ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କୁ ଚିଠି ଲେଖିଛନ୍ତି ନବୀନ ପଟ୍ଟନାୟକ । ଆଠଗଡ ବିଧାୟକ ରାଜା ସ୍ଵାଇଁଙ୍କ ଉପରକୁ ଆକ୍ରମଣ ଘଟଣାରେ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ । ଚିଠି ଲେଖି ଏହି ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଛନ୍ତି । ଘଟଣାକୁ ନେଇ ଉଦବେଗ ଜଣାଇବା ସହ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ନବୀନ ।


