Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ମତାମତ»ଆଇପିଏସ ସ୍ତରରେ ବଡ ଧରଣର ଅଦଳ ବଦଳ, ଏକାଥରେ ବଦଳିଲେ 39 ଜଣ ଅଧିକାରୀ, ପୋଲିସ କମିଶନର ହେଲେ ସୁଧାଶୁଂ ଷଡଙ୍ଗୀ
ମତାମତ

ଆଇପିଏସ ସ୍ତରରେ ବଡ ଧରଣର ଅଦଳ ବଦଳ, ଏକାଥରେ ବଦଳିଲେ 39 ଜଣ ଅଧିକାରୀ, ପୋଲିସ କମିଶନର ହେଲେ ସୁଧାଶୁଂ ଷଡଙ୍ଗୀ

August 19, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
IPS Reshuffle
39 IPS Reshuffle in Odisha

ସମୀକ୍ଷା ବ୍ୟୁରୋ

ଆଜି ରାଜ୍ୟ ସରକାର ଆଇପିଏସ ସ୍ତରରେ ବଡ ଧରଣର ଅଦଳ ବଦଳ ହୋଇଛି। ସରକାର ଏକାଥରେ 39 ଜଣ ଅଧିକାରୀଙ୍କୁ ବଦଳି କରିଛନ୍ତି। ଭୁବନେଶ୍ବର କଟକ ପୋଲିସ କମିଶନର ଭାବେ ନିଯୁକ୍ତ ଦେଇଛନ୍ତି ବରିଷ୍ଠ ପୋଲିସ ଅଧିକାରୀ ସୁଧାଶୁଂ ଷଡଙ୍ଗୀ। ବର୍ତ୍ତମାନ ପୋଲିସ କମିଶନର ଥିବା ସତ୍ୟଜିତ ମହାନ୍ତିଙ୍କୁ  ପୋଲିସ ପ୍ରିଜନସ ର ଅତିରିକ୍ତ ଡିଜି ଭାବେ ବଦଳି କରାଯାଇଛି। ସଂଜୀବ ପଣ୍ଡାଙ୍କୁ ପରିବହନ କମିଶନର, ଆର.ପି କୋଚେ ଆଇନ ଶୃଙ୍ଖଳା ର ଅତିରିକ୍ତ ଡିଜି, ରାଜେଶ କୁମାରଙ୍କୁ କ୍ରାଇମ ରେକର୍ଡ ବ୍ୟୁରୋ ନିର୍ଦ୍ଦେଶକ ଏବଂ ଆଶିଷ ସିଂଙ୍କୁ କେନ୍ଦ୍ରାଞ୍ଚଳ ଡିଆଇଜି ଭାବେ ନିଯୁକ୍ତ ଦିଆଯାଇଛି। ଦୀପ୍ତେଶ ପଟ୍ଟନାୟକ ପୂର୍ବାଞ୍ଚଳ ଆଇଜି, ସତ୍ୟବ୍ରତ ଭୋଇ ଦକ୍ଷିଣାଞ୍ଚଳ ଡିଆଇଜି, ହିଂମାଶୁ ଲାଲ ଉତ୍ତରାଞ୍ଚଳ ଡିଆଇଜି, ଅମିତେନ୍ଦ୍ର ସିହ୍ନା ସିଆଇଡିର ଡିଆଇଜି ଭାବେ ନିଯୁକ୍ତ କରାଯାଇଛି। ଏହି ଅଦଳ ବଦଳରେ 12 ଟି ଜିଲ୍ଲାର ଏସପି ମଧ୍ୟ ବଦଳି ହୋଇଛନ୍ତି। ମୟୁରଭଂଜ,କୋରାପୁଟ, ନୂଆପଡା, ମାଲକାନାଗିରି,ବରଗଡ ଜଗତସିଂହପୁର, ବଉଦ, ଅନୁଗୁଳ, ରାଉରକେଲା, କେଉଁଝର ଏବଂ ବଲାଙ୍ଗୀର ଏସପିଙ୍କୁ ବଦଳ କରାଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ଚିର ନିଦ୍ରାରେ ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ, ସଂଗୀତ ଜଗତରେ ଶୋକର ଛାୟା

August 21, 2026

ପେଲେଟ୍ ଗନ୍ ମାମଲା: ପୋଲିସ ଷ୍ଟେସନ ବାହାରେ ଧାରଣାରେ ବସିଲେ ରାହୁଲ ଗାନ୍ଧୀ

August 21, 2026
Latest News

ତାରିକ ରହମାନଙ୍କ ଭାରତ ଗସ୍ତକୁ ନେଇ ନୂଆ ଅପଡେଟ୍‌, ବଦଳିଲା ତାରିଖ

August 22, 2026

ମହାନଦୀରୁ ୨ ନାବାଳିକା ଉଦ୍ଧାର

August 22, 2026

୧ ନମ୍ବର ହାଟରେ ଅଗ୍ନିକାଣ୍ଡ

August 22, 2026

ଅନୁଗୋଳ କଣିହାଁ NTPC ପାୱାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଗୁରୁତର

August 22, 2026

୨୫ଟି ବୈଷୟିକ ଓ ଅଣବୈଷୟିକ ଶିକ୍ଷାନୁଷ୍ଠାନ ଏବଂ ବିଶ୍ୱ ଦକ୍ଷତା କେନ୍ଦ୍ର ଭିତରେ ଏମଓୟୁ ସ୍ୱାକ୍ଷର

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.