Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚନ୍ଦ୍ରଯାନ-2ର ଅନ୍ତିମ 30 ମିନିଟ୍‌ ଚିନ୍ତାଜନକ ଥିଲା : କେ ଶିବନ୍‌ ନାୟାର
ଆଜିର ଖବର

ଚନ୍ଦ୍ରଯାନ-2ର ଅନ୍ତିମ 30 ମିନିଟ୍‌ ଚିନ୍ତାଜନକ ଥିଲା : କେ ଶିବନ୍‌ ନାୟାର

August 20, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭାରତର ଚନ୍ଦ୍ର ଅଭିଯାନ ଚନ୍ଦ୍ରଯାନ -2 ମଙ୍ଗଳବାର ଚନ୍ଦ୍ରର କକ୍ଷପଥରେ ପ୍ରବେଶ କରିଛି । ଆଜି ସକାଳ 9.30 ମିନିଟ୍‌ ସମୟରେ ଚନ୍ଦ୍ରର କକ୍ଷପଥରେ ପ୍ରବେଶ କରିଥିଲା ଚନ୍ଦ୍ରଯାନ-2 । ଭାରତର ଏହି ଐତିହାସିକ ମୂହୁର୍ତ୍ତରେ ଇସ୍ରୋର 200 କର୍ମଚାରୀ ମଧ୍ୟ ଉପସ୍ଥିତ ରହିଥିଲେ । ଚନ୍ଦ୍ରରେ ଅବତରଣର ଅନ୍ତିମ 30 ମିନିଟ୍‌ ଅତ୍ୟନ୍ତ ଚିନ୍ତାଜନକ ରହିଥିଲା ବୋଲି ଇସ୍ରୋର ଅଧ୍ୟକ୍ଷ କେ ଶିବନ୍‌ ନାୟାର ପ୍ରକାଶ କରିଛନ୍ତି । ଏହି 30 ମିନିଟ୍‌ ଇସ୍ରୋ ପାଇଁ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ରହିଥିଲା ଏବଂ ସମସ୍ତ କର୍ମଚାରୀଙ୍କ ହୃତସ୍ପନ୍ଦନ ରୋକି ହୋଇଯାଇଥିଲା ବୋଲି ସାମ୍ବାଦିକ ସମ୍ମିଳନୀରେ ପ୍ରକାଶ କରିଛନ୍ତି ଇସ୍ରୋ ଅଧ୍ୟକ୍ଷ । ସେହିପରି ଭାରତର ମନୁଷ୍ୟ ମହାକାଶ ମିଶନ ଗଗନାୟନ ଉପରେ କାର୍ଯ୍ୟ ଜାରି ରହିଛି ଏବଂ ଖୁବ୍‌ଶୀଘ୍ର ଏହା କାର୍ଯ୍ୟକାରୀ କରାଯିବ ବୋଲି ଶିବନ୍‌ ସୂଚନା ଦେଇଛନ୍ତି । ଉଲ୍ଲେଖଯୋଗ୍ୟ ଯେ ଚନ୍ଦ୍ରଯାନ -2 ଚନ୍ଦ୍ରର ଚାରିଥର ପରିକ୍ରମା ପରେ ଚନ୍ଦ୍ରର ଦକ୍ଷିଣ ମେରୁରେ ପହଞ୍ଚିବ ବୋଲି ଶିବନ୍‌ ପ୍ରକାଶ କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଏପରି ପରାଜୟକୁ ଭୁଲିପାରିବେ ନାହିଁ ପାକିସ୍ତାନୀ: ଦୁବାଇରେ ପୁଣି ଥରେ ଧୋଇଲା ଭାରତ

September 22, 2025

ଟ୍ରମ୍ପଙ୍କ ‘ଭିସା ବୋମା’କୁ ଏଡ଼ାଇବା ପାଇଁ ଉପାୟ ପାଇଲେ ଭାରତୀୟ; ଜାଣନ୍ତୁ ବିକଳ୍ପ

September 21, 2025

ରାଜରାସ୍ତାରେ ସରକାରୀ ମାଧ୍ୟମିକ ସ୍କୁଲ ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ ସଂଘ

September 21, 2025

ନବ ବିବାହିତ ଯୁବକଙ୍କ ଆତ୍ମହତ୍ୟା

September 21, 2025
Latest News

ଏପରି ପରାଜୟକୁ ଭୁଲିପାରିବେ ନାହିଁ ପାକିସ୍ତାନୀ: ଦୁବାଇରେ ପୁଣି ଥରେ ଧୋଇଲା ଭାରତ

September 22, 2025

ଟ୍ରମ୍ପଙ୍କ ‘ଭିସା ବୋମା’କୁ ଏଡ଼ାଇବା ପାଇଁ ଉପାୟ ପାଇଲେ ଭାରତୀୟ; ଜାଣନ୍ତୁ ବିକଳ୍ପ

September 21, 2025

ରାଜରାସ୍ତାରେ ସରକାରୀ ମାଧ୍ୟମିକ ସ୍କୁଲ ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ ସଂଘ

September 21, 2025

ଆସନ୍ତୁ ଏପରି ଉତ୍ପାଦ କିଣିବା ଯାହା ଭାରତରେ ତିଆରି ହୋଇଛି: ପ୍ରଧାନମନ୍ତ୍ରୀ

September 21, 2025

ନବ ବିବାହିତ ଯୁବକଙ୍କ ଆତ୍ମହତ୍ୟା

September 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.