ଭୁବନେଶ୍ଵର : ଆସନ୍ତା ଜୁନ 3ରୁ ପୁରୀରେ ହେବ BRICS ଦ୍ଵିତୀୟ ବୈଷୟିକ ସମ୍ମିଳନୀ । ସମ୍ମିଳନୀରେ ଯୋଗ ଦେବେ BRICS ରାଷ୍ଟ୍ର ସମୂହର ପ୍ରତିନିଧି ଓ ବିଶେଷଜ୍ଞମାନେ ଯୋଗ ଦେବେ । ବ୍ରାଜିଲ୍, ଇଜିପ୍ଟ୍, ଇଥିଓପିଆ, ଇଣ୍ଡୋନେସିଆ, ଇରାନ୍, ଋଷିଆ, ସାଉଦି ଆରବିଆ, ଦକ୍ଷିଣ ଆଫ୍ରିକା, ୟୁଏଇ ଏବଂ ଚାଇନା ଆଦି ଦେଶର ପ୍ରତିନିଧିଗଣ ଏହି ସମ୍ମିଳନୀରେ ଯୋଗ ଦେବେ ।


