Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତୈଳ ସଙ୍କଟ : CMCର କଟକଣା
ଆଜିର ଖବର

ତୈଳ ସଙ୍କଟ : CMCର କଟକଣା

May 15, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

କଟକ : ତୈଳ ସଙ୍କଟକୁ ନେଇ କଟକ ମହାନଗର ନିଗମର ବଡ ନିଷ୍ପତ୍ତି ।  ୨୦ ପ୍ରତିଶତ କମ ତେଲ ବ୍ୟବହାର କରିବାକୁ ମେୟର କଡା ନିର୍ଦ୍ଦେଶ ଦେଇଛନ୍ତି । ଗାଡି ସଂଖ୍ୟା ମଧ୍ୟ କମ କରିବାକୁ ନିଷ୍ପତ୍ତି ନେଇଛି । ଗୋଟିଏ ଗାଡିରେ ଏକାଧିକ ଅଫିସର ଯିବାକୁ ନିର୍ଦ୍ଦେଶ ରହିଛି । ସୋମବାର ଓ ଛୁଟିଦିନ ଗୁଡିକରେ ସରକାରୀ ଗାଡି ର ବ୍ୟବହାରକୁ ବାରଣ କରାଯାଇଛି । ପ୍ରଧାନମନ୍ତ୍ରୀଙ୍କ ଆହ୍ଵାନ ପରେ ଏବେ ସରକାରୀ ସ୍ତରରେ ଏନେଇ ପଦକ୍ଷେପ ନିଆଯାଉଛି । 

cmc କଟକଣା ତୈଳ ସଙ୍କଟ
Share. Facebook Twitter LinkedIn Email WhatsApp Copy Link

Related Posts

ବାରୁଇପୁର ଗଣଦୁଷ୍କର୍ମ ହତ୍ୟା ମାମଲା: ପୋଷ୍ଟମର୍ଟମରେ ସାମ୍ନାକୁ ଆସିଲା ସତ୍ୟ

July 7, 2026

୯ ଜୁଲାଇରେ ଖୋଲିବ ହୀରାକୁଦ ଡ୍ୟାମର ପ୍ରଥମ ଗେଟ

July 7, 2026

ରଥଯାତ୍ରା କର୍ଡନ ପାସକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ: ନିୟମ ବାହାରେ ଜାରି ହେବନି ଗୋଟିଏ ବି ପାସ

July 7, 2026

ବୈତରଣୀରେ ବଢୁଛି ଜଳସ୍ତର: ଛୋଟ ବନ୍ୟା ଆଶଙ୍କା; ବଡ଼ ବନ୍ୟା ସମ୍ଭାବନା ନାହିଁ

July 7, 2026
Latest News

ବାରୁଇପୁର ଗଣଦୁଷ୍କର୍ମ ହତ୍ୟା ମାମଲା: ପୋଷ୍ଟମର୍ଟମରେ ସାମ୍ନାକୁ ଆସିଲା ସତ୍ୟ

July 7, 2026

୯ ଜୁଲାଇରେ ଖୋଲିବ ହୀରାକୁଦ ଡ୍ୟାମର ପ୍ରଥମ ଗେଟ

July 7, 2026

ରଥଯାତ୍ରା କର୍ଡନ ପାସକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ: ନିୟମ ବାହାରେ ଜାରି ହେବନି ଗୋଟିଏ ବି ପାସ

July 7, 2026

ବୈତରଣୀରେ ବଢୁଛି ଜଳସ୍ତର: ଛୋଟ ବନ୍ୟା ଆଶଙ୍କା; ବଡ଼ ବନ୍ୟା ସମ୍ଭାବନା ନାହିଁ

July 7, 2026

ସରକାରୀ ଅନୁମୋଦନ ବିନା ଅତିଥି ଶିକ୍ଷକ ନିଯୁକ୍ତି ବିଜ୍ଞପ୍ତି: ଯାଜପୁର ଡିଇଓଙ୍କୁ କାରଣ ଦର୍ଶାଅ ନୋଟିସ

July 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.