Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଭୁବନେଶ୍ବରରେ ଆୟୋଜିତ ଚନ୍ଦନ ଉତ୍ସବରେ ଯୋଗ ଦେଇ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଲେ..
ବିଶେଷ ଖବର

ଭୁବନେଶ୍ବରରେ ଆୟୋଜିତ ଚନ୍ଦନ ଉତ୍ସବରେ ଯୋଗ ଦେଇ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଲେ..

May 31, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ବରରେ ଆୟୋଜିତ ଚନ୍ଦନ ଉତ୍ସବ
ଭୁବନେଶ୍ବରରେ ଆୟୋଜିତ ଚନ୍ଦନ ଉତ୍ସବରେ ଯୋଗ ଦେଇ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଲେ..

ଭୁବନେଶ୍ବର: ପୁରୁଣା ଭୁବନେଶ୍ୱର ସ୍ଥିତ ଗୁଆଝର ଠାରେ ଏକାମ୍ର ସାଂସ୍କୃତିକ ପରିଷଦ ପକ୍ଷରୁ ଆୟୋଜିତ ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ଚରଣରେ ସମର୍ପିତ ପାରମ୍ପରିକ “ଚନ୍ଦନ ମହୋତ୍ସବ-୨୦୨୬” ଆୟୋଜିତ ହୋଇଛି। ଏଥିରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଯୋଗଦେଇ ଏହି ପରଂପରାକୁ ମନେପକାଇଥିଲେ।

ସେ କହିଥିଲେ ଯେ, ଏହି ଉତ୍ସବ କେବଳ ଏକ ଧାର୍ମିକ ଉତ୍ସବ ନୁହେଁ, ବରଂ ଆମ ଓଡ଼ିଆ ଅସ୍ମିତା, ସଂସ୍କୃତି, ପରମ୍ପରା ଓ ଭକ୍ତିଭାବର ଏକ ଜୀବନ୍ତ ପ୍ରତୀକ।ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପ୍ରତି ସମର୍ପିତ ଏହି ପବିତ୍ର ଉତ୍ସବ ଆମ ସାଂସ୍କୃତିକ ଐତିହ୍ୟର ଗରିମାକୁ ଉଜାଗର କରିବା ସହ ସମାଜରେ ଆଧ୍ୟାତ୍ମିକତା, ସଦ୍ଭାବ ଓ ଏକତାର ବାର୍ତ୍ତା ପ୍ରସାର କରିଥାଏ। ଏହି ପାବନ ଅବସରରେ ମହାପ୍ରଭୁଙ୍କ ନିକଟରେ ସମସ୍ତଙ୍କ ସୁଖ, ଶାନ୍ତି, ସମୃଦ୍ଧି ଏବଂ ଓଡ଼ିଶାର ସର୍ବାଙ୍ଗୀନ ଉନ୍ନତି ପାଇଁ ପ୍ରାର୍ଥନା କଲି।

ଏହି ଅବସରରେ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ରାଜ୍ୟସଭା ସାଂସଦ ତଥା ଆମ ଦଳର ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ବାଣିଜ୍ୟ, ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରୀ ଶ୍ରୀ ବିଭୁତି ଭୂଷଣ ଜେନା, ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବସେବା, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର‌୍ୟ୍ୟବଂଶୀ ସୁରଜ,ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ,ପିପିଲି ବିଧାୟକ ଶ୍ରୀ ଆଶ୍ରିତ ପଟ୍ଟନାୟକ, ଖଣ୍ଡପଡ଼ା ବିଧାୟକ ଶ୍ରୀ ଦୁଷ୍ମନ୍ତ କୁମାର ସ୍ୱାଇଁ, ଭାଜପା ସାଧାରଣ ସମ୍ପାଦକ (ସଂଗଠନ) ଶ୍ରୀ ମାନସ ମହାନ୍ତି, କନ୍ଧମାଳର ପୂର୍ବତନ ସାଂସଦ ଶ୍ରୀମତୀ ପ୍ରତ୍ୟୁଷା ରାଜେଶ୍ୱରୀ ସିଂହ, ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ଭାଜପା ସଭାପତି ଶ୍ରୀ ନିରଞ୍ଜନ ମିଶ୍ର, ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଶ୍ରୀ ପ୍ରିୟଦର୍ଶୀ ମିଶ୍ର, ଭୁବନେଶ୍ୱର ମଧ୍ୟ ନିର୍ବାଚନମଣ୍ଡଳୀର ବିଜେପି ନେତା ଶ୍ରୀ ଜଗନ୍ନାଥ ପ୍ରଧାନଙ୍କ ସମେତ ସ୍ଥାନୀୟ ପ୍ରମୁଖ ବ୍ୟକ୍ତିବିଶେଷ ମାନେ ଉପସ୍ଥିତ ଥିଲେ।

bhubaneswar Chandan Utasv ଗୁଆଝର ଚନ୍ଦନ ଉତ୍ସବ ଚିଲିକା ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ
Share. Facebook Twitter LinkedIn Email WhatsApp Copy Link

Related Posts

ହାଇୱା ଧକ୍କାରେ ଯୁବକ ମୃତ : ରାସ୍ତା ଅବରୋଧ

May 31, 2026

ବଦଳିଲେ ବାରଙ୍ଗ ଥାନା ଆଇଆଇସି

May 31, 2026

ଜୁନ୍‌ ୧ ରୁ ଜୁନ୍‌ ୩୦ ପର୍ଯ୍ୟନ୍ତ ଦେଶବ୍ୟାପୀ ଚାଲିବ “ଖେତ ବଚାଓ ଅଭିଯାନ”

May 31, 2026

କେନ୍ଦୁଝରରେ ତିନି ବର୍ଷ ପୂରଣ କଲା ଓଡ଼ିଶା ସରକାରଙ୍କ ‘ଆମ କଳିକା’ କାର୍ଯ୍ୟକ୍ରମ

May 31, 2026
Latest News

ଭୁବନେଶ୍ବରରେ ଆୟୋଜିତ ଚନ୍ଦନ ଉତ୍ସବରେ ଯୋଗ ଦେଇ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଲେ..

May 31, 2026

ହାଇୱା ଧକ୍କାରେ ଯୁବକ ମୃତ : ରାସ୍ତା ଅବରୋଧ

May 31, 2026

ବଦଳିଲେ ବାରଙ୍ଗ ଥାନା ଆଇଆଇସି

May 31, 2026

ବିଶ୍ୱ ତୈଳ ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଭାରତ ସରକାର

May 31, 2026

ଅଭିଷେକ ବାନାର୍ଜୀଙ୍କ ଉପରେ ଆକ୍ରମଣ: ୫ ଗିରଫ

May 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.