Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୃହମନ୍ତ୍ରୀ ଅମିତ୍‌ ଶାହାଙ୍କୁ ଭେଟିଲେ ଏନ୍‌ଏସ୍‌ଏ ମୁଖ୍ୟ ଅଜିତ୍‌ ଡୋଭାଲ୍‌
ଆଜିର ଖବର

ଗୃହମନ୍ତ୍ରୀ ଅମିତ୍‌ ଶାହାଙ୍କୁ ଭେଟିଲେ ଏନ୍‌ଏସ୍‌ଏ ମୁଖ୍ୟ ଅଜିତ୍‌ ଡୋଭାଲ୍‌

August 19, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜାତୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ୍‌ ଡୋଭାଲ୍‌ ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଛନ୍ତି । ଜମ୍ମୁ କାଶ୍ମୀରରୁ ଧାରା 370 ଉଚ୍ଛେଦ ପରେ ପ୍ରଥମ ଥର ପାଇଁ ଶାହା ଏବଂ ଡୋଭାଲ୍‌ଙ୍କ ମଧ୍ୟରେ ଏହି ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକ ଅମିତ ଶାହାଙ୍କ ବାସଭବନରେ ଅନୁଷ୍ଠିତ ହୋଇଥିଲା । ଏହି ଦୁଇ ଜଣଙ୍କ ବ୍ୟତୀତ କେନ୍ଦ୍ର ଗୃହ ସଚିବ ରାଜୀବ ଗୌବା ମଧ୍ୟ ଏହି ବୈଠକରେ ଉପସ୍ଥିତ ଥିଲେ । ଜମ୍ମୁ କାଶ୍ମୀରରେ ଦୀର୍ଘ 10 ଦିନ ଅବସ୍ଥାନ କରି ପ୍ରତ୍ୟାବର୍ତ୍ତନ କରିବା ପରେ ଡୋଭାଲ ଗୃହମନ୍ତ୍ରୀଙ୍କୁ ଭେଟି ସୂଚନା ପ୍ରଦାନ କରିଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ଅଗଷ୍ଟ 5 ତାରିଖରୁ ଧାରା 370 ଉଚ୍ଛେଦ ପରଠାରୁ ଜମ୍ମୁ ଏବଂ କାଶ୍ମୀରର ବିଭିନ୍ନ ଅଞ୍ଚଳରୁ ଧୀରେ ଧୀରେ କର୍ଫ୍ୟୁ ହଟାଯାଉଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଏପରି ପରାଜୟକୁ ଭୁଲିପାରିବେ ନାହିଁ ପାକିସ୍ତାନୀ: ଦୁବାଇରେ ପୁଣି ଥରେ ଧୋଇଲା ଭାରତ

September 22, 2025

ଟ୍ରମ୍ପଙ୍କ ‘ଭିସା ବୋମା’କୁ ଏଡ଼ାଇବା ପାଇଁ ଉପାୟ ପାଇଲେ ଭାରତୀୟ; ଜାଣନ୍ତୁ ବିକଳ୍ପ

September 21, 2025

ରାଜରାସ୍ତାରେ ସରକାରୀ ମାଧ୍ୟମିକ ସ୍କୁଲ ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ ସଂଘ

September 21, 2025

ନବ ବିବାହିତ ଯୁବକଙ୍କ ଆତ୍ମହତ୍ୟା

September 21, 2025
Latest News

ଏପରି ପରାଜୟକୁ ଭୁଲିପାରିବେ ନାହିଁ ପାକିସ୍ତାନୀ: ଦୁବାଇରେ ପୁଣି ଥରେ ଧୋଇଲା ଭାରତ

September 22, 2025

ଟ୍ରମ୍ପଙ୍କ ‘ଭିସା ବୋମା’କୁ ଏଡ଼ାଇବା ପାଇଁ ଉପାୟ ପାଇଲେ ଭାରତୀୟ; ଜାଣନ୍ତୁ ବିକଳ୍ପ

September 21, 2025

ରାଜରାସ୍ତାରେ ସରକାରୀ ମାଧ୍ୟମିକ ସ୍କୁଲ ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ ସଂଘ

September 21, 2025

ଆସନ୍ତୁ ଏପରି ଉତ୍ପାଦ କିଣିବା ଯାହା ଭାରତରେ ତିଆରି ହୋଇଛି: ପ୍ରଧାନମନ୍ତ୍ରୀ

September 21, 2025

ନବ ବିବାହିତ ଯୁବକଙ୍କ ଆତ୍ମହତ୍ୟା

September 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.