Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବିଶାଖାପାଟଣା ଷ୍ଟିଲ୍ ପ୍ଲାଣ୍ଟରେ ଭୟାବହ ଦୁର୍ଘଟଣା: ୮ ମୃତ
ଜାତୀୟ ଖବର

ବିଶାଖାପାଟଣା ଷ୍ଟିଲ୍ ପ୍ଲାଣ୍ଟରେ ଭୟାବହ ଦୁର୍ଘଟଣା: ୮ ମୃତ

June 8, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିଶାଖାପାଟଣା:  ବିଶାଖାପାଟଣା ଷ୍ଟିଲ୍ ପ୍ଲାଣ୍ଟରେ ତରଳ ଇସ୍ପାତ ଭର୍ତ୍ତି ଏକ ଲାଡେଲରେ ବିସ୍ଫୋରଣ ଘଟିବାରୁ ଭୟାବହ ଦୁର୍ଘଟଣା ଘଟିଛି। ବିସ୍ଫୋରଣ ପରେ ତରଳ ଇସ୍ପାତ ଲିକ୍ ହୋଇଯିବାରୁ ୮ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ ଗୁରୁତର ଭାବେ ଆହତ ହୋଇଛନ୍ତି। ଘଟଣା ପରେ ପ୍ଲାଣ୍ଟ ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଥିଲା ଏବଂ ଶ୍ରମିକମାନେ ନିଜ ଜୀବନ ବଞ୍ଚାଇବା ପାଇଁ ସୁରକ୍ଷିତ ସ୍ଥାନକୁ ଦୌଡ଼ି ପଳାଇଥିଲେ। ଅଗ୍ନିଶମ ଓ ପ୍ଲାଣ୍ଟ କର୍ତ୍ତୃପକ୍ଷ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁ ନିୟନ୍ତ୍ରଣ ସହ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ।

ରାଜ୍ୟ ଗୃହମନ୍ତ୍ରୀ ଜିଲ୍ଲା ପ୍ରଶାସନ ଓ ପୋଲିସ ଅଧିକାରୀଙ୍କ ସହ କଥା ହୋଇ ଆହତମାନଙ୍କୁ ଶୀଘ୍ର ଓ ଉନ୍ନତ ଚିକିତ୍ସା ଯୋଗାଇବା ସହ ରିଲିଫ୍ ଓ ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁର୍ଘଟଣା ପ୍ରତି ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍ ପାଣ୍ଠି (PMNRF)ରୁ ମୃତକଙ୍କ ପରିବାରକୁ ₹୨ ଲକ୍ଷ ଓ ଆହତମାନଙ୍କୁ ₹୫୦,୦୦୦ ଲେଖାଏଁ ସହାୟତା ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀ ଏନ ଚନ୍ଦ୍ରବାବୁ ନାଇଡୁ ମଧ୍ୟ ଦୁର୍ଘଟଣାରେ ଗଭୀର ଦୁଃଖ ପ୍ରକାଶ କରି ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି।

accident Visakhapatnam steel plant
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ୟାପକ ସୁରକ୍ଷା ସହିତ ମୌସୁମୀ ପାଇଁ ପ୍ରସ୍ତୁତ ହେଉଛି ପୂର୍ବତଟ ରେଳପଥ

June 8, 2026

ଟେଷ୍ଟ ବିଜୟ ପରେ ଟିମ୍ ଇଣ୍ଡିଆର ଦଳରେ ପରିବର୍ତ୍ତନ: ODI ସିରିଜରୁ ବାଦ ପଡିଲେ ୭ ଖେଳାଳି

June 8, 2026

ହାଓଡ଼ା-ପୁରୀ-ହାଓଡ଼ା ଶତାବ୍ଦୀ ଏକ୍ସପ୍ରେସ୍ ବାତିଲ୍

June 8, 2026

Raja Bazar: ରଜ ପାଇଁ ଟ୍ରେଣ୍ଡ୍‌ସର ରଜ ଫ୍ୟାଶନ୍ ଆଇକନ୍ ଘୋ‌ଷଣା, ୨୪୯ ଟଙ୍କାର ଆକର୍ଷଣୀୟ ଉପହାର

June 8, 2026
Latest News

ବିଶାଖାପାଟଣା ଷ୍ଟିଲ୍ ପ୍ଲାଣ୍ଟରେ ଭୟାବହ ଦୁର୍ଘଟଣା: ୮ ମୃତ

June 8, 2026

ବ୍ୟାପକ ସୁରକ୍ଷା ସହିତ ମୌସୁମୀ ପାଇଁ ପ୍ରସ୍ତୁତ ହେଉଛି ପୂର୍ବତଟ ରେଳପଥ

June 8, 2026

ଟେଷ୍ଟ ବିଜୟ ପରେ ଟିମ୍ ଇଣ୍ଡିଆର ଦଳରେ ପରିବର୍ତ୍ତନ: ODI ସିରିଜରୁ ବାଦ ପଡିଲେ ୭ ଖେଳାଳି

June 8, 2026

ହାଓଡ଼ା-ପୁରୀ-ହାଓଡ଼ା ଶତାବ୍ଦୀ ଏକ୍ସପ୍ରେସ୍ ବାତିଲ୍

June 8, 2026

ମୟୂରଭଞ୍ଜ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୩୯ଟି ପ୍ରକଳ୍ପର ଶୁଭାରମ୍ଭ ସହ ବହୁ କୋଟିର କାର୍ଯ୍ୟର ଉଦଘାଟନ

June 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.