ଭୁବନେଶ୍ଵର: ଆଜି ଅକ୍ଷୟ ତୃତୀୟା ଅବସରରେ ଚାଷୀଙ୍କୁ ସିଏମ କିଷାନ ଟଙ୍କା ଦିଆଯାଇଛି । ୪୧ ଲକ୍ଷ ୬୮ ହଜାର ଚାଷୀଙ୍କୁ ମିଳିଲା ସିଏମ କିଷାନ ଟଙ୍କା । ପବିତ୍ର ଅକ୍ଷୟ ତୃତୀୟାରେ ଚାଷୀଙ୍କ ଆକାଉଣ୍ଟକୁ ଆସିଛି ସିଏମ କିଷାନ ଟଙ୍କା । ଆଜି ପବିତ୍ର ଅକ୍ଷୟ ତୃତୀୟା ଅବସରରେ କଟକସ୍ଥିତ କେନ୍ଦିୟ ଧାନ ଗବେଷଣା କେନ୍ଦ୍ରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅକ୍ଷିମୁଠି ଅନୁକୂଳ କରିଥିଲେ।


