Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାହାଘରର ପ୍ରସେସନରେ ଗୁଳିକାଣ୍ଡ : ଦୁଇ ଗୁରୁତର
ଆଜିର ଖବର

ବାହାଘରର ପ୍ରସେସନରେ ଗୁଳିକାଣ୍ଡ : ଦୁଇ ଗୁରୁତର

April 22, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଅନୁଗୁଳ: ବାହାଘର ବରଯାତ୍ରୀରେ ଗୁଳିକାଣ୍ଡ ଘଟି 2ଜଣ ଗୁରୁତର ହୋଇଛନ୍ତି । ଅନୁଗୁଳ ଆଠମଲ୍ଲିକ ଥାନା ବେଲପୁଞ୍ଜି ଗାଁରେ ଏପରି ଏକ ଅଘଟଣ ଘଟିଛି । ମିଳିଥିବା ସୂଚନା ଅନୁସାରେ ବୌଦ୍ଧ ମନୋମୁଣ୍ଡା ଅଞ୍ଚଳରୁ ବରଯାତ୍ରୀ ଦଳ ବେଲପୁଞ୍ଜି ଆସିଥିଲେ । ତେବେ ଏହି ଗୁଳିକାଣ୍ଡରେ ଜଣେ ବ୍ୟକ୍ତିଙ୍କର ଗୋଡରେ ଜଣଙ୍କ ହାତରେ ୨ଟି ଲେଖାଏଁ ଗୁଳି ବାଜିଥିବାର ସୂଚନା ରହିଛି । ଦୁଇ ଗୁରୁତରଙ୍କୁ ଚିକିତ୍ସା ପାଇଁ ବୌଦ୍ଧ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ତେବେ ଗୁଳି ମାରିଥିବା ଓ ଆହତ ହୋଇଥିବା ବ୍ୟକ୍ତି ଉଭୟ ବରପକ୍ଷର ବୋଲି ଜଣାପଡିଛି । ଗୁଳି ଚାଳନାର କାରଣ ଅସ୍ପଷ୍ଟ । ଘଟଣାସ୍ଥଳରେ ଆଠମଲ୍ଲିକ ପୋଲିସ ପହଞ୍ଚି ଛାନଭିନ୍ନ ଜାରି ରଖିଛି ।

#ବରଯାତ୍ରୀ ଗୁଳିକାଣ୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱରରେ ବେଧଡ଼କ ଚାଲିଛି ଟ୍ୟାଙ୍କର୍‌ କ୍ଷୀର ବିକ୍ରି

October 25, 2026

ରିଆଲିଟି ଶୋ’ରୁ ବାହାରିବା ପରେ ଅଭିନେତ୍ରୀଙ୍କୁ ରେପ୍ ଓ ହତ୍ୟା ଧମକ

October 25, 2026

ସୁନାବେଡ଼ା ବନଖଣ୍ଡରେ ୨.୬୦ କୋଟି ହଡ଼ପ: ଫେରାର ବରିଷ୍ଠ ସହାୟକ ଗିରଫ

October 25, 2026

Pahlé India Foundation Report: ସ୍ଥାୟୀ ଉତ୍ପାଦନରୁ ରାଜ୍ୟ ମଧ୍ୟରେ ଅଧିକ ମୂଲ୍ୟ ସୃଷ୍ଟି କରିପାରିବ ଓଡିଶା

October 25, 2026
Latest News

Mann Ki Baat 139: ଆଜି ମନ୍ କି ବାତ୍ କୁ ପୁରିଲା ୧୨ ବର୍ଷ, ଏହି ଦୀର୍ଘ ଯାତ୍ରାକୁ ମନେ ପକାଇଲେ ମୋଦି

October 25, 2026

‘ବସୁଧୈବ କୁଟୁମ୍ବକମ୍’ କେବଳ କଥାରେ ନୁହେଁ, କାର୍ଯ୍ୟରେ ପରିପ୍ରକାଶ ପାଉଛି: କେନ୍ଦ୍ର ବୈଦେଶିକ ମନ୍ତ୍ରୀ

October 25, 2026

ଭୁବନେଶ୍ୱରରେ ବେଧଡ଼କ ଚାଲିଛି ଟ୍ୟାଙ୍କର୍‌ କ୍ଷୀର ବିକ୍ରି

October 25, 2026

ଫାରୁକ ଅବଦୁଲ୍ଲାଙ୍କ ବୟାନରେ ବିବାଦ: ଆଜାଦଙ୍କ ଜବାବ – ‘ପାକିସ୍ତାନ ହିଁ ଶତ୍ରୁ’

October 25, 2026

ରିଆଲିଟି ଶୋ’ରୁ ବାହାରିବା ପରେ ଅଭିନେତ୍ରୀଙ୍କୁ ରେପ୍ ଓ ହତ୍ୟା ଧମକ

October 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.