Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବସନ୍ତ ଭିଲ୍ଲାରେ ଅଗ୍ନିକାଣ୍ଡ : ୨ ଜୀବନ୍ତ ଦଗ୍ଧ
ଆଜିର ଖବର

ବସନ୍ତ ଭିଲ୍ଲାରେ ଅଗ୍ନିକାଣ୍ଡ : ୨ ଜୀବନ୍ତ ଦଗ୍ଧ

May 6, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର : ଲକ୍ଷ୍ମୀ ସାଗର ଥାନା ବସନ୍ତଭିଲ୍ଲା ଆପାର୍ଟମେଣ୍ଟରେ ନିଆଁ ଲାଗି ଦୁଇଜଣ ମୃତ୍ୟବରଣ କରିଛନ୍ତି । ଭୋର ୪ ଟା ସମୟରେ ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି ।  ଘଟଣାସ୍ଥଳରେ ଜଣେ ସୁରକ୍ଷାକର୍ମୀ ଓ ମହିଳା କେୟାର ଟେକରଙ୍କ ମୃତ୍ୟୁ ହୋଇଛି। ନିଆଁ ଓ ଧୂଆଁ ଯୋଗୁଁ ମୃତ୍ୟୁ ହୋଇଥିବାବେଳେ ଏଥିରେ ଜଣେ ନାବାଳିକା ଗୁରୁତର ଅସୁସ୍ଥ ହୋଇ ହସ୍ପିଟାଲରେ ଚିକିତ୍ସତ ହେଉଛନ୍ତି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ନିଆଁ କୁ ଆୟତ୍ତ କରିଛନ୍ତି । 

 

ନିକଟରେ ଉତ୍ତରପ୍ରଦେଶର ଗଜିଆବାଦର ଏକ ଆପାର୍ଟମେଣ୍ଟରେ ନିଆଁ ଲାଗି ୯ଜଣଙ୍କର ମୃତ୍ୟୁ ହୋଇଥିଲା । 

 

firebreak
Share. Facebook Twitter LinkedIn Email WhatsApp Copy Link

Related Posts

ଡ୍ରେନରେ ଭାସି ନିଖୋଜ : ଉଦ୍ଧାର କାର୍ଯ୍ୟ ସ୍ଥଗିତ

July 5, 2026

ବଦଳି, ଶେଷ ଫୋନ୍ କଲ୍ ଓ ରହସ୍ୟମୟ ମୃତ୍ୟୁ: ବିୟୁଟି ମହାନ୍ତି ମୃତ୍ୟୁ ଘଟଣାରେ ବଢ଼ୁଛି ପ୍ରଶ୍ନ

July 4, 2026

ଫିଟନେସ ସାର୍ଟିଫିକେଟ୍ ନଥିଲେ ଗାଡ଼ିର ପଞ୍ଜୀକରଣ ବନ୍ଦ, ସମସ୍ତ RTOଙ୍କୁ କଡ଼ା ନିର୍ଦ୍ଦେଶ

July 4, 2026

ରଥଯାତ୍ରା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା: ୨୩ ହଜାରରୁ ଅଧିକ ସୁରକ୍ଷାକର୍ମୀ ହେବେ ମୁତୟନ

July 4, 2026
Latest News

ଡ୍ରେନରେ ଭାସି ନିଖୋଜ : ଉଦ୍ଧାର କାର୍ଯ୍ୟ ସ୍ଥଗିତ

July 5, 2026

ବଦଳି, ଶେଷ ଫୋନ୍ କଲ୍ ଓ ରହସ୍ୟମୟ ମୃତ୍ୟୁ: ବିୟୁଟି ମହାନ୍ତି ମୃତ୍ୟୁ ଘଟଣାରେ ବଢ଼ୁଛି ପ୍ରଶ୍ନ

July 4, 2026

ଫିଟନେସ ସାର୍ଟିଫିକେଟ୍ ନଥିଲେ ଗାଡ଼ିର ପଞ୍ଜୀକରଣ ବନ୍ଦ, ସମସ୍ତ RTOଙ୍କୁ କଡ଼ା ନିର୍ଦ୍ଦେଶ

July 4, 2026

ରଥଯାତ୍ରା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା: ୨୩ ହଜାରରୁ ଅଧିକ ସୁରକ୍ଷାକର୍ମୀ ହେବେ ମୁତୟନ

July 4, 2026

ଦକ୍ଷିଣପୁର କ୍ଲଷ୍ଟର ସ୍ତରୀୟ ପ୍ରଥମ ମାସିକ ବୈଠକ

July 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.