Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହାଇୱା ଭିତରେ ଜଳିଗଲେ ଦୁଇ ଡ୍ରାଇଭର
ଆଜିର ଖବର

ହାଇୱା ଭିତରେ ଜଳିଗଲେ ଦୁଇ ଡ୍ରାଇଭର

June 16, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୁନ୍ଦରଗଡ଼: ବିଜୁ ଏକ୍ସପ୍ରେସ ୱେରେ ମଙ୍ଗଳବାର ଭୋରେ ଦୁଇ ହାଇୱା  ମଧ୍ୟରେ ମୁହାଁମୁହିଁ ଧକ୍କା ପରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଭଷ୍ମା ଥାନା ଅନ୍ତର୍ଗତ କୁଣ୍ଡୁକେଲା କାଇନ୍ତରା ଛକ ନିକଟରେ ଘଟିଥିବା ଏହି ଦୁର୍ଘଟଣାରେ ଉଭୟ ଗାଡ଼ିର ଚାଳକ ଜୀବନ୍ତ ଦଗ୍ଧ ହୋଇ ମୃତ୍ୟୁବରଣ କରିଛନ୍ତି।

ସୂଚନା ଅନୁଯାୟୀ, ଏକ ହାଇୱା  ଡିଭାଇଡର ଡେଇଁ ବିପରୀତ ଦିଗରୁ ଆସୁଥିବା ଅନ୍ୟ ଟ୍ରେଲରକୁ ଧକ୍କା ଦେଇଥିଲା। ଧକ୍କା ପରେ ଉଭୟ ଗାଡ଼ିରେ ନିଆଁ ଲାଗିଯାଇଥିଲା ଏବଂ ଚାଳକମାନେ ବାହାରି ପାରିନଥିବାରୁ ପ୍ରାଣ ହରାଇଥିଲେ। ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଥିବା ବେଳେ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

#accident #death
Share. Facebook Twitter LinkedIn Email WhatsApp Copy Link

Related Posts

ଦୁର୍ଦ୍ଦାନ୍ତ ଅପରାଧୀ ପ୍ରଭାତ ମଲ୍ଲିକଙ୍କୁ ଏନକାଉଣ୍ଟର

June 16, 2026

ଓଡିଶା ରିଅଲ ଇଷ୍ଟେଟ ଆପିଲେଟ ଟ୍ରିବୁନାଲ ଅଧ୍ୟକ୍ଷ ପ୍ରମଥ ପଟ୍ଟନାୟକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନ

June 16, 2026

ବ୍ୟସ୍ତବହୁଳ ଷ୍ଟେସନଗୁଡ଼ିକ ପାଇଁ ମାଷ୍ଟରପ୍ଲାନର ସମୀକ୍ଷା କଲେ କେନ୍ଦ୍ର ରେଳ ମନ୍ତ୍ରୀ

June 16, 2026

ଭୁବନେଶ୍ବରରେ ନିର୍ମାଣ ହେବ ଜନାଶ୍ରୟ ଭବନ, ଏଥିରେ କଣ ହେବ? କିଏ ରହିବ?

June 16, 2026
Latest News

ହାଇୱା ଭିତରେ ଜଳିଗଲେ ଦୁଇ ଡ୍ରାଇଭର

June 16, 2026

ଦୁର୍ଦ୍ଦାନ୍ତ ଅପରାଧୀ ପ୍ରଭାତ ମଲ୍ଲିକଙ୍କୁ ଏନକାଉଣ୍ଟର

June 16, 2026

ଓଡିଶା ରିଅଲ ଇଷ୍ଟେଟ ଆପିଲେଟ ଟ୍ରିବୁନାଲ ଅଧ୍ୟକ୍ଷ ପ୍ରମଥ ପଟ୍ଟନାୟକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନ

June 16, 2026

ବ୍ୟସ୍ତବହୁଳ ଷ୍ଟେସନଗୁଡ଼ିକ ପାଇଁ ମାଷ୍ଟରପ୍ଲାନର ସମୀକ୍ଷା କଲେ କେନ୍ଦ୍ର ରେଳ ମନ୍ତ୍ରୀ

June 16, 2026

ଗ୍ରାମୀଣ ଶାସନ ବ୍ୟବସ୍ଥାରେ ନୂଆ ଦିଗ: ପଞ୍ଚାୟତ ସଂସ୍କାର ଓ ନବସୃଜନର ୧୨ ବର୍ଷ

June 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.