Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତରେ ଲିଭରପୁଲ୍ ବିଶ୍ୱବିଦ୍ୟାଳୟର କ୍ୟାମ୍ପସ ପ୍ରତିଷ୍ଠା ନେଇ ମଞ୍ଜୁରୀ ପତ୍ର ପ୍ରଦାନ
ଆଜିର ଖବର

ଭାରତରେ ଲିଭରପୁଲ୍ ବିଶ୍ୱବିଦ୍ୟାଳୟର କ୍ୟାମ୍ପସ ପ୍ରତିଷ୍ଠା ନେଇ ମଞ୍ଜୁରୀ ପତ୍ର ପ୍ରଦାନ

June 5, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭାରତରେ ଲିଭରପୁଲ୍ ବିଶ୍ୱବିଦ୍ୟାଳୟର କ୍ୟାମ୍ପସ ପ୍ରତିଷ୍ଠା ନେଇ ମଞ୍ଜୁରୀ ପତ୍ର ପ୍ରଦାନ
ଭାରତରେ ଲିଭରପୁଲ୍ ବିଶ୍ୱବିଦ୍ୟାଳୟର କ୍ୟାମ୍ପସ ପ୍ରତିଷ୍ଠା ନେଇ ମଞ୍ଜୁରୀ ପତ୍ର ପ୍ରଦାନ

ନୂଆଦିଲ୍ଲୀ: ବେଙ୍ଗାଲୁରୁ ଠାରେ ପ୍ରତିଷ୍ଠିତ ଲିଭରପୁଲ୍ ବିଶ୍ୱବିଦ୍ୟାଳୟର ନୂତନ କ୍ୟାମ୍ପସ ପାଇଁ ଆନୁଷ୍ଠାନିକ ଭାବେ ମଞ୍ଜୁରୀ ପତ୍ର (ଲେଟର୍ ଅଫ୍ ଆପ୍ରୁଭାଲ) ପ୍ରଦାନ କରାଯାଇଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡ. ଏସ୍. ଜୟଶଙ୍କର ଏବଂ ୟୁକେର ବୈଦେଶିକ ସଚିବ ଇଭେଟ୍ କୁପରଙ୍କ ଗରିମାମୟ ଉପସ୍ଥିତିରେ ଏହି ପତ୍ର ହସ୍ତାନ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଏହି ଗୌରବମୟ ମୁହୂର୍ତ୍ତକୁ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ପ୍ରଧାନ ଆନନ୍ଦ ପ୍ରକାଶ କରିବା ସହ କହିଛନ୍ତି ଯେ, ଏହା ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଜାତୀୟ ଶିକ୍ଷା ନୀତିର ସଫଳ ରୂପାୟନ ତଥା ଭାରତକୁ ଏକ ବୈଶ୍ୱିକ ଜ୍ଞାନ, ନବୋନ୍ମେଷ ଓ ଗବେଷଣାର କେନ୍ଦ୍ର ଭାବେ ଗଢ଼ିତୋଳିବା ଦିଗରେ ଏକ ଐତିହାସିକ ପଦକ୍ଷେପ। ବିଶ୍ୱର ଏହିଭଳି ଅଗ୍ରଣୀ ବିଶ୍ୱବିଦ୍ୟାଳୟଗୁଡ଼ିକର ଭାରତ ଆଗମନ ଦ୍ୱାରା ଆମ ଯୁବପିଢ଼ିଙ୍କ ପାଇଁ ଶିକ୍ଷାର ସୁଯୋଗ ବ୍ୟାପକ ହେବା ସହ ଭାରତ-ୟୁ.କେ ମଧ୍ୟରେ ଥିବା ବ୍ୟାପକ ରଣନୀତିକ ସହଭାଗିତା ଆହୁରି ସୁଦୃଢ଼ ହେବ।

ବିଶ୍ୱର ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟଗୁଡ଼ିକ ଭାରତରେ କ୍ୟାମ୍ପସ ପ୍ରତିଷ୍ଠା କରିବା ଫଳରେ ଦେଶର ଶିକ୍ଷାଗତ ବାତାବରଣ ସମୃଦ୍ଧ ହେବ । ଭାରତୀୟ ଛାତ୍ରଛାତ୍ରୀମାନେ ନିଜ ଦେଶରେ ରହି ବିଶ୍ୱସ୍ତରୀୟ ଶିକ୍ଷା, ଅତ୍ୟାଧୁନିକ ଗବେଷଣା ଏବଂ ନବୋନ୍ମେଷର ସୁଯୋଗ ପାଇପାରିବେ। ଏହି ଅବସରରେ କେନ୍ଦ୍ର ମନ୍ତ୍ରୀ ଲିଭରପୁଲ୍ ବିଶ୍ୱବିଦ୍ୟାଳୟକୁ ଶୁଭେଚ୍ଛା ଜଣାଇବା ସହ ବେଙ୍ଗାଲୁରୁ କ୍ୟାମ୍ପସର ପ୍ରଥମ ଛାତ୍ରଛାତ୍ରୀ ଦଳଙ୍କୁ ଭାରତରେ ସ୍ୱାଗତ କରିବା ପାଇଁ ସେ ଉତ୍ସାହିତ ଅଛନ୍ତି ବୋଲି ଆଶା ପ୍ରକାଶ କରିଛନ୍ତି।

ଧର୍ମେନ୍ଦ୍ର ପ୍ରଧାନ ବେଙ୍ଗାଲୁରୁ ଲିଭରପୁଲ୍ ବିଶ୍ୱବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

କୁଏତ ବିମାନବନ୍ଦର ଆକ୍ରମଣରେ ଜଣେ ଭାରତୀୟଙ୍କ ମୃତ୍ୟୁ; ଆହତ ୧୩ ଜଣଙ୍କୁ ସହାୟତା ପ୍ରଦାନ

June 5, 2026

ଉତ୍ତର ପୂର୍ବ ପରିଷଦର ୭୩ତମ ପୂର୍ଣ୍ଣାଙ୍ଗ ବୈଠକର ଅଧ୍ୟକ୍ଷତା କଲେ ଅମିତ ଶାହ

June 5, 2026

ମୋଦିଙ୍କ ପ୍ରଶଂସାରେ ପୁଟିନ, ଭାରତକୁ ନେଇ କହିଲେ ବଡ଼ କଥା

June 4, 2026

ଇଭି ଭଡା ଦେୟ ଧାର୍ଯ୍ୟ କଲେ ସରକାର

June 4, 2026
Latest News

ଭାରତରେ ଲିଭରପୁଲ୍ ବିଶ୍ୱବିଦ୍ୟାଳୟର କ୍ୟାମ୍ପସ ପ୍ରତିଷ୍ଠା ନେଇ ମଞ୍ଜୁରୀ ପତ୍ର ପ୍ରଦାନ

June 5, 2026

କୁଏତ ବିମାନବନ୍ଦର ଆକ୍ରମଣରେ ଜଣେ ଭାରତୀୟଙ୍କ ମୃତ୍ୟୁ; ଆହତ ୧୩ ଜଣଙ୍କୁ ସହାୟତା ପ୍ରଦାନ

June 5, 2026

ଉତ୍ତର ପୂର୍ବ ପରିଷଦର ୭୩ତମ ପୂର୍ଣ୍ଣାଙ୍ଗ ବୈଠକର ଅଧ୍ୟକ୍ଷତା କଲେ ଅମିତ ଶାହ

June 5, 2026

ଆଜି ଜୁନ ୫ ତାରିଖ ଶୁକ୍ରବାରରେ ଏହି ସାତୋଟି ରାଶିର ଭାଗ୍ୟ ଚମକିବ, କରନ୍ତୁ ଏହି କାମ

June 5, 2026

ମୋଦିଙ୍କ ପ୍ରଶଂସାରେ ପୁଟିନ, ଭାରତକୁ ନେଇ କହିଲେ ବଡ଼ କଥା

June 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.