Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହାଇୱା-ବସ୍ ଧକ୍କା, ଜଣେ ମୃତ, ୧୬ ଆହତ
ଆଜିର ଖବର

ହାଇୱା-ବସ୍ ଧକ୍କା, ଜଣେ ମୃତ, ୧୬ ଆହତ

April 13, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଯାଜପୁର- ଓଉପଦା ଛକ ନିକଟରେ ହାଇୱା-ଘରୋଇ କଲେଜ୍ ବସ୍ ଧକ୍କା ଘଟିଛି । ଏହି ଦୁର୍ଘଟଣାରେ ଜଣେ ମୃତ ହୋଇଥିବାବେଳେ ୧୬ଜଣ ଆହତ ହୋଇଛନ୍ତି । ଘଟଣାସ୍ଥଳରେ ହାଇୱା ଡ୍ରାଇଭର ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୬ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି । ଆହତ ଛାତ୍ରଛାତ୍ରୀମାନଙ୍କ ମଧ୍ୟରୁ ୧୧ଜଣ ଯାଜପୁର ମେଡ଼ିକାଲରେ ଭର୍ତ୍ତି ହୋଇଥିବାବେଳେ ଘଟଣାସ୍ଥଳରେ ପୋଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

accident
Share. Facebook Twitter LinkedIn Email WhatsApp Copy Link

Related Posts

ଡିପଫେକ୍ ଏବଂ ଶିଶୁ ଯୌନ ନିର୍ଯାତନା ବିଷୟବସ୍ତୁ ମାମଲା: କ୍ଷମା ମାଗିଲେ ମାର୍କ ଜୁକରବର୍ଗ

August 5, 2026

ବିପଦରେ ଅଗରକରଙ୍କ ଚାକିରି: ରୋହିତ ଶର୍ମା ଏହାର କାରଣ

August 5, 2026

ଇ-୨୦ ଡିପଫେକ୍ ମାମଲା: ନୀତିନ ଗଡକରୀଙ୍କ ସପକ୍ଷରେ ରାୟ ଦେଲେ ହାଇକୋର୍ଟ

August 5, 2026

ମହିଳାଙ୍କୁ ସୁନା ଏବଂ ଶାଢୀ, ହଜ୍ ତୀର୍ଥଯାତ୍ରା ପାଇଁ ସବସିଡି ବୃଦ୍ଧି: ପଢନ୍ତୁ ତାମିଲନାଡୁ ବଜେଟ

August 5, 2026
Latest News

ଡିପଫେକ୍ ଏବଂ ଶିଶୁ ଯୌନ ନିର୍ଯାତନା ବିଷୟବସ୍ତୁ ମାମଲା: କ୍ଷମା ମାଗିଲେ ମାର୍କ ଜୁକରବର୍ଗ

August 5, 2026

ବିପଦରେ ଅଗରକରଙ୍କ ଚାକିରି: ରୋହିତ ଶର୍ମା ଏହାର କାରଣ

August 5, 2026

ଇ-୨୦ ଡିପଫେକ୍ ମାମଲା: ନୀତିନ ଗଡକରୀଙ୍କ ସପକ୍ଷରେ ରାୟ ଦେଲେ ହାଇକୋର୍ଟ

August 5, 2026

NEET-UG ପ୍ୟାଟର୍ନରେ ବଡ଼ ପରିବର୍ତ୍ତନ: ସୁପ୍ରିମକୋର୍ଟଙ୍କ ସମ୍ମୁଖରେ ଯୋଜନା ପ୍ରକାଶ କଲେ ସରକାର

August 5, 2026

ମହିଳାଙ୍କୁ ସୁନା ଏବଂ ଶାଢୀ, ହଜ୍ ତୀର୍ଥଯାତ୍ରା ପାଇଁ ସବସିଡି ବୃଦ୍ଧି: ପଢନ୍ତୁ ତାମିଲନାଡୁ ବଜେଟ

August 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.