Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଶ୍ଚିମବଙ୍ଗର ଫାଲଟା ବିଧାନସଭା ପୁନଃ ମତଦାନ ଆରମ୍ଭ
ଆଜିର ଖବର

ପଶ୍ଚିମବଙ୍ଗର ଫାଲଟା ବିଧାନସଭା ପୁନଃ ମତଦାନ ଆରମ୍ଭ

May 21, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

କୋଲକାତା: ଆଜି ସକାଳ ୭ଟାରୁ ପଶ୍ଚିମବଙ୍ଗର ଫାଲଟା ବିଧାନସଭା ନିର୍ବାଚନମଣ୍ଡଳୀରେ ପୁନଃ ମତଦାନ ଆରମ୍ଭ ହୋଇଛି। ବ୍ୟାପକ ଇଭିଏମ୍ ହେରଫେର ଅଭିଯୋଗ ପରେ ଗତ ମାସରେ ବାତିଲ ହୋଇଥିବା ପୁନଃ ମତଦାନ ପାଇଁ ନିର୍ବାଚନ କମିସନ ସୁରକ୍ଷା ବ୍ୟବସ୍ଥାକୁ ପ୍ରାୟ ଦ୍ୱିଗୁଣିତ କରିଛନ୍ତି। ଏପ୍ରିଲ ୨୯ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ବେଳେ ଏଠାରେ ଇଭିଏମ୍ ହେରଫେର ଓ ବ୍ୟାପକ ହିଂସାକାଣ୍ଡ ଘଟିଥିଲା । ଗୋଟିଏ ବୁଥରେ ଇଭିଏମ୍‌ରେ ବିଜେପି ବଟନ ଉପରେ ଧଳା ଟେପ୍ ଲଗାଯାଇଥିବାର ଅଭିଯୋଗ ମଧ୍ୟ ହୋଇଥିଲା । ଫଳରେ ନିର୍ବାଚନ କମିଶନ ଏଠାରେ ମତଦାନକୁ ରଦ୍ଦ କରିବା ସହ ସାନି ଭୋଟ ଗ୍ରହଣ କରିବାକୁ ଘୋଷଣା କରିଥିଲେ । ଆସନ୍ତା ୨୪ ତାରିଖରେ ଏହି ଆସନର ଫଳାଫଳ ଘୋଷାଣ ହେବ ।

ପଶ୍ଚିମବଙ୍ଗର ଫଲଟା ବିଧାନସଭା ପୁନଃ ମତଦାନ
Share. Facebook Twitter LinkedIn Email WhatsApp Copy Link

Related Posts

ପେଟ୍ରୋଲ ଏବଂ ଡିଜେଲ ଦର ଆହୁରି ମହଙ୍ଗା ହେବ! ଚେତାବନୀ ଦେଲା ଜାତିସଂଘ

May 21, 2026

ମଇ ୨୧ତାରିଖ ଗୁରୁବାରରେ ଏହି ସାତୋଟି ରାଶି ପାଇଁ ରହିଛି ସତର୍କ ସୂଚନା, ରୁହନ୍ତୁ ସାବଧାନ

May 21, 2026

୩ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

May 20, 2026

ଜଳୁଛି ଓଡ଼ିଶା: ୪o ଡିଗ୍ରି ଉପରେ ଅନେକ ସହର

May 20, 2026
Latest News

ପଶ୍ଚିମବଙ୍ଗର ଫାଲଟା ବିଧାନସଭା ପୁନଃ ମତଦାନ ଆରମ୍ଭ

May 21, 2026

ପେଟ୍ରୋଲ ଏବଂ ଡିଜେଲ ଦର ଆହୁରି ମହଙ୍ଗା ହେବ! ଚେତାବନୀ ଦେଲା ଜାତିସଂଘ

May 21, 2026

ଆଜି ଅନ୍ତର୍ଜାତୀୟ ଚା ଦିବସ, ଜାଣନ୍ତୁ ଚା’ର ପ୍ରକାର ବିଷୟରେ

May 21, 2026

ଫିଟ୍ ରହିବା ଏବଂ ସୁସ୍ଥ ଶରୀର ପାଇଁ ଖାଆନ୍ତୁ କଦଳୀ, ଜାଣନ୍ତୁ ଏହାର ଫାଇଦା

May 21, 2026

ମଇ ୨୧ତାରିଖ ଗୁରୁବାରରେ ଏହି ସାତୋଟି ରାଶି ପାଇଁ ରହିଛି ସତର୍କ ସୂଚନା, ରୁହନ୍ତୁ ସାବଧାନ

May 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.