Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏଣିକି ବିଦ୍ୟୁତ ଚୋରି ରୋକିବ ‘ସ୍ମାର୍ଟ ମିଟର’: ଶକ୍ତି ରାଷ୍ଟ୍ରମନ୍ତ୍ରୀ
ଆଜିର ଖବର

ଏଣିକି ବିଦ୍ୟୁତ ଚୋରି ରୋକିବ ‘ସ୍ମାର୍ଟ ମିଟର’: ଶକ୍ତି ରାଷ୍ଟ୍ରମନ୍ତ୍ରୀ

August 19, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିଜୁଳି ଚୋରି ରୋକିବାକୁ ଲାଗିବ ପ୍ରିପେଡ୍ ଓ ସ୍ମାର୍ଟ ମିଟର। ସ୍ମାର୍ଟ ମିଟର ପ୍ରଥମେ ରାଉରକେଲାରେ ‌ଆରମ୍ଭ କରାଯିବ। ମିଟରକୁ ଯେମିତି ଟ୍ୟାମ୍ପର ବା ସ୍ଲୋ କରି ନ ହେବ ସେଥିଲାଗି ବ୍ୟବସ୍ଥା ରହିବ। କେହି କିଛି ଭୁଲ କଲେ ଏହା ଆପେ ଆପେ ଜଣାପଡ଼ିଯିବ। ଏହି ପ୍ରିପେଡ୍ ମିଟର ପ୍ରଥମେ ସମ୍ବଲପୁରରେ ପାଇଲଟ ପ୍ରକଳ୍ପ ଭାବେ ଲାଗୁ ହେବ। ବିଦ୍ୟୁତ କ୍ଷେତ୍ରରେ ସଂସ୍କାର ଆଣିବାକୁ ଏଣିକି ଲାଗିବ ସ୍ମାର୍ଟ ମିଟର, ବିଦ୍ୟୁତ୍‌ ଚୋରି ଓ ଟାମ୍ପରିଂ ରୋକିବାକୁ ଶକ୍ତି ବିଭାଗ ତରଫରୁ ଏହି ପଦକ୍ଷେପ ନିଆଯାଇଛି । ସମ୍ବଲପୁର ଓ ରାଉରକେଲାରେ ପରୀକ୍ଷାମୂଳକ ଭାବେ ଆରମ୍ଭ ହେବ । ସମ୍ବଲପୁରରେ ପ୍ରଥମେ ୪୫୦୦ ପ୍ରିପେଡ୍ ମିଟର ଲଗାଯିବ। ମିଟରରେ ଡିଜିଟାଲ କାର୍ଡ ରହିବ। ଉପଭୋକ୍ତା ଏହାକୁ ରିଚାର୍ଜ କରିବେ। ଆଗୁଆ ପଇସା ପକାଇ ରିଚାର୍ଜ କରି ବିଦ୍ୟୁତ୍‌ ବ୍ୟବହାର କରିବେ ଗ୍ରାହକ। ଏମିତିକି ବିଲ୍ ପେମେଣ୍ଟ ନ କଲେ ବିଦ୍ୟୁତ ବିଚ୍ଛିନ୍ନ କରି ଦିଆଯାଇପାରିବ। ପାଇଲଟ ପ୍ରୋଜେକ୍ଟ ସଫଳ ହେଲେ ଅନ୍ୟ ସହରରେ ଲାଗୁହେବ ବୋଲି ଶକ୍ତି ରାଷ୍ଟ୍ରମନ୍ତ୍ରୀ  ଦିବ୍ୟଶଙ୍କର ମିଶ୍ର ସୂଚନା ଦେଇଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

କେବେ ହେବ ଖରାଛୁଟି ?

April 17, 2026

IMF GDP ରାଙ୍କିଂରେ ତଳକୁ ଖସିଲା ଭାରତ

April 17, 2026

ସୀମା ନିର୍ଦ୍ଧାରଣ ବିଲ୍ ପାସ୍ ହେବ କି ! ସଂଖ୍ୟାର ଜଟିଳ ଗଣିତ କଣ କହୁଛି ?

April 17, 2026

ନିର୍ଦ୍ଧାରିତ ସମୟ ପୂର୍ବରୁ ଜନ୍ମିତ ଶିଶୁକୁ ନୂଆ ଜୀବନ ଦେଲା ସମ୍

April 16, 2026
Latest News

କେବେ ହେବ ଖରାଛୁଟି ?

April 17, 2026

IMF GDP ରାଙ୍କିଂରେ ତଳକୁ ଖସିଲା ଭାରତ

April 17, 2026

ସୀମା ନିର୍ଦ୍ଧାରଣ ବିଲ୍ ପାସ୍ ହେବ କି ! ସଂଖ୍ୟାର ଜଟିଳ ଗଣିତ କଣ କହୁଛି ?

April 17, 2026

ନିର୍ଦ୍ଧାରିତ ସମୟ ପୂର୍ବରୁ ଜନ୍ମିତ ଶିଶୁକୁ ନୂଆ ଜୀବନ ଦେଲା ସମ୍

April 16, 2026

ନାବାଳିକାକୁ ଅସଦାଚରଣ ଅଭିଯୋଗରେ ପୁର୍ବତନ ଅଧ୍ୟାପକ କୋର୍ଟ ଚାଲାଣ।

April 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.