Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲିଅନ୍ତା ଘଟଣାରେ ବଡ଼ ଆକ୍ସନ; ସସପେଣ୍ଡ ହେଲେ ୪ ପୋଲିସ କର୍ମଚାରୀ
ଆଜିର ଖବର

ବାଲିଅନ୍ତା ଘଟଣାରେ ବଡ଼ ଆକ୍ସନ; ସସପେଣ୍ଡ ହେଲେ ୪ ପୋଲିସ କର୍ମଚାରୀ

May 10, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୋଲିସ୍ ନିଲମ୍ୱିତ
ବାଲିଅନ୍ତା ଭିଡ଼ହତ୍ୟା ମାମଲା: ୪ ପୋଲିସ୍ ନିଲମ୍ୱିତ

ଭୁବନେଶ୍ଵର : ବାଲିଅନ୍ତା ଘଟଣାରେ ୭ ପୋଲିସ କର୍ମଚାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ହୋଇଛି। ବଦଳିଲେ ଥାନା IIC, ଚାକିରିରୁ ବିଦା ହେଲେ ୨ ହୋମଗାର୍ଡ, ସସପେଣ୍ଡ ହେଲେ ୪ ପୋଲିସ କର୍ମଚାରୀ। ଏକାସଙ୍ଗେ ୭ ପୋଲିସ ଅଧିକାରୀ ଏବଂ କର୍ମଚାରୀଙ୍କ ବିରୋଧରେ ଚରମ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଗତକାଲି ସିଏମଙ୍କ କଡା  ନିର୍ଦ୍ଦେଶ ପରେ କ୍ରାଇମବ୍ରାଞ୍ଚର ଦୁଇଟି ଟିମ୍ ଘଟଣାର ତଦନ୍ତ ଆରମ୍ଭ କରି ପ୍ରମାଣ ସଂଗ୍ରହ କରିଛି । ଆଜିଠୁ ଖୋଳତାଡ଼ ଆରମ୍ଭ କରିଛି କ୍ରାଇମବ୍ରାଞ୍ଚର ୧୦ ଜଣିଆ ୨ଟି ଟିମ୍।

ବାଲିଅନ୍ତା ଭିଡ ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

TMC ବିବାଦରେ ରାହୁଲ-ରିଜିଜୁ ମୁହାଁମୁହିଁ: ‘କଂଗ୍ରେସ ନିଜେ ଭସ୍ମାସୁର’ କହି ଟାର୍ଗେଟ କଲେ କେନ୍ଦ୍ରମନ୍ତ୍ରୀ

September 19, 2026

ମଧ୍ୟପ୍ରଦେଶ ଟ୍ରାଜେଡି : ମୁଖ୍ୟମନ୍ତ୍ରୀଙ୍କ ଶୋକ, ପରିବାରକୁ ୫ ଲକ୍ଷ ଲେଖାଏ ସହାୟତା ଘୋଷଣା

September 19, 2026

ଭାରତୀୟ ସଂସ୍କୃତି ଓ ସଭ୍ୟତାରେ ଦିବ୍ୟାଙ୍ଗମାନଙ୍କ ଅବଦାନ ଅନସ୍ୱୀକାର୍ଯ୍ୟ : ବାଚସ୍ପତି

September 19, 2026

ତିଗିରିଆ ଆଦିବାସୀ ଆଶ୍ରମ ବିଦ୍ୟାଳୟରେ ବ୍ରିକ୍‍-ଆଇଏଲ୍‌ଏସ୍ ପକ୍ଷରୁ ସ୍ୱଚ୍ଛତା ଅଭିଯାନ ଆୟୋଜିତ

September 19, 2026
Latest News

TMC ବିବାଦରେ ରାହୁଲ-ରିଜିଜୁ ମୁହାଁମୁହିଁ: ‘କଂଗ୍ରେସ ନିଜେ ଭସ୍ମାସୁର’ କହି ଟାର୍ଗେଟ କଲେ କେନ୍ଦ୍ରମନ୍ତ୍ରୀ

September 19, 2026

ମଧ୍ୟପ୍ରଦେଶ ଟ୍ରାଜେଡି : ମୁଖ୍ୟମନ୍ତ୍ରୀଙ୍କ ଶୋକ, ପରିବାରକୁ ୫ ଲକ୍ଷ ଲେଖାଏ ସହାୟତା ଘୋଷଣା

September 19, 2026

ଭାରତୀୟ ସଂସ୍କୃତି ଓ ସଭ୍ୟତାରେ ଦିବ୍ୟାଙ୍ଗମାନଙ୍କ ଅବଦାନ ଅନସ୍ୱୀକାର୍ଯ୍ୟ : ବାଚସ୍ପତି

September 19, 2026

ତିଗିରିଆ ଆଦିବାସୀ ଆଶ୍ରମ ବିଦ୍ୟାଳୟରେ ବ୍ରିକ୍‍-ଆଇଏଲ୍‌ଏସ୍ ପକ୍ଷରୁ ସ୍ୱଚ୍ଛତା ଅଭିଯାନ ଆୟୋଜିତ

September 19, 2026

“ପରିବେଶ ଓ ଜଳବାୟୁ ଗତିଶୀଳତାର ଭବିଷ୍ୟତ” ଶୀର୍ଷକ ଅନ୍ତର୍ଜାତୀୟ ସମ୍ମିଳନୀର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ

September 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.