ବେଜିଂ: ଚୀନର ଲିଉୟାଙ୍ଗରେ ଏକ ବାଣ କାରଖାନାରେ ବିସ୍ଫୋରଣ ଘଟିଛି। ଏଥିରେ ୨୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୬୧ ଜଣ ଆହତ ହୋଇଛନ୍ତି। ସୋମବାର ସନ୍ଧ୍ୟା ପ୍ରାୟ ୫ଟାରେ ଗୁଆଣ୍ଡୁ ଟାଉନସିପ୍ରେ ଥିବା ଲିଉୟାଙ୍ଗ ହୁଆଶେଙ୍ଗ ବାଣକାରଖାନାରେ ଏହି ଦୁର୍ଘଟଣା ଘଟିଥିଲା।