Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୃହରକ୍ଷୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉପହାର: ବୃଦ୍ଧି କଲେ ଦୈନିକ ଭତ୍ତା
ଆଜିର ଖବର

ଗୃହରକ୍ଷୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉପହାର: ବୃଦ୍ଧି କଲେ ଦୈନିକ ଭତ୍ତା

June 9, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗୃହରକ୍ଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉପହାର: ବଢିଲା ଦୈନିକ ଭତ୍ତା
ଗୃହରକ୍ଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉପହାର: ବଢିଲା ଦୈନିକ ଭତ୍ତା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଗୃହରକ୍ଷୀମାନଙ୍କ ଦୈନିକ ଭତ୍ତା (DCA) ୬୩୯ ଟଙ୍କାରୁ ୬୫୦ ଟଙ୍କାକୁ ବୃଦ୍ଧି କରିଛନ୍ତି। ଏହି ବର୍ଦ୍ଧିତ ଭତ୍ତା ୨୦୨୬ ଜାନୁଆରୀ ୧ ତାରିଖରୁ ଲାଗୁ ହେବ।

ସୂଚନାଯୋଗ୍ୟ ଯେ, ୨୦୨୫ ଜୁଲାଇ ପହିଲାରେ ଗୃହରକ୍ଷୀଙ୍କ ଦୈନିକ ଭତ୍ତା ୬୨୩ରୁ ୬୩୯ ଟଙ୍କାକୁ ବୃଦ୍ଧି କରାଯାଇଥିଲା। ଇତିମଧ୍ୟରେ ରାଜ୍ୟ ସରକାରଙ୍କ ନିୟମିତ କର୍ମଚାରୀମାନଙ୍କ ପାଇଁ ୨ ପ୍ରତିଶତ ଅତିରିକ୍ତ ମହଙ୍ଗା ଭତ୍ତା ୨୦୨୬ ଜାନୁଆରୀ ପହିଲାରୁ ବୃଦ୍ଧି କରିଛନ୍ତି। ଏସବୁକୁ ଦୃଷ୍ଟିରେ ରଖି ଗୃହରକ୍ଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି।

ଗୃହରକ୍ଷୀ ଦୈନିକ ଭତ୍ତା ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତା ୨୮ ତାରିଖରେ ହେବ OTET

June 9, 2026

ସ୍ୱାସ୍ଥ୍ୟ ସେବା ପାଇଁ ୭୫୫ ନୂଆ ପଦବୀ

June 9, 2026

IPL 2027 ନିଲାମ ପୂର୍ବରୁ ଦଳ ବଦଳାଇବେ ଏହି 7 ଜଣ ଷ୍ଟାର ଖେଳାଳି!: ଦେଖନ୍ତୁ ତାଲିକା

June 9, 2026

କୁଏତର ଅମୀରଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ

June 9, 2026
Latest News

ଆସନ୍ତା ୨୮ ତାରିଖରେ ହେବ OTET

June 9, 2026

ସ୍ୱାସ୍ଥ୍ୟ ସେବା ପାଇଁ ୭୫୫ ନୂଆ ପଦବୀ

June 9, 2026

ଗୃହରକ୍ଷୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉପହାର: ବୃଦ୍ଧି କଲେ ଦୈନିକ ଭତ୍ତା

June 9, 2026

IPL 2027 ନିଲାମ ପୂର୍ବରୁ ଦଳ ବଦଳାଇବେ ଏହି 7 ଜଣ ଷ୍ଟାର ଖେଳାଳି!: ଦେଖନ୍ତୁ ତାଲିକା

June 9, 2026

କୁଏତର ଅମୀରଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ

June 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.