Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାତୀୟ ରାଜପଥ ଦୁର୍ଘଟଣାରେ ବାପା ମୃତ ଝିଅ ଗୁରୁତର
ଆଜିର ଖବର

ଜାତୀୟ ରାଜପଥ ଦୁର୍ଘଟଣାରେ ବାପା ମୃତ ଝିଅ ଗୁରୁତର

May 23, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ସଡ଼କ ଦୁର୍ଘଟଣା
ଜାତୀୟ ରାଜପଥ ଦୁର୍ଘଟଣାରେ ବାପା ମୃତ ଝିଅ ଗୁରୁତର

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗୋଳନ୍ଥରା ଥାନା ଅନ୍ତର୍ଗତ କନିଷି ହାଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟି ସ୍କୁଟି ଚାଳକ ବାପା ଭଗବାନ ଗୌଡଙ୍କ ମୃତ୍ୟୁ ଘଟିଥିବା ବେଳେ ପଛରେ ବସିଥିବା ଝିଅ ଶୀବାନି ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।

ସୁଚନା ଅନୁଯାୟୀ ଭଗବାନ ଗୌଡ ବ୍ରହ୍ମପୁର ସିଡିଏମଓ କାର୍ଯ୍ୟାଳୟର କର୍ମଚାରୀ ଓ ତାଙ୍କ ଝିଅ ଶୀବାନି ନର୍ସିଂ ଛାତ୍ରୀ। ଉଭୟେ ବ୍ରହ୍ମପୁର ଅଭିମୁଖେ ଆସୁଥିବା ବେଳେ ଏକ ଦୃତଗାମୀ କାର୍ ପଛପଟୁ ଧକ୍କା ଦେଇଥିଲା। ଯାହା ଫଳରେ ଉଭୟ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। କିନ୍ତୁ ଡ଼ାକ୍ତର ଭଗବାନଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ଗୋଳନ୍ଥରା ଥାନାରେ ଏତେଲା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।

ଗୋଳନ୍ଥରା ଥାନା ଜାତୀୟ ରାଜପଥ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଜୁଲାଇ ୯ ତାରିଖ ଗୁରୁବାରରେ ଏହି ସାତଟି ରାଶିର ଭାଗ୍ୟ ହେବ ଉଦୟ

July 9, 2026

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ, ପ୍ରଥମ ପର୍ଯ୍ୟାୟରେ ହେବ ୨୨୦୦ଟି ସ୍କୁଲ,ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

July 8, 2026

ଦେଶର ପ୍ରମୁଖ ବିମାନବନ୍ଦରରେ ସୁରକ୍ଷା, ଇମିଗ୍ରେସନ୍ ଓ ଯାତ୍ରୀ ସୁବିଧା ଉପରେ ଗୃହମନ୍ତ୍ରୀଙ୍କ ସମୀକ୍ଷା

July 8, 2026

ଓଡ଼ିଶା ଗଭୀର ସମୁଦ୍ର ମତ୍ସ୍ୟପାଳନ ମିଶନ ଦସ୍ତାବିଜର ଉନ୍ମୋଚନ କରିବେ ଉପରାଷ୍ଟ୍ରପତି

July 8, 2026
Latest News

ଆଜି ଜୁଲାଇ ୯ ତାରିଖ ଗୁରୁବାରରେ ଏହି ସାତଟି ରାଶିର ଭାଗ୍ୟ ହେବ ଉଦୟ

July 9, 2026

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ, ପ୍ରଥମ ପର୍ଯ୍ୟାୟରେ ହେବ ୨୨୦୦ଟି ସ୍କୁଲ,ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

July 8, 2026

ଦେଶର ପ୍ରମୁଖ ବିମାନବନ୍ଦରରେ ସୁରକ୍ଷା, ଇମିଗ୍ରେସନ୍ ଓ ଯାତ୍ରୀ ସୁବିଧା ଉପରେ ଗୃହମନ୍ତ୍ରୀଙ୍କ ସମୀକ୍ଷା

July 8, 2026

ଓଡ଼ିଶା ଗଭୀର ସମୁଦ୍ର ମତ୍ସ୍ୟପାଳନ ମିଶନ ଦସ୍ତାବିଜର ଉନ୍ମୋଚନ କରିବେ ଉପରାଷ୍ଟ୍ରପତି

July 8, 2026

ଭୁବନେଶ୍ୱରରେ ମତ୍ସ୍ୟ ଏବଂ ଜଳକୃଷି ବିକାଶ ଯୋଜନାକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ

July 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.