Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନେଲେ ବଡ ନିଷ୍ପତି, କାରକେଡ୍ ଗାଡି ସଂଖ୍ୟା କଲେ ହ୍ରାସ
ବିଶେଷ ଖବର

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନେଲେ ବଡ ନିଷ୍ପତି, କାରକେଡ୍ ଗାଡି ସଂଖ୍ୟା କଲେ ହ୍ରାସ

May 13, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନେଲେ ବଡ ନିଷ୍ପତି, କାରକେଡ୍ ଗାଡି ସଂଖ୍ୟା କଲେ ହ୍ରାସ

ଭୁବନେଶ୍ବର: ପଶ୍ଚିମ ଏସିଆ ପରିସ୍ଥିତି ଯୋଗୁଁ ସମଗ୍ର ବିଶ୍ୱରେ ଦେଖାଦେଇଥିବା ତୈଳ ସଂକଟ ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ବିଭିନ୍ନ ଖର୍ଚ୍ଚକାଟ, ବିଶେଷକରି ପେଟ୍ରୋଲ ବ୍ୟବହାର କମ୍ କରିବାକୁ ଆହ୍ୱାନ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀଙ୍କ ଏହି ଆହ୍ୱାନକୁ ସ୍ୱାଗତ କରି ତାଙ୍କ ନିଜ ବ୍ୟକ୍ତିଗତ ସୁରକ୍ଷା ପାଇଁ ଯାଉଥିବା ଗାଡି ଗୁଡିକୁ କମ୍ କରି ଅଧା କରିଦେଇଛନ୍ତି। ଏହା ସହିତ, ପ୍ରଧାନମନ୍ତ୍ରୀଙ୍କ ଏହି ଆହ୍ୱାନକୁ ଗୁରୁତ୍ୱ ଦେଇ, ବ୍ୟକ୍ତିଗତ ଗାଡିରେ ଯିବା ଆସିବା କମ୍ କରିବା ସହିତ, ଅଧିକ ମାତ୍ରାରେ ପବ୍ଲିକ ଟ୍ରାନ୍‌ସପୋର୍ଟ ବ୍ୟବହାର କରିବାକୁ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି। କେବଳ ଆବଶ୍ୟକ ସ୍ଥଳରେ ଗାଡି ବ୍ୟବହାର କରି ଅନାବଶ୍ୟକ ବ୍ୟବହାର ବନ୍ଦ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ଏହା ସହିତ ସୁନା ନ କିଣିବା ଓ ଅନାବଶ୍ୟକ ବିଦେଶ ଗସ୍ତ ନ କରିବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

କାରକେଡ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମୋହନ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

୨୦୨୬-୨୭ ଖରିଫ୍ ବିପଣନ ଋତୁ ପାଇଁ ୧୪ଟି ଫସଲର ଏମଏସପି ବୃଦ୍ଧିକୁ କ୍ୟାବିନେଟ୍‌ ମଞ୍ଜୁରି

May 13, 2026

କଣ୍ଟାବାଞ୍ଜିର ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ପରଲୋକ, ନବୀନଙ୍କ ଶୋକ ପ୍ରକାଶ

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026
Latest News

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନେଲେ ବଡ ନିଷ୍ପତି, କାରକେଡ୍ ଗାଡି ସଂଖ୍ୟା କଲେ ହ୍ରାସ

May 13, 2026

୨୦୨୬-୨୭ ଖରିଫ୍ ବିପଣନ ଋତୁ ପାଇଁ ୧୪ଟି ଫସଲର ଏମଏସପି ବୃଦ୍ଧିକୁ କ୍ୟାବିନେଟ୍‌ ମଞ୍ଜୁରି

May 13, 2026

କଣ୍ଟାବାଞ୍ଜିର ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ପରଲୋକ, ନବୀନଙ୍କ ଶୋକ ପ୍ରକାଶ

May 13, 2026

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.