Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତ ପାକ୍‌ ଅଧିକୃତ କାଶ୍ମୀର ଅଧିଗ୍ରହଣ କରିବା ଉଚିତ୍‌ : ଜିତେନ୍ଦ୍ର ସିଂ
ଆଜିର ଖବର

ଭାରତ ପାକ୍‌ ଅଧିକୃତ କାଶ୍ମୀର ଅଧିଗ୍ରହଣ କରିବା ଉଚିତ୍‌ : ଜିତେନ୍ଦ୍ର ସିଂ

August 19, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭାରତ ପାକ୍‌ ଅଧିକୃତ କାଶ୍ମୀର ଅଧିଗ୍ରହଣ କରିବା ଉଚିତ୍‌ ବୋଲି ମତ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ । ଜମ୍ମୁ କାଶ୍ମୀରରୁ ଧାରା 370 ଉଠିବା ପରେ ଏହି ମନ୍ତବ୍ୟ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ । ଜମ୍ମୁ କାଶ୍ମୀରର ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରବିବାର ଦିନ ଏହି ମନ୍ତବ୍ୟ ଦେଇଛନ୍ତି ଜିତେନ୍ଦ୍ର ସିଂ । ଜମ୍ମୁ କାଶ୍ମୀର ବାସୀ ଧାରା 370 ଉଚ୍ଛେଦକୁ ନେଇ ଗର୍ବ ଅନୁଭବ କରିବା ଉଚିତ୍‌ । ଏହି ଐତିହାସିକ ପଦକ୍ଷେପ ପରେ ପାକିସ୍ତାନ ଭାରତର ଅନ୍ତରୀଣ ମାମଲାକୁ ନେଇ ବିଭିନ୍ନ ଅନ୍ତର୍ଜାତୀୟ ରାଷ୍ଟ୍ରସମୂହଙ୍କ ଦ୍ବାରସ୍ଥ ହେଉଛି । ମାତ୍ର ପିଓକେ ଉପରେ ନିଜର ଅଧିକାର ଜାହିର କରିବା ପାଇଁ ଏହା ପ୍ରକୃଷ୍ଟ ସମୟ । ଭାରତ ପିଓକେ ଅଧିଗ୍ରହଣ କଲେ ଭାରତବାସୀ ସହଜରେ ପିଓକେର ରାଜଧାନୀ ମୁଜାଫରାବାଦ ପହଞ୍ଚି ପାରିବେ ବୋଲି ଜିତେନ୍ଦ୍ର ସିଂ କହିଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ଗତକାଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଧ୍ୟ ପିଓକେକୁ ନେଇ ସମାନ ମତ ପ୍ରଦାନ କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଟ୍ରମ୍ପଙ୍କ ‘ଭିସା ବୋମା’କୁ ଏଡ଼ାଇବା ପାଇଁ ଉପାୟ ପାଇଲେ ଭାରତୀୟ; ଜାଣନ୍ତୁ ବିକଳ୍ପ

September 21, 2025

ରାଜରାସ୍ତାରେ ସରକାରୀ ମାଧ୍ୟମିକ ସ୍କୁଲ ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ ସଂଘ

September 21, 2025

ନବ ବିବାହିତ ଯୁବକଙ୍କ ଆତ୍ମହତ୍ୟା

September 21, 2025

ଆଇଆଇଟି ମାଡ୍ରାସରେ ‘ଥିଙ୍କ୍ ଇଣ୍ଡିଆ ଦକ୍ଷିଣପଥ ସମ୍ମିଳନୀ’ରେ କେନ୍ଦ୍ରମନ୍ତ୍ରୀଙ୍କ ଉଦବୋଧନ

September 21, 2025
Latest News

ଟ୍ରମ୍ପଙ୍କ ‘ଭିସା ବୋମା’କୁ ଏଡ଼ାଇବା ପାଇଁ ଉପାୟ ପାଇଲେ ଭାରତୀୟ; ଜାଣନ୍ତୁ ବିକଳ୍ପ

September 21, 2025

ରାଜରାସ୍ତାରେ ସରକାରୀ ମାଧ୍ୟମିକ ସ୍କୁଲ ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ ସଂଘ

September 21, 2025

ଆସନ୍ତୁ ଏପରି ଉତ୍ପାଦ କିଣିବା ଯାହା ଭାରତରେ ତିଆରି ହୋଇଛି: ପ୍ରଧାନମନ୍ତ୍ରୀ

September 21, 2025

ନବ ବିବାହିତ ଯୁବକଙ୍କ ଆତ୍ମହତ୍ୟା

September 21, 2025

ଆଇଆଇଟି ମାଡ୍ରାସରେ ‘ଥିଙ୍କ୍ ଇଣ୍ଡିଆ ଦକ୍ଷିଣପଥ ସମ୍ମିଳନୀ’ରେ କେନ୍ଦ୍ରମନ୍ତ୍ରୀଙ୍କ ଉଦବୋଧନ

September 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.