ଗୁଣୁପୁର : ପିକଅପ ଭ୍ୟାନ - ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ କନେଷ୍ଟବଳଙ୍କ ମୃତ୍ୟୁ ହୋଇଛି । ରେଙ୍ଗାଳପଦର ପିକଅପ ଭ୍ୟାନ - ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ କନେଷ୍ଟବଳଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ରାୟଗଡା ରିଜର୍ଭ ପୋଲିସରେ କାର୍ଯ୍ୟରତ ଥିଲେ ।