Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ଓଡିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ

June 9, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’
ଓଡିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ନିକୁଞ୍ଜ ହୋତାଙ୍କ ଦ୍ୱାରା ନିର୍ଦ୍ଦେଶିତ ଓଡିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କରମୁକ୍ତ ଘୋଷଣା କରିଛନ୍ତି। ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଆଜି ଅନୁମୋଦନ କରିଛନ୍ତି।

ସୂଚନାଯୋଗ୍ୟ ଯେ, ଓଡିଶାର ହସ୍ତତନ୍ତ ବୁଣାକାର ସଂପ୍ରଦାୟଙ୍କ ଜୀବନ, ସଂଘର୍ଷ, ସହନଶୀଳତା ଓ ସଫଳତା ଉପରେ ଆଧାରିତ ଏହି ଚଳଚ୍ଚିତ୍ର ୨୦୨୬ ମେ ୧୫ ତାରିଖରେ ମୁକ୍ତିଲାଭ କରିଛି। ଓଡିଶାର ମହାନ ପାରମ୍ପରିକ ଐତିହ୍ୟ ଓ କାରିଗରୀ କୌଶଳକୁ ଏହି ଚଳଚ୍ଚିତ୍ର ମାଧ୍ୟମରେ ନିଚ୍ଛକ ଭାବେ ପ୍ରଦର୍ଶିତ କରାଯାଇଥିବାରୁ ମୁଖ୍ୟମନ୍ତ୍ରୀ ଏହାକୁ କରମୁକ୍ତ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି।

‘ମେହେର ମୁଣ୍ଡା’ ଓଡିଆ ଚଳଚ୍ଚିତ୍ର କରମୁକ୍ତ ନିକୁଞ୍ଜ ହୋତା ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ବଞ୍ଚିଛି ସଂସ୍କୃତି, ବଦଳୁଛି ମାନସିକତା

June 9, 2026

ଦ୍ରୁତ ଗତିରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ: ଓଡିଶାରେ କେବେ ପହଞ୍ଚିବ?

June 9, 2026

ଭୁବନେଶ୍ବରରେ କେନ୍ଦ୍ର ଆଇନ ମନ୍ତ୍ରୀ; ମୋଦି ସରକାରର ୧୨ ବର୍ଷ ପୂର୍ତ୍ତି ଉପରେ ରଖିଲେ ହିସାବ

June 9, 2026

ରାଜ୍ୟ ପାଇଁ ଗୌରବ ଆଣିଲେ ବାଣପୁରର କୁନି ଝିଅ: ଗୁଜୁରାଟରେ ଜିତିଲେ “ଦି ଆଇଏଫଏ ୱାର୍ଲ୍ଡ ୨୦୨୬”

June 9, 2026
Latest News

ଓଡିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ

June 9, 2026

କଂଗ୍ରେସକୁ ବଡ଼ ଝଟକା: ମଧ୍ୟପ୍ରଦେଶରୁ ରାଜ୍ୟସଭା ପ୍ରାର୍ଥୀ ମୀନାକ୍ଷୀ ନଟରାଜନଙ୍କ ନାମାଙ୍କନ ବାତିଲ

June 9, 2026

ବଞ୍ଚିଛି ସଂସ୍କୃତି, ବଦଳୁଛି ମାନସିକତା

June 9, 2026

ଦ୍ରୁତ ଗତିରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ: ଓଡିଶାରେ କେବେ ପହଞ୍ଚିବ?

June 9, 2026

ଭୁବନେଶ୍ବରରେ କେନ୍ଦ୍ର ଆଇନ ମନ୍ତ୍ରୀ; ମୋଦି ସରକାରର ୧୨ ବର୍ଷ ପୂର୍ତ୍ତି ଉପରେ ରଖିଲେ ହିସାବ

June 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.