ଭୁବନେଶ୍ବର: ଆଜିଠାରୁ ତିନିଦିନିଆ ନୂଆଦିଲ୍ଲୀ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କେତେକ କେନ୍ଦ୍ରମନ୍ତ୍ରୀଙ୍କ ସହ ବିଭିନ୍ନ ପ୍ରକଳ୍ପ ସଂପର୍କରେ ଆଲୋଚନା କରିବେ।