Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସଡ଼କ ଦୁର୍ଘଟଣାରେ ମୃତ ଓ ଆହତ ବ୍ୟକ୍ତିଙ୍କ ପରିବାରଙ୍କୁ ଚେକ୍ ପ୍ରଦାନ କଲେ ବ୍ରହ୍ମପୁର ବିଧାୟକ
ଆଜିର ଖବର

ସଡ଼କ ଦୁର୍ଘଟଣାରେ ମୃତ ଓ ଆହତ ବ୍ୟକ୍ତିଙ୍କ ପରିବାରଙ୍କୁ ଚେକ୍ ପ୍ରଦାନ କଲେ ବ୍ରହ୍ମପୁର ବିଧାୟକ

May 8, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ସଡ଼କ ଦୁର୍ଘଟଣାରେ ମୃତ ଓ ଆହତ ବ୍ୟକ୍ତିଙ୍କ ପରିବାରଙ୍କୁ ଚେକ୍ ପ୍ରଦାନ କଲେ ବ୍ରହ୍ମପୁର ବିଧାୟକ
ସଡ଼କ ଦୁର୍ଘଟଣାରେ ମୃତ ଓ ଆହତ ବ୍ୟକ୍ତିଙ୍କ ପରିବାରଙ୍କୁ ଚେକ୍ ପ୍ରଦାନ କଲେ ବ୍ରହ୍ମପୁର ବିଧାୟକ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗତ କିଛି ଦିନ ତଳେ ବ୍ରହ୍ମପୁରର ବିଭିନ୍ନ ୱାର୍ଡର ଯାତ୍ରୀ ହରିଶଙ୍କର ଦର୍ଶନ କରିବାକୁ ଯାଉଥିବା ବେଳେ ନୟାଗଡ ଜିଲ୍ଲା ଦଶପଲ୍ଲା ନିକଟରେ ସଡ଼କ ଦୁର୍ଘଟଣାରେ ମୃତ ଓ ଆହତ ହୋଇଥିଲେ। ଏହି ଦୁଖଃଦ ଖବର ଶୁଣିବ ପରେ ମାନ୍ୟବର ବ୍ରହ୍ମପୁର ବିଧାୟକ କେ ଅନିଲ କୁମାର ସେମାନଙ୍କ ଘରକୁ ଯାଇ ସମବେଦନା ଜଣାଇଥିଲେ। ମୁଖ୍ୟମନ୍ତ୍ରୀ ସହାୟତା ଯୋଜନାରେ ମୃତ ଓ ଆହତ ବ୍ୟକ୍ତିଙ୍କୁ ଆର୍ଥିକ ସହଯୋଗ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଜଣାଇଥିଲେ।

ଆଜି ମୁଖ୍ୟମନ୍ତ୍ରୀ ସହାୟତା ଯୋଜନାରେ ବିଧାୟକ କେ ଅନୀଲ କୁମାର ପ୍ରତେକ ମୃତ ବ୍ୟକ୍ତି ଙ୍କ ପରିବାର ଙ୍କୁ ୪ ଲକ୍ଷ୍ୟ ଟଙ୍କା ର ଚେକ୍ ଓ ଦୁର୍ଘଟଣା ରେ ଚିକିତ୍ସା ହେଉଥିବା ବ୍ୟକ୍ତି ଙ୍କ ପ୍ରତେକ ପରିବାର ଙ୍କୁ ୧.୨୫ ଲକ୍ଷ୍ୟ ଟଙ୍କା ର ଚେକ୍ ପ୍ରଦାନ କରିଥିଲେ। ବିଧାୟକ ଙ୍କ ପ୍ରତିନିଧି ଅଶୋକ ଶୁକ୍ଳ,ସ୍ଥାନୀୟ ତହସିଲଦାର,ପ୍ରଶାସନ ଅଧିକରୀ ଗଣ ଉପସ୍ଥିତ ଥିଲେ।

ଏହି ଅବସରରେ ଅଂଚଳ ବାସୀ ଓ ଆର୍ଥିକ ସହାୟତା ପାଇଥିବା ବ୍ୟକ୍ତି ଙ୍କ ପରିବାର ଓଡିଶା ର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବ୍ରହ୍ମପୁର ବିଧାୟକ କେ ଅନିଲ କୁମାର ଙ୍କୁ କୃତଜ୍ଞତା ଜଣାଇଥିଲେ।

ବ୍ରହ୍ମପୁର ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ବଙ୍ଗଳାରେ ବନ୍ଦ ହେବ ୨୫୨ଟି ମଦ୍ରାସା: କଡ଼ା ଆପତ୍ତି ଜଣାଇଲେ ମୌଲାନା ସାଜିଦ ରଶିଦି

September 14, 2026

ପୁଣି ଷ୍ଟାଡିୟମରେ ଅପମାନିତ ହେଲେ ମୋହସିନ୍ ନକଭି: ଟ୍ରଫି ପାଇଁ ମନା କଲା ଭାରତୀୟ ଦଳ

September 14, 2026

ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

September 14, 2026

ରେଳ ଧାରଣାରୁ ବୃଦ୍ଧଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର

September 14, 2026
Latest News

ବଙ୍ଗଳାରେ ବନ୍ଦ ହେବ ୨୫୨ଟି ମଦ୍ରାସା: କଡ଼ା ଆପତ୍ତି ଜଣାଇଲେ ମୌଲାନା ସାଜିଦ ରଶିଦି

September 14, 2026

ଆସନ୍ତୁ ଜାଣିବା ପୂଜାବ୍ରତରେ କାହିଁକି ପିଆଜ ରସୁଣ ଖାଇବାକୁ ମନା

September 14, 2026

ପୁଣି ଷ୍ଟାଡିୟମରେ ଅପମାନିତ ହେଲେ ମୋହସିନ୍ ନକଭି: ଟ୍ରଫି ପାଇଁ ମନା କଲା ଭାରତୀୟ ଦଳ

September 14, 2026

ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

September 14, 2026

ରେଳ ଧାରଣାରୁ ବୃଦ୍ଧଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର

September 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.