Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତୀୟ ବାୟୁସେନାର ପ୍ରଶଂସନୀୟ କାର୍ଯ୍ୟ : ତାଓ୍ବି ନଦୀରୁ ଦୁଇଜଣଙ୍କୁ ଉଦ୍ଧାର
ଆଜିର ଖବର

ଭାରତୀୟ ବାୟୁସେନାର ପ୍ରଶଂସନୀୟ କାର୍ଯ୍ୟ : ତାଓ୍ବି ନଦୀରୁ ଦୁଇଜଣଙ୍କୁ ଉଦ୍ଧାର

August 19, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜମ୍ମୁ ଓ କାଶ୍ମୀରରେ ତାଓ୍ବି ନଦୀରେ ଫସି ରହିଥିବା ଦୁଇ ଜଣ ବ୍ୟକ୍ତିଙ୍କୁ ସୁରକ୍ଷିତ ଭାବରେ ଉଦ୍ଧାର କରିଛନ୍ତି ଯବାନ । ଜାମ୍ମୁ ଓ କାଶ୍ମୀର ତାଓ୍ବି ନଦୀରେ ୪ ଜଣ ମତ୍ସ୍ୟଜୀବୀ ଫସିଯାଇଥିଲେ । ସେମାନଙ୍କ ମଧ୍ୟରୁ ପ୍ରଥମେ ଦୁଇ ଜଣଙ୍କୁ ହେଲିପ୍ଟରରେ ସିଡ଼ି ସାହାଯ୍ୟରେ ଉଦ୍ଧାର କରିବାକୁ ଉଦ୍ୟମ କରାଯାଇଥିଲା । କିନ୍ତୁ ସିଡି ଭାଙ୍ଗି ଯିବାରୁ ଦୁଇ ଜଣ ନଦୀରେ ପଡ଼ି ଭାସିଯାଇଥିଲେ । ଏହା ପରେ ନଦୀ ନିକଟରେ ନିର୍ମାଣଧୀନ କଂକ୍ରିଟ୍‌ ପୋଲ୍‌ ଉପରେ ୨ ଜଣ ଭାଗ୍ୟବଶତଃ ପହଁରି ପହଁଚି ଚଢ଼ି ଯାଇଥିଲେ । ସେମାନଙ୍କୁ ଉଦ୍ଧାର କରିବାକୁ ବାୟୁସେନା ଅପରେସନ୍‌ ଆରମ୍ଭ କରିଥିଲା । ୪୦ ମିନିଟ୍‌ ଧରି ଚାଲିଥିବା ଏହି ରେସ୍‌କ୍ୟୁ ଅପରେସନ୍‌ରେ ବାୟୁସେନାର ଯବାନ୍‌ମାନେ ସୁରକ୍ଷିତ ଅବସ୍ଥାରେ ଦୁଇଜଣଙ୍କୁ ବଞ୍ଚାଇଛନ୍ତି । ବାୟୁସେନା ହେଲିକପ୍ଟର ସାହାଯ୍ୟରେ ଏହି ଦୁଇଜଣଙ୍କୁ ଉଦ୍ଧାର କରାଯାଇଛି ।

 

Share. Facebook Twitter LinkedIn Email WhatsApp Copy Link

Related Posts

କବି ଶରତ ଚନ୍ଦ୍ର ପରିଡ଼ାଙ୍କ ମହାକାବ୍ୟ ନାରକାସୁର ବଧକୁ ଲୋକାର୍ପିତ କଲେ ବାଚସ୍ପତି

April 16, 2026

ମାଆ-ପୁଅ ଗିରଫ

April 16, 2026

ଆଜି ସଂସଦର ସ୍ୱତନ୍ତ୍ର ଅଧିବେଶନ

April 16, 2026

ଓଡ଼ିଶା-ଝାରଖଣ୍ଡ ସୀମାରେ ହାଇ ଆଲର୍ଟ

April 16, 2026
Latest News

କବି ଶରତ ଚନ୍ଦ୍ର ପରିଡ଼ାଙ୍କ ମହାକାବ୍ୟ ନାରକାସୁର ବଧକୁ ଲୋକାର୍ପିତ କଲେ ବାଚସ୍ପତି

April 16, 2026

ମାଆ-ପୁଅ ଗିରଫ

April 16, 2026

ଆଜି ସଂସଦର ସ୍ୱତନ୍ତ୍ର ଅଧିବେଶନ

April 16, 2026

ଓଡ଼ିଶା-ଝାରଖଣ୍ଡ ସୀମାରେ ହାଇ ଆଲର୍ଟ

April 16, 2026

୧୭-୧୮ ଏପ୍ରିଲରେ ଦେଶବ୍ୟାପୀ ‘ନାରୀ ଶକ୍ତି ବନ୍ଦନ ଦୌଡ଼’ ଆୟୋଜନ

April 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.