲାକୁ ୱାର୍ଣ୍ଣିଂ
ଆଜିର ଖବର

କାଳବୈଶାଖୀ ସତର୍କତା: ୨୦ ଜିଲ୍ଲାକୁ ୱାର୍ଣ୍ଣିଂ

April 7, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Weather updates

ଭୁବନେଶ୍ୱର: ରାଜ୍ୟରେ କମୁନି କାଳବୈଶାଖୀ କୋପ । ଆଜି ୨୦ ଜିଲ୍ଲାକୁ ଝଡ଼ ବର୍ଷା ସହ ବିଜୁଳି ଓ ଘଡ଼ିଘଡ଼ି ଚେତାବନୀ ଦେଇଛି ପାଣିପାଗ ଵିଭାଗ । ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ସହ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ପାଣିପାଗ ବିଭାଗର ସୂଚନା ଅନୁସାରେ, ଏବେ ଆଭ୍ୟନ୍ତରୀଣ ଓଡ଼ିଶାରେ କାଳବୈଶାଖୀ ସକ୍ରିୟ ରହିଛି । ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏପରି ସ୍ଥିତି ଅନୁଭୂତ ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବିଶେଷ କରି କୁଆପଥର ବର୍ଷା ହେବା ନେଇ ସତର୍କ କରିଛି ପାଣିପାଗ ବିଭାଗ । ଦିନ ସାରା ପ୍ରବଳ ଖରାକୁ ଗରମ ଗୁଳୁଗୁଳି ଆଉ ସଞ୍ଜକୁ କଳାହାଣ୍ଡିଆ ମେଘ ଓ ସ୍ଥାନେସ୍ଥାନେ କୁଆପଥର ବର୍ଷା ହେଉଛି ।

#Kalbaisakhi #Odisha
Share. Facebook Twitter LinkedIn Email WhatsApp Copy Link

Related Posts

IPL 2026: ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ, ପ୍ରଥମ ସ୍ଥାନରେ ପଞ୍ଜାବ କିଙ୍ଗସ୍

April 7, 2026

ଅମରାବତୀ ଏବେ ଆନ୍ଧ୍ରର ଏକମାତ୍ର ରାଜଧାନୀ

April 7, 2026

ସ୍ୱାସ୍ଥ୍ୟ ସୁରକ୍ଷାର ଆହ୍ୱାନ ଓ ପ୍ରତିବଦ୍ଧତା

April 7, 2026

ଗୁଳିମାଡ଼ରେ ଯୁବକ ମୃତ

April 7, 2026
Latest News

କାଳବୈଶାଖୀ ସତର୍କତା: ୨୦ ଜିଲ୍ଲାକୁ ୱାର୍ଣ୍ଣିଂ

April 7, 2026

IPL 2026: ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ, ପ୍ରଥମ ସ୍ଥାନରେ ପଞ୍ଜାବ କିଙ୍ଗସ୍

April 7, 2026

ଅମରାବତୀ ଏବେ ଆନ୍ଧ୍ରର ଏକମାତ୍ର ରାଜଧାନୀ

April 7, 2026

ସ୍ୱାସ୍ଥ୍ୟ ସୁରକ୍ଷାର ଆହ୍ୱାନ ଓ ପ୍ରତିବଦ୍ଧତା

April 7, 2026

ଗୁଳିମାଡ଼ରେ ଯୁବକ ମୃତ

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.