Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେଜରୀଓ୍ବାଲଙ୍କୁ ଜନ୍ମଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି
ଆଜିର ଖବର

କେଜରୀଓ୍ବାଲଙ୍କୁ ଜନ୍ମଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

August 16, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆପ୍‌ ମୁଖ୍ୟ ଅରବିନ୍ଦ କେଜ୍‌ରୀଓ୍ବାଲ ଆଜି ୫୧ ବର୍ଷ ବୟସରେ ପାଦ ଦେଇଛନ୍ତି । ଏହି ଅବସରରେ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସମେତ ବହୁ ନେତା ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ।  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି କହିଛନ୍ତି ଯେ, ‘ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରୀଓ୍ବାଲଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇବା ସହିତ ଦୀର୍ଘ ନିରାମୟ ଜୀବନ ପାଇଁ ପ୍ରାର୍ଥନା କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଏହି ଶୁଭେଚ୍ଛା ଟୁଇଟ୍‌ ପରେ କେଜ୍‌ରୀଓ୍ବାଲା ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାନ ଜଣାଇ କହିଛନ୍ତି ଯେ, – ‘ପିଏମ୍‌ ସାର୍‌ ଆପଣଙ୍କ ଶୁଭେଚ୍ଛା ପାଇଁ ଧନ୍ୟବାଦ ।’ ସେହିପରି ମମତା ବାନାର୍ଜୀଙ୍କୁ ମଧ୍ୟ ଅରବିନ୍ଦ କେଜ୍‌ରୀଓ୍ବାଲ ମଧ୍ୟ ଧନ୍ୟବାଦ ଦେଇଛନ୍ତି । ଅରବିନ୍ଦ କେଜ୍ରିଓ୍ବାଲ ଅଗଷ୍ଟ ୧୬, ୧୯୬୮ରେ ଜନ୍ମ ହୋଇଥିଲେ । କେନ୍ଦ୍ର ଓ ଦିଲ୍ଲୀରେ କଂଗ୍ରେସ ସରକାର ସମୟରେ ଭ୍ରଷ୍ଟାଚାର ବିରୋଧରେ ଆନ୍ଦୋଳନରେ ବେଶ୍‌ ସକ୍ରିୟ ଅଂଶଗ୍ରହଣ କରି ‘ଆମ ଆଦ୍‌ମୀ ପାର୍ଟି‘ର ଗଠନ କରିଥିଲେ । ପ୍ରଥମ ଥର ପାଇଁ ୨୦୧୩ ମସିହାରେ ଡିସେମ୍ବରରେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ହୋଇଥିଲେ । ମାତ୍ର ସେ ସମୟରେ ତିନି ମାସ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ପଦରେ ରହି ଇସ୍ତଫା ଦେଇଥିଲେ । ଏହାପରେ ୨୦୧୫ ମସିହାରେ ଫେବୃଆରୀ ୧୪ରେ ଦିଲ୍ଲୀରେ ପୁଣି କ୍ଷମତା ପ୍ରାପ୍ତ ହୋଇଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଟ୍ରମ୍ପଙ୍କ ‘ଭିସା ବୋମା’କୁ ଏଡ଼ାଇବା ପାଇଁ ଉପାୟ ପାଇଲେ ଭାରତୀୟ; ଜାଣନ୍ତୁ ବିକଳ୍ପ

September 21, 2025

ରାଜରାସ୍ତାରେ ସରକାରୀ ମାଧ୍ୟମିକ ସ୍କୁଲ ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ ସଂଘ

September 21, 2025

ନବ ବିବାହିତ ଯୁବକଙ୍କ ଆତ୍ମହତ୍ୟା

September 21, 2025

ଆଇଆଇଟି ମାଡ୍ରାସରେ ‘ଥିଙ୍କ୍ ଇଣ୍ଡିଆ ଦକ୍ଷିଣପଥ ସମ୍ମିଳନୀ’ରେ କେନ୍ଦ୍ରମନ୍ତ୍ରୀଙ୍କ ଉଦବୋଧନ

September 21, 2025
Latest News

ଟ୍ରମ୍ପଙ୍କ ‘ଭିସା ବୋମା’କୁ ଏଡ଼ାଇବା ପାଇଁ ଉପାୟ ପାଇଲେ ଭାରତୀୟ; ଜାଣନ୍ତୁ ବିକଳ୍ପ

September 21, 2025

ରାଜରାସ୍ତାରେ ସରକାରୀ ମାଧ୍ୟମିକ ସ୍କୁଲ ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ ସଂଘ

September 21, 2025

ଆସନ୍ତୁ ଏପରି ଉତ୍ପାଦ କିଣିବା ଯାହା ଭାରତରେ ତିଆରି ହୋଇଛି: ପ୍ରଧାନମନ୍ତ୍ରୀ

September 21, 2025

ନବ ବିବାହିତ ଯୁବକଙ୍କ ଆତ୍ମହତ୍ୟା

September 21, 2025

ଆଇଆଇଟି ମାଡ୍ରାସରେ ‘ଥିଙ୍କ୍ ଇଣ୍ଡିଆ ଦକ୍ଷିଣପଥ ସମ୍ମିଳନୀ’ରେ କେନ୍ଦ୍ରମନ୍ତ୍ରୀଙ୍କ ଉଦବୋଧନ

September 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.