Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିକିତ୍ସା ଅବହେଳାରୁ ଦୁଇଜଣଙ୍କ ମୃତ୍ୟୁ ଅଭିଯୋଗ
ଆଜିର ଖବର

ଚିକିତ୍ସା ଅବହେଳାରୁ ଦୁଇଜଣଙ୍କ ମୃତ୍ୟୁ ଅଭିଯୋଗ

June 15, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଝାରସୁଗୁଡା : ଝାରସୁଗୁଡା ମେଡିକାଲ ଚିକିତ୍ସା ଅବହେଳାରୁ 2 ଜଣଙ୍କ ମୃତ୍ୟୁ ଅଭିଯୋଗ । ଇବ ନଦୀରେ ବୁଡିଯାଇଥିବା ଦୁଇ ଯୁବକଙ୍କୁ ଚିକିତ୍ସା ଅବହେଳାର ଅଭିଯୋଗ ହୋଇଛି । ଜୀବିତ ଅବସ୍ଥାରେ ନଦୀରୁ ଉଦ୍ଧାର ପରେ ମଧ୍ୟ ଚିକିତ୍ସା ଅବହେଳାରୁ ମୃତ୍ୟୁ ହୋଇଥିବାରୁ ପ୍ରବଳ ଉତ୍ତେଜନା ଦେଖାଦେଇଛି ।

ମିଳିଥିବା ସୂଚନା ଅନୁସାରେ, ବୁଢ଼ୀପଦର ଗାଁ ନିକଟସ୍ଥ ଇବ୍ ନଦୀ ବନ୍ଧରେ ଗାଧୋଇବାକୁ ଯାଇଥିବା ସମୟରେ ଏହି ଅଘଟଣ ଘଟିଥିଲା। ହଠାତ୍ ପାଣିର ଗଭୀରତାରେ ପସିଯାଇ ଦୁଇ ଜଣ ଯୁବକ ବୁଡ଼ିଯାଇଥିଲେ। ଘଟଣା ପରେ ସ୍ଥାନୀୟ ଯୁବକମାନେ ତୁରନ୍ତ ପାଣିରୁ ଉଦ୍ଧାର କରି ଆମ୍ବୁଲାନ୍ସକୁ ସୂଚନା ଦେଇଥିଲେ। ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବା ଓ ହସ୍ପିଟାଲରେ ସମୟୋପଯୁକ୍ତ ଚିକିତ୍ସା ମିଳିନଥିବା ଅଭିଯୋଗକୁ ନେଇ ପରିବାର ଲୋକେ ଅସନ୍ତୋଷ ପ୍ରକାଶ କରିଥିବା ବେଳେ ଚିକିତ୍ସାଳୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।

death drowning incident
Share. Facebook Twitter LinkedIn Email WhatsApp Copy Link

Related Posts

ମଦ ଦୋକାନରେ ପଶି ହାଣିଲେ

June 14, 2026

ଫାୟାରିଂରେ ଗ୍ୟାରେଜ ମାଲିକ ମୃତ

June 14, 2026

ସାନି NEET UG ପାଇଁ ଆସିଲା ଆଡମିଟ କାର୍ଡ

June 14, 2026

ଆକାଶରୁ ମୃତ୍ୟୁର ବଜ୍ରାଘାତ: କୁଡିଆରେ ଆଶ୍ରୟ ନେଇ ଜୀବନ ହାରିଲେ ଦୁଇ ଜଣ

June 14, 2026
Latest News

ଚିକିତ୍ସା ଅବହେଳାରୁ ଦୁଇଜଣଙ୍କ ମୃତ୍ୟୁ ଅଭିଯୋଗ

June 15, 2026

ମଦ ଦୋକାନରେ ପଶି ହାଣିଲେ

June 14, 2026

ଫାୟାରିଂରେ ଗ୍ୟାରେଜ ମାଲିକ ମୃତ

June 14, 2026

ସାନି NEET UG ପାଇଁ ଆସିଲା ଆଡମିଟ କାର୍ଡ

June 14, 2026

ଆକାଶରୁ ମୃତ୍ୟୁର ବଜ୍ରାଘାତ: କୁଡିଆରେ ଆଶ୍ରୟ ନେଇ ଜୀବନ ହାରିଲେ ଦୁଇ ଜଣ

June 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.