Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସ୍ଵାମୀର ଠେଙ୍ଗା ମାଡରେ ସ୍ତ୍ରୀ ମୃତ
ଆଜିର ଖବର

ସ୍ଵାମୀର ଠେଙ୍ଗା ମାଡରେ ସ୍ତ୍ରୀ ମୃତ

June 16, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

କେନ୍ଦୁଝର: କେନ୍ଦୁଝର ଜିଲ୍ଲାର ଜାମୁଡିହ ଗାଁରେ ପାରିବାରିକ କଳହର କରୁଣ ପରିଣିତି ଦେଖିବାକୁ ମିଳିଛି । ପାରିବାରିକ କଳହକୁ କେନ୍ଦ୍ର କରି ଏକ ମହିଳାଙ୍କ ମୃତ୍ୟୁ ଘଟିଛି। ଟାଉନ ଥାନା ଅନ୍ତର୍ଗତ ଏହି ଘଟଣାରେ ସ୍ୱାମୀ ଠେଙ୍ଗାରେ ଆକ୍ରମଣ କରିଥିବା ଅଭିଯୋଗ ରହିଛି।

ସୂଚନା ଅନୁଯାୟୀ, ଦୀର୍ଘଦିନ ଧରି ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ବିବାଦ ଚାଲିଥିଲା। ଗତକାଲି ବିବାଦ ଉଗ୍ର ରୂପ ନେଇ ସ୍ୱାମୀ ଠେଙ୍ଗାରେ ସ୍ତ୍ରୀଙ୍କୁ ଗୁରୁତର ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ମହିଳାଙ୍କୁ ହସ୍ପିଟାଲକୁ ନିଆଯାଇଥିଲା, ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଘଟଣା ପରେ ଅଞ୍ଚଳରେ ଶୋକ ଓ ଚାଞ୍ଚଲ୍ୟ ଖେଳିଯାଇଛି। ପୁଲିସ ଅଭିଯୁକ୍ତ ସ୍ୱାମୀଙ୍କୁ ଗିରଫ କରିଛି ଏବଂ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଜାରି ରଖିଛି।

ଠେଙ୍ଗା ମାଡ ପାରିବାରିକ କଳହ ମୃତ୍ୟୁ
Share. Facebook Twitter LinkedIn Email WhatsApp Copy Link

Related Posts

ଆମେରିକାର B-52 ବିମାନ ଦୁର୍ଘଟଣାଗ୍ରସ୍ତ : ୮ ଜଣଙ୍କର ମୃତ୍ୟୁ

June 16, 2026

NEET-UG ସୁରକ୍ଷା ପାଇଁ କଡ଼ା ନିଷ୍ପତ୍ତି, ଟେଲିଗ୍ରାମ ଉପରେ ଅସ୍ଥାୟୀ କଟକଣା

June 16, 2026

୧୫୦ ବେଗରେ ବୋଲିଂ କରୁଥିବା ଏହି ଦ୍ରୁତ ବୋଲର ଟିମ୍ ଇଣ୍ଡିଆରେ ସାମିଲ

June 16, 2026

ମଟରସାଇକେଲ ଦୁର୍ଘଟଣା: ଗଛରେ ପିଟିହୋଇ ଭାଇ ଭଉଣୀ ମୃତ

June 16, 2026
Latest News

ସ୍ଵାମୀର ଠେଙ୍ଗା ମାଡରେ ସ୍ତ୍ରୀ ମୃତ

June 16, 2026

ଆମେରିକାର B-52 ବିମାନ ଦୁର୍ଘଟଣାଗ୍ରସ୍ତ : ୮ ଜଣଙ୍କର ମୃତ୍ୟୁ

June 16, 2026

NEET-UG ସୁରକ୍ଷା ପାଇଁ କଡ଼ା ନିଷ୍ପତ୍ତି, ଟେଲିଗ୍ରାମ ଉପରେ ଅସ୍ଥାୟୀ କଟକଣା

June 16, 2026

୧୫୦ ବେଗରେ ବୋଲିଂ କରୁଥିବା ଏହି ଦ୍ରୁତ ବୋଲର ଟିମ୍ ଇଣ୍ଡିଆରେ ସାମିଲ

June 16, 2026

ମଟରସାଇକେଲ ଦୁର୍ଘଟଣା: ଗଛରେ ପିଟିହୋଇ ଭାଇ ଭଉଣୀ ମୃତ

June 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.