Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଦୁର୍ଘଟଣାରେ ମା ଓ ଝିଅଙ୍କର ମୃତ୍ୟୁ
ରାଜ୍ୟ ଖବର

ଦୁର୍ଘଟଣାରେ ମା ଓ ଝିଅଙ୍କର ମୃତ୍ୟୁ

June 9, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ବଲାଙ୍ଗୀର: ବଲାଙ୍ଗୀର ସହରର ଗାନ୍ଧୀନଗରପଡାରେ ଟ୍ରକ ଚାପାରେ ମା ଓ ଝିଅ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି । ମୃତକ ଦ୍ୱୟ ହେଲେ ମା ସୁନିତା ନାଗ ଓ ଝିଅ । ସ୍କୁଟିରେ ମା ଓ ଝିଅ ଯାଉଥିବାବେଳେ ଟ୍ରକ ଚାପି ଦେଇଥିଲା । ଦୁର୍ଘଟଣା ଘଟିଛି ଜାତୀୟ ରାଜପଥ ୨୬ରେ। ରାସ୍ତାରେ ପୋଖରୀର ପଙ୍କ କାଦୁଅରେ ସ୍କୁଟି ପଡ଼ିଯିବାରୁ ଟ୍ରକ୍ ଚାପି ଦେଇଥିଲ।। ଦୁର୍ଘଟଣା ଘଟାଇବା ପରେ ଟ୍ରକ୍ ଚାଳକ ଫେରାର ହୋଇଯାଇଛି। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା।

#accident #death
Share. Facebook Twitter LinkedIn Email WhatsApp Copy Link

Related Posts

ସବୁଠାରୁ ବଡ଼ ଫିଫା ବିଶ୍ୱକପ୍ ବିଜୟ ରେକର୍ଡ କଲା ଆମେରିକା: ପାରାଗୁଏକୁ ପରାସ୍ତ କରି ରଚିଲା ଇତିହାସ

June 13, 2026

ଆସାମରେ ବଡ଼ ଦୁର୍ଘଟଣା: ଭାରତୀୟ ବାୟୁସେନାର AN-32 ବିମାନ ଦୁର୍ଘଟଣାଗ୍ରସ୍ତ

June 13, 2026

ଆଜି ଭାରତ-ଆଫଗାନିସ୍ତାନ ପ୍ରଥମ ଦିନିକିଆ: କିଏ ନେବେ କୋହଲିଙ୍କ ସ୍ଥାନ?

June 13, 2026

ହାଇୱାକୁ ପିଟିଲା ବିଏମଡବ୍ଲୁ କାର,୨ ମୃତ

June 13, 2026
Latest News

ଓଡିଶାରେ ଏବେ ସ୍ନାତକୋତ୍ତର (PG) ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଜାଣନ୍ତୁ ଅନ୍ୟ ରାଜ୍ୟର ସ୍ଥିତି

June 13, 2026

ସବୁଠାରୁ ବଡ଼ ଫିଫା ବିଶ୍ୱକପ୍ ବିଜୟ ରେକର୍ଡ କଲା ଆମେରିକା: ପାରାଗୁଏକୁ ପରାସ୍ତ କରି ରଚିଲା ଇତିହାସ

June 13, 2026

ଆସାମରେ ବଡ଼ ଦୁର୍ଘଟଣା: ଭାରତୀୟ ବାୟୁସେନାର AN-32 ବିମାନ ଦୁର୍ଘଟଣାଗ୍ରସ୍ତ

June 13, 2026

ଆଜି ଭାରତ-ଆଫଗାନିସ୍ତାନ ପ୍ରଥମ ଦିନିକିଆ: କିଏ ନେବେ କୋହଲିଙ୍କ ସ୍ଥାନ?

June 13, 2026

ହାଇୱାକୁ ପିଟିଲା ବିଏମଡବ୍ଲୁ କାର,୨ ମୃତ

June 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.