Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଥଲେଟିକ୍ସ ଫେଡେରେସନ କପରେ ଓଡ଼ିଶାର ଆନିମେଶ କୁଜୁରଙ୍କ ସଫଳତା: ଉପ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା
ଆଜିର ଖବର

ଆଥଲେଟିକ୍ସ ଫେଡେରେସନ କପରେ ଓଡ଼ିଶାର ଆନିମେଶ କୁଜୁରଙ୍କ ସଫଳତା: ଉପ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

May 24, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
K.V. Singh Deo congratulates Animesh Kujur
K.V. Singh Deo congratulates Animesh Kujur

ଭୁବନେଶ୍ଵର: ରାଞ୍ଚିର ବିର୍ସା ମୁଣ୍ଡା ଷ୍ଟାଡିୟମରେ ଆୟୋଜିତ ୨୯ତମ ସିନିୟର ଆଥଲେଟିକ୍ସ ଫେଡେରେସନ କପରେ ଓଡ଼ିଶାର ଆନିମେଶ କୁଜୁର ୧୦ ଦଶମିକ ୧୫ ସେକେଣ୍ଡରେ ୧୦୦ ମିଟର ଦୌଡ଼ ଶେଷ କରି ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଏହି ପ୍ରଦର୍ଶନ ସହିତ ଗ୍ଲାସଗୋ କମନୱେଲଥ ଗେମ୍ସ ୨୦୨୬ ପାଇଁ ମଧ୍ୟ ଯୋଗ୍ୟତା ଅର୍ଜନ କରିଛନ୍ତି। ତାଙ୍କର ଏହି ଉଲ୍ଲେଖନୀୟ ସଫଳତା ପାଇଁ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ।

Animesh Kujur K.V Singh Deo ବିର୍ସା ମୁଣ୍ଡା ଷ୍ଟାଡିୟମ ସିନିୟର ଆଥଲେଟିକ୍ସ ଫେଡେରେସନ କପ
Share. Facebook Twitter LinkedIn Email WhatsApp Copy Link

Related Posts

ସୁନ୍ଦରଗଡ଼ PNB ବ୍ୟାଙ୍କରେ ଅଗ୍ନିକାଣ୍ଡ, ଜଳିଗଲା କାଗଜପତ୍ର ଓ ଆସବାବପତ୍ର

October 5, 2026

ଜମି ବିବାଦରୁ ଭୟଙ୍କର କାଣ୍ଡ: ଭାଇ ହାତରେ ଭାଇ ହତ୍ୟା, କାଠ ଫାଳିଆରେ ଆକ୍ରମଣ

October 5, 2026

ଭିଜିଲାନ୍ସ ପଞ୍ଝାରେ ପୂର୍ତ୍ତ ବିଭାଗ ଏସଡିଓ ଅରବିନ୍ଦ ମହାନ୍ତି

October 5, 2026

ରେଢ଼ାଖୋଲର ଜଙ୍ଗଲରେ ମିଳିଲା ପ୍ରାଚୀନ ଲୁହା ଶିଳ୍ପର ପ୍ରମାଣ, ଜିଏମ୍ ବିଶ୍ୱବିଦ୍ୟାଳୟର ଗବେଷକଙ୍କ ସର୍ବେକ୍ଷଣ

October 5, 2026
Latest News

ସୁନ୍ଦରଗଡ଼ PNB ବ୍ୟାଙ୍କରେ ଅଗ୍ନିକାଣ୍ଡ, ଜଳିଗଲା କାଗଜପତ୍ର ଓ ଆସବାବପତ୍ର

October 5, 2026

ଜମି ବିବାଦରୁ ଭୟଙ୍କର କାଣ୍ଡ: ଭାଇ ହାତରେ ଭାଇ ହତ୍ୟା, କାଠ ଫାଳିଆରେ ଆକ୍ରମଣ

October 5, 2026

ଭିଜିଲାନ୍ସ ପଞ୍ଝାରେ ପୂର୍ତ୍ତ ବିଭାଗ ଏସଡିଓ ଅରବିନ୍ଦ ମହାନ୍ତି

October 5, 2026

ରେଢ଼ାଖୋଲର ଜଙ୍ଗଲରେ ମିଳିଲା ପ୍ରାଚୀନ ଲୁହା ଶିଳ୍ପର ପ୍ରମାଣ, ଜିଏମ୍ ବିଶ୍ୱବିଦ୍ୟାଳୟର ଗବେଷକଙ୍କ ସର୍ବେକ୍ଷଣ

October 5, 2026

ଦୁଇ ମାନସିକ ଅସୁସ୍ଥଙ୍କୁ ଉଦ୍ଧାର କରି ଥଇଥାନ କଲେ ଯୁବ ସମାଜସେବୀ

October 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.