Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିଟ୍‌ ପୁନଃପରୀକ୍ଷାର ସୁରକ୍ଷା ଏବଂ ଲଜିଷ୍ଟିକ୍ସ ପ୍ରସ୍ତୁତି ଉପରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ
ଆଜିର ଖବର

ନିଟ୍‌ ପୁନଃପରୀକ୍ଷାର ସୁରକ୍ଷା ଏବଂ ଲଜିଷ୍ଟିକ୍ସ ପ୍ରସ୍ତୁତି ଉପରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

June 16, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
NEET
NEET UG ପୁନଃପରୀକ୍ଷାରେ ବାୟୋମେଟ୍ରିକ୍ସ ବିଫଳ ହେଲେ କ'ଣ କରିବେ?: ପଢନ୍ତୁ NTA ର ଯୋଜନା

ନୂଆଦିଲ୍ଲୀ: କେନ୍ଦ୍ର ଗୃହ ସଚିବ ସୋମବାର ନିଟ୍‌(ସ୍ନାତକ) ପୁନଃପରୀକ୍ଷା, ୨୦୨୬ ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ବୈଠକରେ ଛାତ୍ରଛାତ୍ରୀଙ୍କ ସୁବିଧା, ସୁରକ୍ଷା ବ୍ୟବସ୍ଥା ଏବଂ ପରୀକ୍ଷା ପ୍ରକ୍ରିୟାର ବିଶ୍ୱସନୀୟତା ଉପରେ ଗୁରୁତ୍ୱାରୋପ କରାଯାଇଥିଲା।

ରେଳବାଇ ବୋର୍ଡର ଅଧ୍ୟକ୍ଷ; ସ୍କୁଲ ଶିକ୍ଷା ଓ ସାକ୍ଷରତା ବିଭାଗ ସଚିବ; ଉଚ୍ଚଶିକ୍ଷା ବିଭାଗ ସଚିବ; ଡାକ ବିଭାଗ ସଚିବ; ସିଆରପିଏଫ, ସିଆଇଏସଏଫ, ବିସିଏଏସର ଡିଜି ଏବଂ ଏନଟିଏର ଡିଜି; ପ୍ରତିରକ୍ଷା ମନ୍ତ୍ରଣାଳୟ ଏବଂ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ।

କେନ୍ଦ୍ର ଗୃହ ସଚିବ ସମସ୍ତ ରାଜ୍ୟ /କେନ୍ଦ୍ରଶାସିତ ପ୍ରଦେଶ ସରକାର ଏବଂ କେନ୍ଦ୍ରୀୟ ଏଜେନ୍ସିଗୁଡ଼ିକୁ ସୁରକ୍ଷା ନିୟମାବଳିକୁ କଡ଼ାକଡ଼ି ପାଳନ କରିବା ଏବଂ ପରୀକ୍ଷାକୁ ନିର୍ଦ୍ଦୋଷ ଭାବରେ ପରିଚାଳନା କରିବା ନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଛାତ୍ରଛାତ୍ରୀଙ୍କ ସୁଗମ ଯାତ୍ରା ନିମନ୍ତେ ସୁବିଧା ଯୋଗାଇଦେବା ଲାଗି ରାଜ୍ୟ/କେନ୍ଦ୍ରଶାସିତ ପ୍ରଦେଶଗୁଡ଼ିକୁ ଅନୁରୋଧ କରାଯାଇଥିଲା। ରେଳ ବୋର୍ଡର ଅଧ୍ୟକ୍ଷ ପୂର୍ଣ୍ଣ ସହଯୋଗର ପ୍ରତିଶ୍ରୁତି ଦେଇଥିଲେ।

ଉଚ୍ଚସ୍ତରୀୟ ସମୀକ୍ଷା କେନ୍ଦ୍ର ଗୃହ ସଚିବ ନିଟ୍‌ ପୁନଃପରୀକ୍ଷା ଲଜିଷ୍ଟିକ୍ସ ପ୍ରସ୍ତୁତି
Share. Facebook Twitter LinkedIn Email WhatsApp Copy Link

Related Posts

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026

ବଡ଼ ଆଶ୍ୱସ୍ତି ଦେଲେ କେନ୍ଦ୍ର ସରକାର: ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୦ ଟଙ୍କା ହ୍ରାସ

August 1, 2026
Latest News

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026

ବଡ଼ ଆଶ୍ୱସ୍ତି ଦେଲେ କେନ୍ଦ୍ର ସରକାର: ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୦ ଟଙ୍କା ହ୍ରାସ

August 1, 2026

‘ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନିଶାମୁକ୍ତ ଯୁବବର୍ଗ’ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.