Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଣି ଆଉ ଏକ ସ୍ଥାନରେ ଛୁରାମାଡ
ଆଜିର ଖବର

ପୁଣି ଆଉ ଏକ ସ୍ଥାନରେ ଛୁରାମାଡ

June 5, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାୟଗଡ଼ା: ରାୟଗଡ଼ାର କସ୍ତୁରୀ ନଗର ଅଞ୍ଚଳରେ ଟାଇଲ କଟିଂ ମେସିନକୁ ନେଇ ବଚସା ପରେ ଛୁରାମାଡ ହୋଇଥିବାର ଅଭିଯୋଗ ହୋଇଛି । ଛୁରାମାଡରେ ଗୁରୁତର ହୋଇଥିବା ଯୁବକ ହେଉଛନ୍ତି  ବିହାରର ଏମ୍.ଡି. ସରଫରାଜ । ତାଙ୍କୁ ତାଙ୍କ ପଡ଼ୋଶୀ ଏମ୍.ଡି. ସୟଦ ଛୁରାମାଡ଼ କରିଥିବା ଅଭିଯୋଗ ହୋଇଛି । ଗୁରୁତର ଅବସ୍ଥାରେ ସରଫରାଜଙ୍କୁ ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସୂଚନା ପାଇ ରାୟଗଡ଼ା ଟାଉନ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଉଭୟ ଯୁବକ ରାୟଗଡ଼ାରେ ଟାଇଲ କାମ କରୁଥିଲେ।

 

ସୂଚନାଯୋଗ୍ୟ, ଗତକାଲି ବାଲିଅନ୍ତା ଅଞ୍ଚଳରେ ମଧ୍ୟ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ଛୁରା ମାଡ ହୋଇଥିଲା

stabbing ଛୁରାମାଡ
Share. Facebook Twitter LinkedIn Email WhatsApp Copy Link

Related Posts

ରକ୍ଷକ ସାଜିଲା ଭକ୍ଷକ!: ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ପୋଲିସ କନେଷ୍ଟବଳ ଗିରଫ

June 5, 2026

ଟି-୨୦ ଦଳର କିଏ ହେବ ପରବର୍ତ୍ତୀ ଅଧିନାୟକ?: ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିବ ବିସିସିଆଇ ର ଏହି ନିଷ୍ପତ୍ତି

June 5, 2026

ଭାରତରେ ଲିଭରପୁଲ୍ ବିଶ୍ୱବିଦ୍ୟାଳୟର କ୍ୟାମ୍ପସ ପ୍ରତିଷ୍ଠା ନେଇ ମଞ୍ଜୁରୀ ପତ୍ର ପ୍ରଦାନ

June 5, 2026

ମୋଦିଙ୍କ ପ୍ରଶଂସାରେ ପୁଟିନ, ଭାରତକୁ ନେଇ କହିଲେ ବଡ଼ କଥା

June 4, 2026
Latest News

ପୁଣି ଆଉ ଏକ ସ୍ଥାନରେ ଛୁରାମାଡ

June 5, 2026

ରକ୍ଷକ ସାଜିଲା ଭକ୍ଷକ!: ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ପୋଲିସ କନେଷ୍ଟବଳ ଗିରଫ

June 5, 2026

ଟି-୨୦ ଦଳର କିଏ ହେବ ପରବର୍ତ୍ତୀ ଅଧିନାୟକ?: ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିବ ବିସିସିଆଇ ର ଏହି ନିଷ୍ପତ୍ତି

June 5, 2026

ମମତା ବାନାର୍ଜୀଙ୍କୁ ନିଜ ଆସନ ଯାଚିଲେ ହୁମାୟୁନ୍: କହିଲେ, ଟିଏମସି ର ପରିସ୍ଥିତି ଦେଖି କଷ୍ଟ ହେଉଛି

June 5, 2026

ସାଇଲେଣ୍ଟ କିଲର କିଡନୀ ରୋଗ: ଡେରି ହେବା ପୂର୍ବରୁ ଜାଣନ୍ତୁ ଏହାର ଲକ୍ଷଣ

June 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.