Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ପୁଣି ବଢିଲା ବସ ଭଡା
ରାଜ୍ୟ ଖବର

ପୁଣି ବଢିଲା ବସ ଭଡା

June 2, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ବସ୍ ଭଡ଼ା ବଢ଼ାଇଲେ ରାଜ୍ୟ ସରକାର। ସାଧାରଣ ଓ ଏକ୍ସପ୍ରେସ୍ ବସ୍ ଭଡ଼ା କିଲୋମିଟର ପିଛା ୪ ପଇସା ବୃଦ୍ଧି ହୋଇଛି ।  ଡିଜେଲ ଦରରେ ଅହେତୁକ ବୃଦ୍ଧି ପରେ ଓଡ଼ିଶା ସରକାର ରାଜ୍ୟରେ ସମସ୍ତ ବର୍ଗର ବସ୍ ଭଡ଼ା ବୃଦ୍ଧି କରିଛନ୍ତି। ସାଧାରଣ ଓ ଏକ୍ସପ୍ରେସରେ କିଲୋମିଟର ପିଛା ଭଡ଼ା ୨ ପଇସା ବୃଦ୍ଧି ହୋଇଛି । ଡିଲକ୍ସ, ଏସି ଡିଲକ୍ସ ବସରେ କିଲୋମିଟର ପିଛା ୪ ପଇସା ଭଡ଼ା ବଢିଛି । ସେହିପରି ସୁପର ଡିଲକ୍ସ ବସ ଭଡା କିଲୋମିଟର ପିଛା ୬ ପଇସା ବଢିଛି । ସଂଶୋଧିତ ଦର ଅନୁଯାୟୀ, ବର୍ତ୍ତମାନ ସାଧାରଣ ବା ଅର୍ଡିନାରୀ ବସ୍ ଭଡ଼ା କିଲୋମିଟର ପିଛା ୯୦ ପଇସା ବଦଳରେ ୯୨ ପଇସା ଆଦାୟ କରାଯିବ। ସେହିପରି ଏକ୍ସପ୍ରେସ୍ ବସ୍ ଗୁଡ଼ିକରେ କିଲୋମିଟର ପିଛା ଭଡ଼ା ୯୪ ପଇସାରୁ ବୃଦ୍ଧି ପାଇ ୯୬ ପଇସା ହୋଇଛି।

ବସ ଭଡା
Share. Facebook Twitter LinkedIn Email WhatsApp Copy Link

Related Posts

ବଙ୍ଗଳା ନିର୍ବାଚନ ପୂର୍ବରୁ ହିଂସା ଉପରେ NIA ର କାର୍ଯ୍ୟାନୁଷ୍ଠାନ: ୩୧ ଅଭିଯୁକ୍ତଙ୍କ ବିରୁଦ୍ଧରେ ଚାର୍ଜସିଟ୍ ଦାଖଲ

June 2, 2026

ଆଫଗାନିସ୍ତାନ ବିରୋଧରେ ପ୍ରଥମ ଟେଷ୍ଟ ପାଇଁ ଏହି ୧୧ ଖେଳାଳିଙ୍କୁ ମିଳିବ ସୁଯୋଗ!

June 2, 2026

ଜୁନ୍ ୬ରେ ଭାରତ-ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ୍: ଜାଣନ୍ତୁ କେବେ ଏବଂ କେଉଁଠାରେ ଲାଇଭ୍ ଷ୍ଟ୍ରିମିଂ

June 2, 2026

ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି, ରାଇରଙ୍ଗପୁରରେ ହେବ ଉତ୍ସବ, ଯୋଗ ଦେବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

June 2, 2026
Latest News

ପୁଣି ବଢିଲା ବସ ଭଡା

June 2, 2026

ନେହେରୁଙ୍କ ରେକର୍ଡ ଭାଙ୍ଗିବେ ମୋଦି

June 2, 2026

ବଙ୍ଗଳା ନିର୍ବାଚନ ପୂର୍ବରୁ ହିଂସା ଉପରେ NIA ର କାର୍ଯ୍ୟାନୁଷ୍ଠାନ: ୩୧ ଅଭିଯୁକ୍ତଙ୍କ ବିରୁଦ୍ଧରେ ଚାର୍ଜସିଟ୍ ଦାଖଲ

June 2, 2026

“ତୃତୀୟ ପକ୍ଷର ହସ୍ତକ୍ଷେପ ଗ୍ରହଣୀୟ ନୁହେଁ”: ସୀମା ବିବାଦ ଉପରେ ଭାରତର ନେପାଳକୁ କଡ଼ା ବାର୍ତ୍ତା

June 2, 2026

ଆଫଗାନିସ୍ତାନ ବିରୋଧରେ ପ୍ରଥମ ଟେଷ୍ଟ ପାଇଁ ଏହି ୧୧ ଖେଳାଳିଙ୍କୁ ମିଳିବ ସୁଯୋଗ!

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.