Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»IED ବିସ୍ଫୋରଣ: ୪ ଯବାନ ଶହୀଦ
ଆଜିର ଖବର

IED ବିସ୍ଫୋରଣ: ୪ ଯବାନ ଶହୀଦ

May 2, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

IED ଓ ଅନ୍ୟ ବିସ୍ଫୋରକ ଉଦ୍ଧାର ସମୟରେ ବିସ୍ଫୋରଣ ଘଟି ୪ ଡିଆରଜି ଯବାନ ସହିଦ ହୋଇଛନ୍ତି । ଛତିଶଗଡ଼ର କାଙ୍କେର ଜିଲ୍ଲାରେ ଘଟିଛି ଏହି ଘଟଣା। ମୃତ ୪ ଜଣ ଯାକ ଛତିଶଗଡ଼ର ଡିଷ୍ଟ୍ରିକ୍ଟ ରିଜର୍ଭ ଗାର୍ଡ-ଡିଆରଜିରେ କାମ କରୁଥିଲେ। ମୃତକଙ୍କ ମଧ୍ୟରେ ଡିଆରଜିର ଇନ୍ସପେକ୍ଟର ସୁଖରାମ ଭାଟି (୪୦), ଜିଲ୍ଲା ବାହିନୀର କନଷ୍ଟେବଳ କୃଷ୍ଣ କୋମରା (୩୫) ଏବଂ ବସ୍ତର ଫାଇଟର୍ସର କନଷ୍ଟେବଳ ସଞ୍ଜୟ ଗଡ଼ପାଲେ (୨୯)ଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ । ବସ୍ତର ଫାଇଟର୍ସର ଆଉ ଜଣେ ଆହତ କନଷ୍ଟେବଳ ପରମାନନ୍ଦ କୋମରା (୨୯)ଙ୍କୁ ହେଲିକପ୍ଟରରେ ରାୟପୁର ନିଆଯାଇଥିଲା କିନ୍ତୁ ଚିକିତ୍ସା ସମୟରେ ତାଙ୍କର ମୃତ୍ୟୁ ହୋଇଛି ।

ମାର୍ଚ୍ଚ 31 ତାରିଖରେ ରାଜ୍ୟକୁ ସଶସ୍ତ୍ର ମାଓବାଦୀ ମୁକ୍ତ ଘୋଷଣା କରାଯିବା ପରେ ନକ୍ସଲ କାର୍ଯ୍ୟକଳାପ ସହିତ ଜଡିତ ବିସ୍ଫୋରଣର ପ୍ରଥମ ଘଟଣା ଘଟିଛି ।

IED blast
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ଫୋକସ୍‌ରେ ଓଡ଼ିଶା: ମୁଖ୍ୟମନ୍ତ୍ରୀ

October 13, 2026

ଦ ଗ୍ଲୋବାଲ କ୍ରାଉନ୍ ୨୦୨୬ ର ଦ୍ଵିତୀୟ ରନର୍ସ ଅପ୍ ବିଜୟିନୀ ମୁକୁଟ ପିନ୍ଧିଲେ କ୍ଷୀରାବ୍ଦୀ ପଟ୍ଟନାୟକ

October 13, 2026

ପୁଣିଥରେ ମୁମ୍ବାଇ ଇଣ୍ଡିଆନ୍ସର ନେତୃତ୍ୱ ନେବେ ରୋହିତ ଶର୍ମା!: ବଢିଲା ଚର୍ଚ୍ଚା

October 13, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ‘ବ୍ଲୁମବର୍ଗ ନ୍ୟୁ ଇକୋନୋମି ଫୋରମ୍’କୁ ସମ୍ବୋଧନ

October 13, 2026
Latest News

ନବମ, ଦଶମ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ପୁସ୍ତକ

October 13, 2026

ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ଫୋକସ୍‌ରେ ଓଡ଼ିଶା: ମୁଖ୍ୟମନ୍ତ୍ରୀ

October 13, 2026

ଦ ଗ୍ଲୋବାଲ କ୍ରାଉନ୍ ୨୦୨୬ ର ଦ୍ଵିତୀୟ ରନର୍ସ ଅପ୍ ବିଜୟିନୀ ମୁକୁଟ ପିନ୍ଧିଲେ କ୍ଷୀରାବ୍ଦୀ ପଟ୍ଟନାୟକ

October 13, 2026

ପୁଣିଥରେ ମୁମ୍ବାଇ ଇଣ୍ଡିଆନ୍ସର ନେତୃତ୍ୱ ନେବେ ରୋହିତ ଶର୍ମା!: ବଢିଲା ଚର୍ଚ୍ଚା

October 13, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ‘ବ୍ଲୁମବର୍ଗ ନ୍ୟୁ ଇକୋନୋମି ଫୋରମ୍’କୁ ସମ୍ବୋଧନ

October 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.