Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମନ୍‌ଦୀପ୍‌ଙ୍କ ହ୍ୟାଟ୍ରିକ୍‌ : ଜାପାନକୁ 6-3ରେ ପରାସ୍ତ କଲା ଭାରତ
ଆଜିର ଖବର

ମନ୍‌ଦୀପ୍‌ଙ୍କ ହ୍ୟାଟ୍ରିକ୍‌ : ଜାପାନକୁ 6-3ରେ ପରାସ୍ତ କଲା ଭାରତ

August 20, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଅଲମ୍ପିକ୍ସ ଟେଷ୍ଟ ଇଭେଣ୍ଟର ଏକ ଅଭ୍ୟାସ ମ୍ୟାଚ୍‌ରେ ଭାରତୀୟ ପୁରୁଷ ହକି ଦଳ ଜାପାନକୁ 6-3ରେ ପରାସ୍ତ କରିଛି । ଭାରତ ପକ୍ଷରୁ ମନ୍‌ଦୀପ୍‌ ସିଂ ଏହି ମ୍ୟାଚ୍‌ରେ ହ୍ୟାଟ୍ରିକ୍‌ ଅର୍ଜନ କରିଥିଲେ । ନିଜର ପ୍ରଥମ ମ୍ୟାଚ୍‌ରେ ଭାରତ ନ୍ୟୁଜିଲ୍ୟାଣ୍ଡ ନିକଟରୁ 1-2 ଗୋଲ୍‌ରେ ପରାସ୍ତ ହୋଇଥିବା ବେଳେ ଦ୍ବିତୀୟ ମ୍ୟାଚ୍‌ରେ ପ୍ରତ୍ୟାବର୍ତ୍ତନ କରିଛି ଭାରତ । ମନ୍‌ଦୀପ୍‌ଙ୍କ ବ୍ୟତୀତ ନୀଲକଣ୍ଠ ଶର୍ମା, ନୀଲମ ସଞ୍ଜୀବ ଖେସ୍‌ ଏବଂ ଗୁରଜାଣ୍ଟ ସିଂ ଗୋଟିଏ ଲେଖାଏଁ ଗୋଲ୍‌ ସ୍କୋର କରିଥିଲେ । ଜାପାନ ପକ୍ଷରୁ କେଣ୍ଟାରୋ ଫୁକୁଡା, କେଣ୍ଟା ଟାନାକା ଏବଂ କାଜୁମା ମୁରାଟା ପ୍ରତ୍ୟୋକ ଗୋଟିଏ ଲେଖାଏଁ ଗୋଲ ସ୍କୋର କରିଥିଲେ । ଭାରତ ପକ୍ଷରୁ ନୀଳକଣ୍ଠ ଶର୍ମା ମ୍ୟାଚ୍‌ର ତୃତୀୟ ମିନିଟ୍‌ରେ ଗୋଲ୍‌ ସ୍କୋର କରି ଅଗ୍ରଣୀ ପ୍ରଦାନ କରିଥିଲେ । ନୀଲମ ସଞ୍ଜୀବ ଖେସ୍‌ ମ୍ୟାଚ୍‌ର ସପ୍ତମ ମିନିଟ୍‌ରେ ଗୋଲ ସ୍କୋର କରି ଭାରତକୁ 2-0ର ଅଗ୍ରଣୀ ପ୍ରଦାନ କରିଥିଲେ । ଏହାର ପରବର୍ତ୍ତୀ ତିନି ଗୋଲ ସ୍କୋର କରିଥିଲେ ପେନାଲ୍‌ଟି କର୍ଣ୍ଣର ସ୍ପେଶାଲିଷ୍ଟ ମନ୍‌ଦୀପ୍‌ ସିଂ । ମନ୍‌ଦୀପ୍‌ ମ୍ୟାଚ୍‌ର 9ମ, 29ତମ ଏବଂ 30 ତମ ମିନିଟ୍‌ରେ ଗୋଲ୍‌ ସ୍କୋର କରିଥିଲେ । ଗୁରୁଜାଣ୍ଟ ସିଂ ମ୍ୟାଚ୍‌ର 41 ତମ ମିନିଟ୍‌ରେ ଗୋଲ୍‌ ସ୍କୋର କରି ଭାରତକୁ ଏକ ପାଖିଆ ବିଜୟ ପ୍ରଦାନ କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଇସ୍ରାଏଲ୍‌-ଲେବାନନ ମଧ୍ୟରେ ଅସ୍ତ୍ରବିରତି ଘୋଷଣା

April 16, 2026

କବି ଶରତ ଚନ୍ଦ୍ର ପରିଡ଼ାଙ୍କ ମହାକାବ୍ୟ ନାରକାସୁର ବଧକୁ ଲୋକାର୍ପିତ କଲେ ବାଚସ୍ପତି

April 16, 2026

ମାଆ-ପୁଅ ଗିରଫ

April 16, 2026

ଆଜି ସଂସଦର ସ୍ୱତନ୍ତ୍ର ଅଧିବେଶନ

April 16, 2026
Latest News

ଇସ୍ରାଏଲ୍‌-ଲେବାନନ ମଧ୍ୟରେ ଅସ୍ତ୍ରବିରତି ଘୋଷଣା

April 16, 2026

କବି ଶରତ ଚନ୍ଦ୍ର ପରିଡ଼ାଙ୍କ ମହାକାବ୍ୟ ନାରକାସୁର ବଧକୁ ଲୋକାର୍ପିତ କଲେ ବାଚସ୍ପତି

April 16, 2026

ମାଆ-ପୁଅ ଗିରଫ

April 16, 2026

ଆଜି ସଂସଦର ସ୍ୱତନ୍ତ୍ର ଅଧିବେଶନ

April 16, 2026

ଓଡ଼ିଶା-ଝାରଖଣ୍ଡ ସୀମାରେ ହାଇ ଆଲର୍ଟ

April 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.