Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଢେଙ୍କାନାଳରେ ଲଜ୍ଜା: ଦୁଷ୍କର୍ମ ପରେ ମୁହଁକୁ ହାଣିଲେ
ଆଜିର ଖବର

ଢେଙ୍କାନାଳରେ ଲଜ୍ଜା: ଦୁଷ୍କର୍ମ ପରେ ମୁହଁକୁ ହାଣିଲେ

April 29, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ଭାପୁର ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ଢେଙ୍କାନାଳରେ ମହିଳାଙ୍କୁ ଦୁଷ୍କର୍ମ ପରେ ମୁହଁକୁ ହାଣି ପକାଇଲେ । ପୀଡ଼ିତାକୁ ଉଦ୍ଧାର କରି ଟ୍ରଲି ଯୋଗେ ଡାକ୍ତରଖାନାକୁ ନେଲେ ଲୋକେ । ଗୁରୁତର ଅବସ୍ଥାରେ ପୀଡ଼ିତା କଟକକୁ ସ୍ଥାନାନ୍ତର କରାଯାଇଛି । ମିଳିଥିବା ସୂଚନା ଅନୁସାରେ ପୀଡ଼ିତା ଜଣଙ୍କ ନଇରେ ଗାଧୁଆ ଥିବାବଳେ ଦୁବୃର୍ତ୍ତ ବୁଦାକୁ ଟାଣି ନେଇ ଦୁଷ୍କର୍ମ କରିଥିଲା। ଏହାପରେ ପୀଡ଼ିତାଙ୍କ ମୁହଁକୁ ହାଣି ପକାଇଥିଲା ।
ତେବେ ଏଠି ପ୍ରଶ୍ନ ଉଠୁଛି ଯେ ପୀଡ଼ିତାଙ୍କୁ କାହିଁକି ଏମ୍ବୁଲେନ୍ସରେ ଡାକ୍ତରଖାନା ନିଆଗଲାନି ? ଦୁବୃର୍ତ୍ତ ଜଣକ ପୂର୍ବରୁ ଏମିତି ବହୁବାର କରିଥିବା ସତ୍ତ୍ୱେ ଅପରାଧୀ ଜଣକ ବାହାରେ ବୁଲୁଥିବା ପୋଲିସର କାର୍ଯ୍ୟ ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ କରୁଛି ।

ରାଜ୍ୟ ସରକାର ହୁଅନ୍ତୁ ଅଥବା କେନ୍ଦ୍ର ସରକାର ମହିଳା ସଂରକ୍ଷଣ ବିଲ ଆଣିବାକୁ ତତ୍ପର ଥିବାବେଳେ ଏପରି ଘଟଣା ମହିଳାଙ୍କ ସୁରକ୍ଷା ପ୍ରତି ପ୍ରଶ୍ନ ଉଠାଉଛି । ସମ୍ପ୍ରତି ରାଜ୍ୟରେ ଅପରାଧର ମାତ୍ରା ବଢି ଚାଲିଥିବାବେଳେ ଏଥିରେ ଲଗାମ ଲାଗିବାର ସମୟ ଆସିଛି। ସରକାର ଏଇ ଦିଗ ପ୍ରତି ଯଥେଷ୍ଟ ଦୃଷ୍ଟି ଦେଇ କଡା କାର୍ଯ୍ୟାନୁଷ୍ଠାନ କରିବାର ଆବଶ୍ୟକତା ହୋଇପଡିଛି । 

 

Share. Facebook Twitter LinkedIn Email WhatsApp Copy Link

Related Posts

୩୦ରେ ନିଟ୍‌-ପିଜି ପରୀକ୍ଷା: ଆଜିଠୁ ମିଳିବ ଆଡ୍‌ମିଟ୍ କାର୍ଡ

August 25, 2026

ଜାତୀୟ ଚମ୍ପିୟାନସିପ: ବ୍ରହ୍ମପୁର କରାଟେ ଏକାଡେମୀର ଅଭୁତପୂର୍ବ ସଫଳତା

August 25, 2026

ଗ୍ଲୋବାଲ୍ ସ୍ୱୀକୃତି ପାଇଲା ୟୁପିଆଇ: କାରବାର ସଂଖ୍ୟାରେ ୧୩ ହଜାର ଗୁଣ ବୃଦ୍ଧି

August 25, 2026

ଚାଷୀଙ୍କ ସ୍ୱପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ: ଉପମୁଖ୍ୟମନ୍ତ୍ରୀ

August 25, 2026
Latest News

୩୦ରେ ନିଟ୍‌-ପିଜି ପରୀକ୍ଷା: ଆଜିଠୁ ମିଳିବ ଆଡ୍‌ମିଟ୍ କାର୍ଡ

August 25, 2026

ଜାତୀୟ ଚମ୍ପିୟାନସିପ: ବ୍ରହ୍ମପୁର କରାଟେ ଏକାଡେମୀର ଅଭୁତପୂର୍ବ ସଫଳତା

August 25, 2026

ଏଚ୍‌-୧ବି ଭିସା ଫି’: ନୂଆ ନିୟମ ଆଣିବା ଯୋଜନାରେ ଡିଏଚ୍‌ଏସ୍‌

August 25, 2026

ଗ୍ଲୋବାଲ୍ ସ୍ୱୀକୃତି ପାଇଲା ୟୁପିଆଇ: କାରବାର ସଂଖ୍ୟାରେ ୧୩ ହଜାର ଗୁଣ ବୃଦ୍ଧି

August 25, 2026

ଚାଷୀଙ୍କ ସ୍ୱପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ: ଉପମୁଖ୍ୟମନ୍ତ୍ରୀ

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.