Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବୋର୍ଡ ନିଗମ ନିଯୁକ୍ତି : ତଥ୍ୟ ମାଗିଲେ ସରକାର
ଆଜିର ଖବର

ବୋର୍ଡ ନିଗମ ନିଯୁକ୍ତି : ତଥ୍ୟ ମାଗିଲେ ସରକାର

May 16, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର : ବୋର୍ଡ ନିଗମରେ ନେତାଙ୍କୁ ଥଇଥାନ ପାଇଁ କସରତ ଆରମ୍ଭ । ୪୪ଟି ସରକାରୀ ଉଦ୍ୟୋଗକୁ ତଥ୍ୟ ମାଗିଲା ସାଧାରଣ ପ୍ରଶାସନ ବିଭାଗ । ୨୦୨୪ ଜୁନ ୧୨ରୁ ୨୦୨୬ ଏପ୍ରିଲ ୩୦ ମଧ୍ୟରେ ନିଯୁକ୍ତି ତଥ୍ୟ ମାଗିଲା। କେତେଜଣଙ୍କୁ ନିଯୁକ୍ତି ଦିଆଯାଇଛି । କେଉଁ ପଦବୀରେ ଦିଆଯିବ ତଥ୍ୟ ଲୋଡିଲେ । ସଂପୂର୍ଣ୍ଣ ରିପୋର୍ଟ ନିର୍ଦ୍ଧାରିତ ଫର୍ମାଟରେ ଇ – ମେଲ ପାଇଁ କୁହାଯାଇଛି । PSU ଖାଲି ପଡିଥିବା ପଦବୀ ଓ କର୍ମଚାରୀଙ୍କ ସଂଖ୍ୟା ତଥ୍ୟ ମାଗିଛି ବିଭାଗ ।

ବୋର୍ଡ ନିଗମ ନିଯୁକ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ଦକ୍ଷିଣ ଓଡ଼ିଶା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ତୁରନ୍ତ ସ୍ୱତନ୍ତ୍ର ପ୍ୟାକେଜ୍ ଓ ବୈଠକ ଦାବି କଲେ ​ବ୍ରହ୍ମପୁର ସାଂସଦ

August 24, 2026

ଗିନିରେ ଭୂସ୍ଖଳନ : ଅଳିଆ ପାହାଡ଼ ଧସି ୩୦ ମୃତ

August 24, 2026

ବୌଦ୍ଧରେ ଗଞ୍ଜେଇ କାରବାର ନେଇ ଭାଇରାଲ୍ ଅଡିଓ: ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜି

August 24, 2026

ପ୍ରେମିକର ଛୁରାମାଡ଼ରେ ପ୍ରେମିକା ମୃତ: ଥାନାରେ ଆତ୍ମସମର୍ପଣ କଲେ ଅଭିଯୁକ୍ତ

August 24, 2026
Latest News

ଦକ୍ଷିଣ ଓଡ଼ିଶା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ତୁରନ୍ତ ସ୍ୱତନ୍ତ୍ର ପ୍ୟାକେଜ୍ ଓ ବୈଠକ ଦାବି କଲେ ​ବ୍ରହ୍ମପୁର ସାଂସଦ

August 24, 2026

ଗିନିରେ ଭୂସ୍ଖଳନ : ଅଳିଆ ପାହାଡ଼ ଧସି ୩୦ ମୃତ

August 24, 2026

ବୌଦ୍ଧରେ ଗଞ୍ଜେଇ କାରବାର ନେଇ ଭାଇରାଲ୍ ଅଡିଓ: ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜି

August 24, 2026

ପ୍ରେମିକର ଛୁରାମାଡ଼ରେ ପ୍ରେମିକା ମୃତ: ଥାନାରେ ଆତ୍ମସମର୍ପଣ କଲେ ଅଭିଯୁକ୍ତ

August 24, 2026

ଭଦ୍ରକ ଜିଲ୍ଲାର ସ୍ୱାସ୍ଥ୍ୟ ସମୀକ୍ଷା ବୈଠକରେ ଯୋଗଦେଲେ ମନ୍ତ୍ରୀ ମୁକେଶ ମହାଲିଙ୍ଗ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.