Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏଣିକି ଚିଲିକା ହ୍ରଦରେ ବାଧ୍ୟତାମୂଳକ ହେବ ଜୀବନ ରକ୍ଷାକାରି ଜ୍ୟାକେଟ ଏବଂ ଭାସମାନ ବଳୟ
ଆଜିର ଖବର

ଏଣିକି ଚିଲିକା ହ୍ରଦରେ ବାଧ୍ୟତାମୂଳକ ହେବ ଜୀବନ ରକ୍ଷାକାରି ଜ୍ୟାକେଟ ଏବଂ ଭାସମାନ ବଳୟ

May 6, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଚିଲିକା ହ୍ରଦରେ ଯାତ୍ରୀବାହୀ ନୌକା ଚାଳନା ସମୟରେ ଯାତ୍ରୀ ମାନଙ୍କ ଜୀବନ ସୁରକ୍ଷିତ ନିମନ୍ତେ ରାଜ୍ୟ ସରକାର ଓଡିଶା ନୌକା ଏବଂ ବିଭିନ୍ନ ପ୍ରକାର ଯାତ୍ରୀ ବାହି ବୋଟ, ନୌକା, ଡଙ୍ଗା ନିୟମ ୨୦୦୪ କୁ ଜିଲ୍ଲା ପ୍ରଶାସନ, ଖୋର୍ଦ୍ଧା ପକ୍ଷରୁ ଲାଗୁ କରାଯାଇଅଛି। ଏଠାରେ ଉଲ୍ଲେଖଯୋଗ୍ୟ ଯେ, ଗ୍ରୀଷ୍ମ ଋତୁ ସମୟରେ ପ୍ରାୟତଃ କାଳ ବୈଶାଖୀ ଏବଂ ଘୂର୍ଣ୍ଣିବାତ୍ୟା ଘଟୁଥିବା ହେତୁ ଚିଲିକା ହ୍ରଦରେ ଡଙ୍ଗା /ବୋଟ୍ ରେ ଯାଉଥିବା ସମୟରେ ଯାତ୍ରୀ ମାନଙ୍କ ଜୀବନ ପ୍ରତି ବିପଦ ଥିବା ଓ ଆଗକୁ ଆସୁଥିବା ମୌସୁମୀ ବର୍ଷା ଋତୁ ଭିତ୍ତିକ ପ୍ରତିକୂଳ ପାଗ ପାଇଁ ଦୁର୍ଘଟଣାର ଆଶଙ୍କା ବହୁ ମାତ୍ରାରେ ଅଛି।

ଏପରି ସ୍ଥଳେ ଯାତ୍ରୀ ମାନଙ୍କର ସୁରକ୍ଷିତ ଯାତ୍ରା ଏବଂ ସେମାନଙ୍କ ଜୀବନ ସୁରକ୍ଷା ଓ ଜୀବନ ରକ୍ଷା ପାଇଁ ସୁରକ୍ଷିତ ପଦକ୍ଷେପ ଡଙ୍ଗା /ବୋଟ୍ ମାଲିକ ମାନଙ୍କର ନେବାର ଆବଶ୍ୟକତା ବାଧ୍ୟତାମୂଳକ ଅଟେ। ଏହି କ୍ରମେ ଡଙ୍ଗାରେ ଜୀବନ ରକ୍ଷାକାରି ଜ୍ୟାକେଟ ସମସ୍ତ ଯାତ୍ରୀ ମାନଙ୍କ ନିମନ୍ତେ ଡଙ୍ଗା ମାଲିକମାନେ ଚିକିକା ହ୍ରଦରେ ଡଙ୍ଗା /ବୋଟ୍ ଚଳାଇବା ସମୟରେ ସମସ୍ତ ଯାତ୍ରୀ ମାନଙ୍କୁ ଜୀବନ ରକ୍ଷକାରୀ ଜ୍ୟାକେଟ ଏବଂ ସୁରକ୍ଷା ବଳୟ ଡଙ୍ଗାରେ ନେବା ବାଧ୍ୟତାମୂଳକ ଅଟେ। ଏଥିସହ ଯାତ୍ରୀ ମାନଙ୍କ ସଂଖ୍ୟା ଡଙ୍ଗା/ବୋଟ୍ ର ଆବଶ୍ୟକ କ୍ଷମତା ଓ ସାମର୍ଥ୍ୟ ଠାରୁ କୌଣସି ମତେ ଅଧିକ ହେବା ଉଚିତ ନୁହେଁ। ଏହି ନିୟମକୁ ଓଡିଶା ସରକାରଙ୍କ ବୋଟ /ଡଙ୍ଗା/ନୌକା ନିୟମ ୨୦୦୪ ବୋଟ୍ ମାଲିକ ମାନେ ସତର୍କତା ଓ ଯତ୍ନ ସହକାରେ ପାଳନ କରିବେ।

ଏହି ନିୟମ ଉଲଂଘନ ବା ବ୍ୟତିକ୍ରମ କଲେ ସରକାର ସେମାନଙ୍କ ବୋଟ ପଞ୍ଜିକରଣକୁ ରଦ୍ଧ କରିବା ସହ ଓଡିଶା ବୋଟ୍ ନିୟମ ୨୦୦୪ ଅନୁଯାୟୀ ସେମାନଙ୍କ ବିରୁଦ୍ଧରେ କଠୋର ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ଏହା ଜିଲ୍ଲା ପ୍ରଶାସନ ପକ୍ଷରୁ ,ସଭାପତି କାଳିଜାଇ ମୋଟର ବୋଟ ସଂଘ, ବାଲୁଗାଁ, ମା କାଳିଜାଈ ମୋଟର ବୋଟ ମାଲିକ ସଂଘ -ବଡକୂଳ ଏବଂ ମା” କାଳିଜାଈ ଶ୍ରମିକ ସଂଗଠନ- ବଡକୂଳ ତଥା ସର୍ବ ସାଧାରଣଙ୍କ ଅବଗତି ନିମନ୍ତେ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ, ଖୋର୍ଦ୍ଧା ପକ୍ଷରୁ ଜଣାଇ ଦିଆଗଲା।

ଚିଲିକା ହ୍ରଦ ଜୀବନ ରକ୍ଷାକାରି ଜ୍ୟାକେଟ ଭାସମାନ ବଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ସୁରକ୍ଷା ପ୍ରତି ଉତ୍କୃଷ୍ଟ ସତର୍କତା ପାଇଁ ଟ୍ରାକ୍ ମେଣ୍ଟେନରଙ୍କୁ ସମ୍ମାନିତ କଲା ପୂର୍ବତଟ ରେଳପଥ

June 22, 2026

ଲକ୍ଷ୍ନୌ ଅଗ୍ନିକାଣ୍ଡ ଘଟଣାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଶୋକ: କାନ୍ଦି ପକାଇଲେ ଉପମୁଖ୍ୟମନ୍ତ୍ରୀ

June 22, 2026

କଟକ, ଖୋର୍ଦ୍ଧା, ବ୍ରହ୍ମପୁର ଓ ବାଣପୁର ସହ ୬୪ ସ୍ଥାନର ଇଂରାଜୀ ବନାନ ହେଲା ପରିବର୍ତ୍ତନ; ବାହାରିଲା ବିଜ୍ଞପ୍ତି

June 22, 2026

ଲକ୍ଷ୍ନୌରେ ଭୟଙ୍କର ଅଗ୍ନିକାଣ୍ଡ: ୧୪ ଲୋକଙ୍କ ମୃତ୍ୟୁ

June 22, 2026
Latest News

ସୁରକ୍ଷା ପ୍ରତି ଉତ୍କୃଷ୍ଟ ସତର୍କତା ପାଇଁ ଟ୍ରାକ୍ ମେଣ୍ଟେନରଙ୍କୁ ସମ୍ମାନିତ କଲା ପୂର୍ବତଟ ରେଳପଥ

June 22, 2026

ଲକ୍ଷ୍ନୌ ଅଗ୍ନିକାଣ୍ଡ ଘଟଣାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଶୋକ: କାନ୍ଦି ପକାଇଲେ ଉପମୁଖ୍ୟମନ୍ତ୍ରୀ

June 22, 2026

କଟକ, ଖୋର୍ଦ୍ଧା, ବ୍ରହ୍ମପୁର ଓ ବାଣପୁର ସହ ୬୪ ସ୍ଥାନର ଇଂରାଜୀ ବନାନ ହେଲା ପରିବର୍ତ୍ତନ; ବାହାରିଲା ବିଜ୍ଞପ୍ତି

June 22, 2026

ଲକ୍ଷ୍ନୌରେ ଭୟଙ୍କର ଅଗ୍ନିକାଣ୍ଡ: ୧୪ ଲୋକଙ୍କ ମୃତ୍ୟୁ

June 22, 2026

ଗ୍ୟାସ୍ ଲିକ୍ ଘଟଣା, ମୃତ ଓଡିଆ ପରିବାରଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.