Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ
ଆଜିର ଖବର

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଲକ୍ଷ୍ନୌ : ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ଏବଂ ଅଖିଳେଶ ଯାଦବଙ୍କ ସାନ ଭାଇ ତଥା ଅପର୍ଣ୍ଣା ଯାଦବଙ୍କ ସ୍ଵାମୀ ପ୍ରତୀକ ଯାଦବଙ୍କ ଲକ୍ଷ୍ନୌର ସିଭିଲ୍ ହସ୍ପିଟାଲରେ ଦେହାନ୍ତ ହୋଇଛି। ମାତ୍ର 38 ବର୍ଷ ବୟସରେ ତାଙ୍କର ମୃତ୍ୟୁ ଲୋକମାନଙ୍କୁ ମର୍ମାହତ କରିଛି । ପ୍ରତୀକ ଯାଦବଙ୍କ ବୁଧବାର ସକାଳେ ଦେହାନ୍ତ ହୋଇଯାଇଛି। ମୃତ୍ୟୁର କାରଣ ବର୍ତ୍ତମାନ ଅସ୍ପଷ୍ଟ। ବୁଧବାର ସକାଳେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ହଠାତ୍ ଖରାପ ହୋଇଯିବାରୁ ତାଙ୍କୁ ଲକ୍ଷ୍ନୌର ସିଭିଲ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଡାକ୍ତରଙ୍କ ଅନୁଯାୟୀ, ପ୍ରତୀକ ଯାଦବଙ୍କୁ ହସ୍ପିଟାଲକୁ ଅଣାଯିବା ସମୟରେ ତାଙ୍କର ମୃତ୍ୟୁ ହୋଇସାରିଥିଲା। ଏହି ଘଟଣାର ବିସ୍ତୃତ ତଦନ୍ତ ଚାଲିଛି। । ରାଜନୀତି ସହିତ ତାଙ୍କର କୌଣସି ସମ୍ପର୍କ ନଥିଲା । ପ୍ରତୀକ ଯାଦବ ତାଙ୍କ ବ୍ୟବସାୟିକ ଜୀବନରେ ବ୍ୟସ୍ତ ଥିଲେ। ଲକ୍ଷ୍ନୌରେ ତାଙ୍କର ନିଜସ୍ୱ ଜିମ୍ ଥିଲା ଏବଂ ସେ ଜଣେ ଫିଟନେସ୍ ପ୍ରଶିକ୍ଷକ ମଧ୍ୟ ଥିଲେ । ଏହି ଘଟଣାରେ ଉଚ୍ଚସ୍ତରୀୟ ତଦନ୍ତ ପାଇଁ ସପା ଦାବି କରିଛି ।

akhilesh yadav Mulayam Singh Yadav Prateek Yadav
Share. Facebook Twitter LinkedIn Email WhatsApp Copy Link

Related Posts

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026

ରାଜ୍ୟଗୋଷ୍ଠୀ କ୍ରୀଡ଼ା ଅଭିଯାନରେ ଯୋଗଦେବାକୁ ଦେଶର ଯୁବପିଢ଼ିଙ୍କୁ ଆମନ୍ତ୍ରଣ

May 13, 2026
Latest News

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026

ରାଜ୍ୟଗୋଷ୍ଠୀ କ୍ରୀଡ଼ା ଅଭିଯାନରେ ଯୋଗଦେବାକୁ ଦେଶର ଯୁବପିଢ଼ିଙ୍କୁ ଆମନ୍ତ୍ରଣ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.